• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Driver Protest
ଡ୍ରାଇଭର ସଂଘ ଆନ୍ଦୋଳନ ବେଳେ ଭଂଗାରୁଜା, ୩ ମାମଲା ରୁଜୁ

ସୁରକ୍ଷା, ବୀମା, ପ୍ରତି ୧୦୦ କିଲୋମିଟରରେ ବିଶ୍ରାମ ଘର ଓ କାର୍ଯ୍ୟ ସମୟ ୮ ଘଣ୍ଟା ର୍ନିଦ୍ଧାରଣ ଭଳି ଦାବିରେ ଲକ୍ଷାଧିକ ଡ୍ରାଇଭର ଏକାଠି ହୋଇଥିଲେ ।

thunder
୪ ଦିନ ଯାଏଁ ବର୍ଷିବ, ୧୨ ଜିଲ୍ଲାକୁ ସତର୍କ ସୂଚନା

ଅନ୍ୟପଟେ ଏବେ ବି ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି ।

Cocaine
ଫୋକସ୍‌ରେ ମହଙ୍ଗା ନିଶା କାରବାର ! କୋକେନ୍‌ ମାଫିଆଙ୍କୁ ଜେରା କରିବ ନାର୍କୋଟିକ୍ସ

୨୦୨୩ ହକି ବିଶ୍ୱକପ୍ କୁ ଆଖି ଆଗରେ ରଖି କୋକେନ୍ ବିକ୍ରି ପାଇଁ ସେମାନଙ୍କ କଣ ଥିଲା ବ୍ଲୁ ପ୍ରିଣ୍ଟ । ରାଜଧାନୀର କେଉଁ ତାରକା ହୋଟେଲକୁ କୋକେନ ଦିଆଯାଉଥିଲା ।

Custody Death Case
ଭୁବନେଶ୍ୱରରେ ପୋଲିସ ହେପାଜତରେ ବ୍ୟକ୍ତିଙ୍କ ମୃତ୍ୟୁ ମାମଲା; ବଦଳିଲେ ତଦନ୍ତକାରୀ ଅଧିକାରୀ

ଭୁବନେଶ୍ୱର ବଡ଼ଗଡ଼ ଥାନା ପୋଲିସ୍ ହେପାଜତରେ ବ୍ୟକ୍ତିଙ୍କ ମୃତ୍ୟୁ ମାମଲାରେ ବଦଳିଲେ ତଦନ୍ତକାରୀ ଅଧିକାରୀ । ବଡ଼ଗଡ଼ ଥାନାରେ ଥିବା ମାମଲାର ତଦନ୍ତକାରୀ ଅଧିକାରୀ ଏସ୍‌କେ ବେହେରାଙ୍କୁ ବଦଳି କରାଯାଇଛି ।

Drivers Association Protest In Bhuabaneswar
ଗୁଇନ୍ଦା ତଥ୍ୟ ଥାଇ ବି କାହିଁକି ଅସମ୍ଭାଳ ? ରାଜଧାନୀରେ ଡ୍ରାଇଭରଙ୍କ ବିକ୍ଷୋଭ ନେଇ ପୂର୍ବରୁ ମିଳିଥିଲା ସୂଚନା

ରାଜଧାନୀ ଭୁବନେଶ୍ୱରରେ ବିକ୍ଷୋଭ ପାଇଁ ଏକାଠି ହେବେ ୪୦ ହଜାରରୁ ଅଧିକ ଡ୍ରାଇଭର। ଏପରିକି ସେମାନେ ଛୋଟ ଛୋଟ ଭାଗ ହୋଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନ, ପରିବହନ ମନ୍ତ୍ରୀଙ୍କ ଘର, ବିଧାନସଭା, ଲୋକସେବା ଭବନ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାରେ ପଶି ପାରନ୍ତି।

 SDJM court grants permission to Dhauli Police to take two arrested accused on remand for 5 days
ଭୁବନେଶ୍ୱର ATM ଲୁଟ୍‌ ଘଟଣା; ୫ ଦିନିଆ ରିମାଣ୍ଡରେ ଯିବେ ୨ ଅଭିଯୁକ୍ତ

