• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Daitari Panda
ଯାତ୍ରା ଖଳନାୟକ ଦୈତାରୀଙ୍କ ନାଁରେ ସାଂଘାତିକ ଅଭିଯୋଗ, ୧୫ ଲକ୍ଷ ନେଲେ କିନ୍ତୁ ଆସୁନାହାନ୍ତି

ଏହି ଟଙ୍କା ନେବା କଥାକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ନିଜେ ଦୈତାରୀ ପଣ୍ଡା ।

Subhasini
ଉତ୍କଳ ସଂଗୀତ ମହାବିଦ୍ୟାଳୟ ଛାତ୍ରୀ ଫେରାର ଘଟଣାର ଖୁଲାସା, ଭିଡିଓ ଜାରି କଲେ ସୁଭାସିନୀ

‘ଆମେ ଦୁଇ ଜଣ ପରସ୍ପରକୁ ଅନେକ ଦିନ ହେବ ଭଲପାଉଥିଲୁ । କିନ୍ତୁ ପରିବାର ଲୋକ ଏଥିରେ ରାଜି ନଥିଲେ । ରାଜି ନହେବାରୁ ଆମେ ଏଭଳି ନିଷ୍ପତ୍ତି ନେବାକୁ ବାଧ୍ୟ ହେଲୁ । ’

aparajita sarangi
ପୁଣି ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା, ସରକାର ଡାକିଲେନି ସରକାରୀ କାର୍ଯ୍ୟକ୍ରମକୁ

ସରକାରୀ କାର୍ଯ୍ୟକ୍ରମକୁ ଡକାଯାଇନଥିବା ନେଇ ଟ୍ୱିଟ୍ କରି କ୍ଷୋଭ ପ୍ରକାଶ କଲେ ଅପରାଜିତା । ଭୁବନେଶ୍ୱରରେ ଆୟୋଜିତ ହେଉଛି ୭୩ ତମ ବନ ମହୋତ୍ସବ ।

Gajapati Maharaj is worried about the security of the Ratnabhandar
ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଚିନ୍ତାରେ ଗଜପତି ମହାରାଜ

ଆଗେ ଭକ୍ତ ଦାବି କଲେ । ପରେ ସେବାୟତ ସମର୍ଥନ କଲେ । ଶ୍ରୀମନ୍ଦିର ରତ୍ନଭଣ୍ଡାରର ସ୍ଥିତି ଓ ସୁରକ୍ଷାକୁ ନେଇ ଏବେ ଖୋଦ୍ ଗଜପତି ବି ମୁହଁ ଖୋଲିଲେ।

Bhubaneswar MCA girl student suicide: Police arrests boyfriend
ସୁଇସାଇଡ୍‌ କଲା ଗର୍ଲଫ୍ରେଣ୍ଡ୍‌, ବନ୍ଧା ହେଲା ବୟଫ୍ରେଣ୍ଡ୍‌

ଭୁବନେଶ୍ୱରରେ MCA ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣାରେ ବୟଫ୍ରେଣ୍ଡଙ୍କୁ ପୋଲିସ ଗିରଫ କରିଛି।  ୨୦୧୪ ମସିହାରୁ ସତ୍ୟପ୍ରକାଶ ଓ ଆଶ୍ରିତା ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା।

Girls Students
ଏଥର ବି ମାଟ୍ରିକ୍‌ ପରୀକ୍ଷାରେ ଛାତ୍ରଙ୍କଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ

ଆନୁଷ୍ଠାନିକ ଭାବେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରେଜଲ୍ଟ ଘୋଷଣା କରିଛନ୍ତି।

Basic Science College Ragging
ଆଉ ଏକ ରାଗିଂ ! ମଦ ପିଇବାକୁ ଟଙ୍କା ନ ଦେବାରୁ ମାଡ଼ ମାରିଲେ ୩ ସିନିୟର..

