ସହିଦନଗର ଥାନାରେ ଏତଲା ଦେଲେ ଜୀବନ ରାଉତ । ବିଜେପିର ବହୁ ନେତାଙ୍କ ସହ ଆସି ଦେଲେ ଏତଲା ।
ରାଜ୍ୟ ସରକାରଙ୍କ ପାଖରେ ଏଭଳି ଘଟଣାର ଦୃଷ୍ଟିଗୋଚର ହୋଇନି । ବିଧାନସଭାରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।
ଗୃହରେ ପ୍ରଶ୍ନୋତ୍ତରରେ କହିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଅନଗୁଳ, ବାଲେଶ୍ୱର, ଗଂଜାମ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଜମି ଚିହ୍ନଟ ସରିଛି ।
ବିପଦରେ ଉଦ୍ୟାନ ପରିସରରେ ଥିବା କ୍ୟାଣ୍ଟିନ । ଧସୁଛି ମାଟି ଅତଡ଼ା, ମାଡିବସୁଛି ଗଛ ।
ଭଦ୍ରକ, ରାଉରକେଲା, କେନ୍ଦୁଝରରେ ବି ତୀବ୍ର ହୋଇଛି ପ୍ରତିବାଦର ସ୍ୱର । ସବୁଠି ଗୋଟିଏ ଦାବି, ଅଶାଳୀନ ମନ୍ତବ୍ୟ ପାଇଁ କ୍ଷମା ମାଗ ନଚେତ୍ ଆଗକୁ ତୀବ୍ର ହେବ ଆନ୍ଦୋଳନ ।
ସିଭିଲ୍ ସର୍ଭିସ ପରୀକ୍ଷା ପାଇଁ ପ୍ରିଲିମ୍, ମେନ୍ ଓ ଭାଇଭା ଭଳି ତିନିଟି ସ୍ତରରେ ପରୀକ୍ଷା ହୋଇଥାଏ । ବର୍ଷ ବର୍ଷ ଧରି ପିଲାମାନେ ଏଥିପାଇଁ ପ୍ରସ୍ତୁତି କରିଥାନ୍ତି ।
ଗତ ୧୦ ବର୍ଷ ଭିତରେ ଓଡ଼ିଶା ପୋଲିସ ଧରିଲାଣି ୧୦ କୋଟିରୁ ଅଧିକ ଟଙ୍କାର ଜାଲି ନୋଟ୍ । ୩୨୦ରୁ ଅଧିକ ଅଭିଯୁକ୍ତ ଧରାପଡ଼ିଛନ୍ତି । ୧୮୦ରୁ ଅଧିକ ମାମଲା ରୁଜୁ ହୋଇଛି ।
ଜୁଲାଇ ୧୫ ତାରିଖରୁ ୭୫ଦିନ ଚାଲିବ ବୁଷ୍ଟର ଡୋଜ୍ ଅଭିଯାନ । ରଥଯାତ୍ରା ପରେ ସାଢ଼େ ୭ଶହ ମୁହାଁ ଦୈନିକ ସଂକ୍ରମଣ ।
ଗତବର୍ଷ ଠାରୁ ୨୧.୭୮ ପ୍ରତିଶତ ଅଧିକ ରାଜସ୍ୱ ସଂଗ୍ରହ ହୋଇଛି ବୋଲି କହିଛନ୍ତି ଖଣି ମନ୍ତ୍ରୀ ।
ନ୍ୟାୟ ଦିଅ ନ୍ୟାୟ ଦିଅ ବୋଲି ଚିତ୍କାର କରି ପୋଲିସକୁ ଗୁହାରି ହେଉଥିଲେ ରୁଚିକାଙ୍କ ମାଆ । ହେଲେ ଶୁଣିବା ସ୍ଥିତିରେ ନଥିଲା ପୋଲିସ ।
ମାଷ୍ଟରକ୍ୟାଣ୍ଟିନରେ ଥିବା ଗ୍ରୀନ୍ ଚିଲିଜ୍ ଦୋକାନକୁ BMC(ଭୁବନେଶ୍ୱର ମହାନଗର ନିଗମ) ସିଲ୍ କରିଛି। ଅସ୍ୱାସ୍ଥ୍ୟକର ପରିବେଶରେ ଖାଦ୍ୟ ପରିବେଷଣ କରାଯାଉଥିବାରୁ ବିଏମ୍ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
ଏତେ ସଂଖ୍ୟକ ପିଲାଙ୍କ ସ୍ୱପ୍ନ ଏବେ ଆଶଙ୍କା ଭିତରେ । ନାକଚ୍ ହୋଇଯିବା ପରେ ହତୋତ୍ସାହିତ ହୋଇପଡିଥିବା ଆଶାୟୀ ଏବେ ଅପେକ୍ଷା କରି ରହିଛନ୍ତି କମିଶନଙ୍କ ନିଷ୍ପତ୍ତିକୁ ।
ସାଇବର ବିଶେଷଜ୍ଞ, ଟେକନିକାଲ୍ ଏକ୍ସପର୍ଟ ଓ ସାଇଣ୍ଟିଫିକ୍ ଟିମ୍ର ସହାୟତା ନେଲା ପୋଲିସ । ତଥାପି ମିଳିଲାନି ପ୍ରମାଣ ।
ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସୁବିଧାର ଫାଇଦା ଉଠାଇ ପାରିବେ ବୋଲି ସୂଚନା ରହିଛି ।
ମଞ୍ଚେଶ୍ୱର ଥାନା ଅଞ୍ଚଳର ସରକାରୀ ଜାଗାରେ ଘର ଥିଲା । ଆଜି ପୋଲିସ ପ୍ରଶାସନ ଆସି ବୁଲ୍ଡୋଜରରେ ଭାଙ୍ଗିଲା ଘର ।
କଲେଜରେ ରାଗିଂ ହେବା ନେଇ କେହି ସ୍ୱୀକାର କରିନାହାନ୍ତି । କଲେଜରେ ରାଗିଂ ହେଉଥିବା ନେଇ କୌଣସି ପିଲା କହିନାହାନ୍ତି ।
ଭୁବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି ।
କାଶ, ଜ୍ୱର, ମୁଣ୍ଡବିନ୍ଧା, ଗଳା ଦରଜ, ଅଣନିସ୍ୱାଶୀ ଲାଗିବା, ସ୍ୱାଦ ଓ ଘ୍ରାଣ ଶକ୍ତି ହରାଇବା ଭଳି ଲକ୍ଷଣ ଥିଲେ ତୁରନ୍ତ ଟେଷ୍ଟ କରାଇବାକୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି ।
ଆଜି ନ୍ୟାୟ ପାଇଁ ରୁଚିକାଙ୍କ ମା’ ଓ କିଛି ଆନ୍ଦୋଳନକାରୀ ପ୍ରତିବାଦ କରୁଥିବା ବେଳେ ବିଜେବି କଲେଜ ସାମ୍ନାରୁ ଆନ୍ଦୋଳନକାରୀଙ୍କୁ ପୋଲିସ୍ ଉଠାଇ ନେଇଥିଲା। ରୁଚିକାଙ୍କ ମା’ଙ୍କୁ ଜୋର ଜବରଦସ୍ତ ଉଠାଇବା ସହ ରାସ୍ତାରୁ ଘୋଷାଡ଼ି ଘୋଷାଡ଼ି ନେଇଥିଲା ପୋଲିସ।
ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଭୁବନେଶ୍ୱର ପୁଣି ରେଡ୍ ଜୋନ୍କୁ ଫେରିଛି। ରେଡ୍ ଜୋନ୍କୁ ଫେରିବା ପରେ ଭୁବନେଶ୍ୱର ମେୟର କଡ଼ା ତାଗିଦ୍ କରିଛନ୍ତି।
ସମର୍ଥନ ଯୋଗାଡ଼ରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଜନ୍ମ ମାଟି ଓ଼ଡିଶାରେ ବିଜେପି ଓ ବିଜେଡିର ଭବ୍ୟ ସ୍ୱାଗତ ।
ଦ୍ରୌପଦୀଙ୍କ ଭୁବନେଶ୍ୱର ଗସ୍ତ ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ସମ୍ବୋଧିତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ଏବଂ ବିଜେଡି ବିଧାୟକ-ସାଂସଦଙ୍କ ଠାରୁ ଔପଚାରିକତା ଦୃଷ୍ଟିରୁ ସମର୍ଥନ ଲୋଡ଼ିଛନ୍ତି ।
ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସି ରାଜ୍ୟ ନେତାଙ୍କୁ ଭୋଟ ମାଗିଛନ୍ତି ଦ୍ରୌପଦୀ । ପ୍ରଥମେ ବିମାନ ବନ୍ଦରରେ ଓହ୍ଲାଇବା ପରେ ତାଙ୍କୁ ଉଭୟ ବିଜେଡି ଓ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା ।
ବଡ଼ଗଡ଼ ଥାନାରେ ଏନେଇ ଲିଖିତ ଅଭିଯୋଗ କରିଛନ୍ତି ରାଗିଂର ଶିକାର ହୋଇଥିବା ଛାତ୍ର । ତେବେ ରାଗିଂ ଅଭିଯୋଗ ନେଇ କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିନି ।
ନନ୍ଦନକାନନରେ ଛୁଆ ଜନ୍ମ ଦେଲା ୟେଲୋ ଆନାକୋଣ୍ଡା । ୟେଲୋ ଆନାକୋଣ୍ଡାଙ୍କ ସଂଖ୍ୟା ୪ରୁ ୫କୁ ବୃଦ୍ଧି ।