ଭୁବନେଶ୍ୱର ଲିଙ୍ଗିପୁରରେ ଏଟିଏମ୍ ଉପାଡ଼ି ଲୁଟ୍ ଘଟଣାରେ ଗିରଫ ହୋଇଥିବା ୨ ଅଭିଯୁକ୍ତ ଖୋକନ ମୁଲ୍ଲା ଓ ମିଜାନୁର ରେହମାନ ମୁଲ୍ଲାଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ପୋଲିସକୁ ଅନୁମତି ପ୍ରଦାନ କରିଛନ୍ତି । 

Driver
ଯୁଆଡ଼େ ଚାହିଁବ ଖାଲି ଡ୍ରାଇଭର ଆଉ ଡ୍ରାଇଭର ! ରାଜଧାନୀରେ ହଲ୍ଲାବୋଲ

ଦ୍ୱିତୀୟ ଥର ପାଇଁ ରାଜଧାନୀରେ ଓଡ଼ିଶା ଡ୍ରାଇଭର ମହାସଂଘର ହଲ୍ଲାବୋଲ । ୧୧ ଦଫା ଦାବି ପୂରଣ ନେଇ ସରକାର ୩ ମାସ ସମୟ ମାଗିବା ପରେ ଧାରଣାରୁ ତ ହଟିଲେ ହେଲେ ଆସନ୍ତାକାଲି ଠାରୁ ଷ୍ଟିୟରିଂ ଛାଡ଼ ଡାକରା ଦେଇଛି ମହାସଂଘ ।

Custodial Death
ମୃତଦେହ କାହାର ? ପରିବାର ଲୋକ କହୁଛନ୍ତି ସେ ଦେବେନ୍ଦ୍ର ଆଉ ପୋଲିସ କହୁଛି ପ୍ରଦୀପ !

ରାଜଧାନୀର ଛାତି ଉପରେ ହାଜତ ମୃତ୍ୟୁ ବିବାଦ । ଛନ୍ଦିହୋଇଛି କମିଶନରେଟ୍ ପୋଲିସ । ପରିଚୟ ଦ୍ୱନ୍ଦ୍ୱ ବଢ଼ାଉଛି ବଡ଼ଗଡ଼ ଥାନା । ପୋଲିସ କହୁଛି, ମୃତକଙ୍କ ନାଁ ପ୍ରଦୀପ ସାହୁ ।

College Students
ସ୍କୁଲ ପରେ କଲେଜଜରେ ବି କମିଲା ଖରା ଛୁଟି

ଦରକାର ପଡ଼ିଲେ ଛୁଟିଦିନ ଓ କାର୍ଯ୍ୟ ଦିବସରେ ଅତିରିକ୍ତ କ୍ଲାସ ହେବ ବୋଲି ମଧ୍ୟ କୁହାଯାଇଛି ।

LOKA SEVAK
ସାମ୍ବାଦିକଙ୍କୁ ମିଳିଲା ଲୋକସେବା ଭବନ ଏଣ୍ଟ୍ରି ! ହେଲେ ସାଧାରଣ ଲୋକଙ୍କୁ ମିଳୁନି ପାସ୍‌

ଆଜିଠାରୁ ଅର୍ଥାତ ଏପ୍ରିଲ୍‌ ୧୮ ତାରିଖରୁ ସାମ୍ବାଦିକଙ୍କୁ ଲୋକସେବା ଭବନରେ ଏଣ୍ଟ୍ରି କରିବାର ଅନୁମତି ପୂର୍ବରୁ ଦେଇଥିଲେ ରାଜ୍ୟ ସରକାର । ଦୀର୍ଘ ଦୁଇ ବର୍ଷ ପରେ ସାମ୍ବାଦିକମାନେ ଖବର ସଂଗ୍ରହ ପାଇଁ ଲୋକସେବା ଭବନ ଭିତରକୁ ପ୍ରବେଶ କରିଛନ୍ତି ।

Man arrested by Badagada Police for allegedly stealing bicycle reportedly falls ill in custody, decl
ପୋଲିସ ହେପାଜତରେ ମୃତ୍ୟୁ ! ହତ୍ୟା ଅଭିଯୋଗ ଆଣିଲେ ପତ୍ନୀ

ପୋଲିସ ହେପାଜତରେ ମୃତ୍ୟୁ । ଭୁବନେଶ୍ୱର ବଡ଼ଗଡ ଥାନା ପୋଲିସ ହେପାଜତରେ ଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