କଲେଜର ୩ ସିନିଅର ଛାତ୍ର ରାଗିଂ କରୁଥିବା ଅଭିଯୋଗ କରିଛନ୍ତି

Heavy Rain
ତୁହାକୁ ତୁହା ବର୍ଷିଲା, ମୁଶଳଧାରା ବର୍ଷା ଯୋଗୁଁ ଜଳାର୍ଣ୍ଣବ ଟ୍ୱିନ୍‌ ସିଟି

ବର୍ଷା ଯୋଗୁଁ ବାଧାପ୍ରାପ୍ତ ହେଲା ସାଧାରଣ ଜନଜୀବନ । ୨୪ ଘଣ୍ଟା ପାଇଁ ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ।

Matric Result
ବାହାରିବ ମାଟ୍ରିକ୍‌ ରେଜଲ୍ଟ, ବେଶ ଆଶାବାଦୀ ଛାତ୍ରଛାତ୍ରୀ

ଏସ୍ଏମ୍ଏସ୍ ଜରିଆରେ ବି ପରୀକ୍ଷାର୍ଥୀ ରେଜଲ୍ଟ ପାଇପାରିବେ । ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି ।

Rashmirekha
Breaking News: ଟେଲି ଅଭିନେତ୍ରୀ ରଶ୍ମୀରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ରଙ୍କ ଆତ୍ମହତ୍ୟା

କିଛି ଦିନ ତଳେ ଟେଲି ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜେରାର ସମ୍ମୁଖିନ ହୋଇଥିଲେ ସନ୍ତୋଷ ପାତ୍ର ।

Ragging
ରାଗିଂରେ କେମିତି ଲାଗିବ ଲଗାମ ? ୩ ମାସରେ ଗଲାଣି ୩ ଜୀବନ

ରାଗିଂ ହେଲେ ଚୁପ ନରହି ଅଭିଭାବକ ଓ କର୍ତ୍ତୃପକ୍ଷଙ୍କୁ ଜଣାନ୍ତୁ କହିଲେ ଶିକ୍ଷାବିତ୍ ।

Soumya Ranjan Pattnaik
BJDକୁ ଅଡୁଆ ନିଜ ଦଳର ବିଧାୟକ, ସରକାରୀ ଅଧିକାରୀଙ୍କ ଉପରେ ବର୍ଷିଲେ ସୌମ୍ୟରଂଜନ

ସୌମ୍ୟ କହିଲେ ଭୁଲ୍ ତଥ୍ୟ ଦେଇ ଆମକୁ ସଜାଉଛନ୍ତି ମିଛୁଆ । ଆନନ୍ଦପୁରର ସ୍ୱାସ୍ଥ୍ୟ ଭିତ୍ତିଭୂମି ଗୁମର ଖୋଲିଲେ ଭାଗିରଥୀ

Draupadi Murmu
ଭୋଟ ମାଗିବାକୁ ଓଡ଼ିଶା ଆସିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶା ପରେ ଆନ୍ଧ୍ର ପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ।

Congress Leader Narasingha Mishra
ନରସିଂହଙ୍କ ଅଭିଯୋଗ, ବିଧାନସଭାରେ କ୍ଷୁର୍ଣ୍ଣ କରାଯାଉଛି ବିଧାୟକଙ୍କ ସାମ୍ବିଧାନିକ ଅଧିକାର

ରାଜ୍ୟ ସରକାର ସନ୍ଦେହ ଘେରକୁ ଆସିବା ସହ ଦୁର୍ନୀତିର ଗନ୍ଧ ବାରି ହେଉଛି ବୋଲି କହିଛନ୍ତି ନରସିଂହ ମିଶ୍ର ।

Suicide
ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସୁଇସାଇଡ୍ ନୋଟ୍‌ ଜବତ

ମୃତ୍ୟୁର କାରଣ ଅସ୍ପଷ୍ଟ, ମୃତଦେହ ଜବତ କରି ପୋଲିସର ଛାନ୍‌ଭିନ୍ । ମୃତ ଛାତ୍ରୀ ଏକ ଘରୋଇ ଇଂଜିନିୟରିଂ କଲେଜରେ ପଢୁଥିଲେ ।

Heavy Waterlogging In Bhubaneswar Following Rainfall
ଲଗାଣ ବର୍ଷାରେ ଉବୁଟୁବୁ ଭୁବନେଶ୍ୱର; ସ୍କୁଲ ଭିତରେ ପଶିଲା ପାଣି

ପ୍ରବଳ ବର୍ଷାରେ ବେହାଲ ସ୍ମାର୍ଟ୍ ସିଟି...ରାସ୍ତାଘାଟଠାରୁ ଆରମ୍ଭ କରି ସ୍କୁଲ ପର୍ଯ୍ୟନ୍ତ ସବୁଠି ପାଣି ହିଁ ପାଣି ...

bjb college girl student’s death Update
ଆସିଲା ବିଜେବି ଛାତ୍ରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଆସିଲା ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ..

Utkal Sangeet Mahavidyalaya girl student goes missing in Bhubaneswar
କୁଆଡ଼େ ଗଲେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ? ରେଜିଷ୍ଟ୍ରରରେ ମାମୁଙ୍କ ନାଁ...

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଜଣେ ଯୁକ୍ତ ୩ ଛାତ୍ରୀ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ସୁଭାଷିନୀଙ୍କ ବାପା ନିଖୋଜ ଘଟଣା ପାଇଁ ହଷ୍ଟେଲ ସୁପରିଟେଣ୍ଡେଣ୍ଟଙ୍କୁ ଦାୟୀ କରିଛନ୍ତି।

Ruchika Mohanty
ରୁଚିକାଙ୍କୁ ନ୍ୟାୟ ଦାବିରେ ତେଜୁଛି ଆନ୍ଦୋଳନ, ଧାରଣାରେ ବସିଛନ୍ତି ପରିବାର ଓ ଛାତ୍ର ସଂଗଠନ

ସିବିଆଇ ତଦନ୍ତ ଦାବିରେ ବିଧାନସଭାରେ ହୋ-ହାଲ୍ଲା । କାହିଁକି ଚିହ୍ନଟ ହୋଇପାରୁନାହାନ୍ତି ୩ ସିନିୟର ?

Crime Against Women
ଓଡ଼ିଶାରେ କେତେ ସୁରକ୍ଷିତ ନାରୀ ? ୮ରୁ ଅଧିକ ମହିଳା ଓ ପାଖାପାଖି ୫ ନାବାଳିକା ଦୁଷ୍କର୍ମର ଶିକାର

୩ ବର୍ଷରେ ନିଖୋଜ ୨୫ ହଜାର ୯୭୩ ମହିଳା । ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ତଥ୍ୟରେ ବର୍ଷିଲେ ବିରୋଧୀ ।

Varsha - Anubhav
ବର୍ଷାଙ୍କୁ ଗୀତା ଉପହାର ଦେଲେ ଅନୁଭବ, କହିଲେ ଶାନ୍ତିରେ ରୁହ ଶାନ୍ତିରେ ରହିବାକୁ ଦିଅ

ବିବାହ ବିଚ୍ଛେଦ ମାମଲାରେ ଆଜି କଟକ ପାରିବାରିକ ଅଦାଲତରେ ସାକ୍ଷ୍ୟ ଦେଇଛନ୍ତି ଅନୁଭବ । ଏହି ସମୟରେ ବର୍ଷାଙ୍କ ଓକିଲ ଅନୁଭବଙ୍କୁ ଦୀର୍ଘ ସମୟ ଧରି ଜେରା କରିଥିଲେ ।

Girl Missing
୩ ବର୍ଷରେ ରାଜ୍ୟରୁ ପ୍ରାୟ ୨୬ ହଜାର ମହିଳା ଗାୟବ

୩ ବର୍ଷ ଭିତରେ ୨୫୯୭୩ ମହିଳା ନିଖୋଜ ହୋଇଛନ୍ତି । ସେଥିରୁ ୯୯୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବାକି ୧୬,୦୫୩ ମହିଳା ଏବେବି ନିଖୋଜ ଅଛନ୍ତି ।

Anubhav Mohanty
କୋର୍ଟରେ ଅନୁଭବଙ୍କୁ ଜେରା କଲେ ବର୍ଷାଙ୍କ ଓକିଲ

ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ କୋର୍ଟ ଲଗାଇଥିଲେ ରୋକ୍ । SDJMଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଥିଲେ କଟକ ଜିଲ୍ଲା ଜଜ୍ ।