Radio fair organised in Bhubaneswar
ରାଜଧାନୀରେ ରେଡିଓ ଫେୟାର ଅନୁଷ୍ଠିତ

ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆଉଟରିଚ୍ ପକ୍ଷରୁ ଅଷ୍ଟମ ଅନ୍ତର୍ଜାତୀୟ ରେଡିଓ ମେଳା ଅନୁଷ୍ଠିତ ହୋଇଛି । ପ୍ରଦର୍ଶନୀରେ ଶହ ଶହ ସଂଖ୍ୟାରେ ନୂଆ ଓ ପୁରୁଣା ରେଡିଓ ରହିଛି ।

Lekhashree
ମୋଦିଙ୍କ ଗୁଣ ଗାଇଲେ ଲେଖାଶ୍ରୀ, ବଖାଣିଲେ କେନ୍ଦ୍ର ସରକାରଙ୍କ ସଫଳତା

ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ସେ କହିଛନ୍ତି, ୨୦୧୪ ଆଗରୁ ଦେଶର ଅର୍ଥନୀତି ପୁରା ଦୁର୍ବଳ ଥିଲା । ୫୦ ଭାଗ ଲୋକ ବ୍ୟବସ୍ଥାରୁ ବାହାରେ ଥିଲେ । ମୋଦି ସରକାର ଆସିବା ପରେ ସେଥିରେ ଅନେକ ପରିବର୍ତ୍ତନ ଆସିଛି ।

Bhubaneswar ATM Loot Case
କେମିତି ATM ଉପାଡ଼ି ଲକ୍ଷାଧିକ ଟଙ୍କା ଲୁଟ୍‌ କଲେ ? ଡେମୋ ଦେଖାଇଲେ ଅଭିଯୁକ୍ତ

ଭୁବନେଶ୍ୱର ଲିଙ୍ଗିପୁରରେ ATM ଉପାଡ଼ି ଲୁଟ୍ ମାମଲାରେ ପୋଲିସ୍‌ର ଛାନ୍‌ଭିନ୍‌ ଜାରି ରହିଛି। ଗିରଫ ୨ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ କ୍ରାଇମ୍ ରିକ୍ରିଏସନ୍‌ କରିଛି ପୋଲିସ। ସେମାନଙ୍କ ଲୁଟ୍‌ର ତରିକା ଜାଣିବାକୁ ଓ ଅଧିକ ପ୍ରମାଣ ଯୋଗାଡ଼ ପାଇଁ ଏହି ଡେମୋ ଚାଲିଛି।

Biju Pattnaik - OTV
OTVକୁ ୨୫ ବର୍ଷ ! ପ୍ରବାଦ ପୁରୁଷ ବିଜୁବାବୁଙ୍କ ଅନ୍ତିମ ଯାତ୍ରାରୁ ଆରମ୍ଭ ହୋଇଥିଲା ଖବର ଦୁନିଆର ଯାତ୍ରା

୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏଁ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ଯାଏଁ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ରାଜନୀତି ଓ ବିକାଶ କ୍ଷେତ୍ରରେ ବିଜୁ ବାବୁଙ୍କ ଭୂମିକା ଆଜି ବି ସ୍ମରଣୀୟ ।

Saswat Mishra
ଚିଠି ପରେ ଚିଠି ! ସେଲ୍ଫ ଫାଇନାନସିଂ କୋର୍ସ ନେଇ ସୃଷ୍ଟି ହେଲାଣି ଭିନ୍ନ ବିବାଦ

୧୩ ସରକାରୀ ବିଶ୍ୱବିଦ୍ୟାଳୟ ଦାୟିତ୍ୱରେ ଥିବା ଉଚ୍ଚଶିକ୍ଷା ବିଭାଗର ୮ ଅଧିକାରୀଙ୍କୁ କଟକଣା କାର୍ଯ୍ୟକାରୀତା ପାଇଁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

Hot wave
ଆହୁରି ତାତିବ ! ୧୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୌଦ୍ଧ ଓ ସୁନ୍ଦରଗଡ଼ରେ ୪୨.୫ ଡିଗ୍ରୀ ।

Odisha Chhatra Congress Members Hurl Tomatoes Minister Arun Sahoo's Residence
ମନ୍ତ୍ରୀ ଅରୁଣ ସାହୁଙ୍କ ଘର ଉପରକୁ ଟମାଟୋ ମାଡ଼, ଇସ୍ତଫା ଦାବି କଲା ଛାତ୍ର କଂଗ୍ରେସ

ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱର ବାସଭବନ ଉପରକୁ ଟମାଟୋ ମାଡ଼। ମନ୍ତ୍ରୀଙ୍କ ବାସଭବନ ଘେରାଉ ବେଳେ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ମନ୍ତ୍ରୀଙ୍କ ବିରୋଧରେ ନାରାବାଜି ସହ ଇସ୍ତଫା ଦାବି କରିଛନ୍ତି ବିକ୍ଷୋଭକାରୀ।

Keshari Maal
‘ପଇସା ନେଇଯାଉଛ କାମ କରୁନ’, ଭୁବନେଶ୍ୱର ନୂଆ ମେୟର ସୁଲୋଚନାଙ୍କୁ ରୋକ୍‌ଠୋକ୍‌ ଶୁଣାଇଲେ ବ୍ୟବସାୟୀ

ନୂଆ ମେୟରଙ୍କୁ ଏଭଳି ରୋକଠୋକ୍ ବାଣି ଶୁଣାଇଛନ୍ତି ବ୍ୟବସାୟୀ । ଏମିତିକି ମେୟରଙ୍କୁ ସିଧାସଳଖ ଚେତାବନୀ ଦେଇଛନ୍ତି ମାର୍କେଟ ବିଲ୍ଡିଂ ବ୍ୟବସାୟୀ ।

Bhubaneswar ATM Loot Case
ଭୁବନେଶ୍ୱର ATM ଲୁଟ୍‌ ପଛରେ ବାଂଲାଦେଶ ଲିଙ୍କ୍‌ !

ଭୁବନେଶ୍ୱର ଶିଶୁପାଳଗଡ଼ ଲିଙ୍ଗିପୁର ହାଉସିଂବୋର୍ଡ ଛକରୁ ATM ତାଡ଼ି ନେଇ ୨୦ ଲକ୍ଷ ଲୁଟ୍ ମାମଲାର ପର୍ଦ୍ଦାଫାସ୍ ହୋଇଛି। କମିଶନରେଟ୍ ପୋଲିସ୍‌ ୨ ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ୨ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ବାଂଲାଦେଶୀ ହୋଇଥିବା ବେଳେ ଅନ୍ୟ ଜଣେ କୋଲକାତାର ହୋଇଥିବା ସୂଚନା ମିଳିଛି। 

JEE Advanced 2022: IIT JEE exam rescheduled, to be conducted on August 28
ପୁରୁଣା ଫର୍ମୁଲା ପୁନରାବୃତ୍ତି ! ଦଶମ-ଦ୍ୱାଦଶରେ ହେବ ଏକକ ବୋର୍ଡ ପରୀକ୍ଷା..

ଦୁଇଦିନ ତଳେ ଅନୁଷ୍ଠିତ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକରେ ଏନେଇ ବ୍ୟାପକ ଆଲୋଚନା ହୋଇଛି । ଛାତ୍ରଛାତ୍ରଙ୍କୁ ସମ୍ପୂର୍ଣ୍ଣ ସିଲାବସ୍ ପଢ଼ାଯିବା ସହ ପୂର୍ବ ପଦ୍ଧତି ଅନୁଯାୟୀ ପରୀକ୍ଷା କରିବାକୁ ପ୍ରସ୍ତୁତ ହୋଇଛି ।

Electricity
ଷ୍ଟକ୍‌ରେ ନାହିଁ କୋଇଲା, ଏଥର ଘନ ଘନ ବିଜୁଳି କାଟ ! ଖାଉଟିଙ୍କ ମନରେ ଅସନ୍ତୋଷ

ବିଜୁଳି ବଳକା ରାଜ୍ୟ ଓଡ଼ିଶାରେ ବିଜୁଳି କାଟକୁ ନେଇ ପ୍ରଶ୍ନ ଉଠାଇଲେଣି ଉପଭୋକ୍ତା ଓ ବିଶେଷଜ୍ଞ । ପାୱାର ଆନାଲିସିଷ୍ଟଙ୍କ ମତରେ, ରାଜ୍ୟରେ ପିକ୍ ଓ ଅଫ୍-ପିକ୍ ବିଜୁଳି ଚାହିଦାରେ ବଡ଼ ପାର୍ଥକ୍ୟ ରହୁଛି ।

Fire Mishap At Bhubaneswar Keshari Mall
କେଶରୀ ମଲ୍‌ରେ ଅଗ୍ନିକାଣ୍ଡ ଘଟଣା: ଆଜି ଖୋଜାଯିବ ନିଆଁ ଲାଗିବା କାରଣ

ଭୁବନେଶ୍ୱର କେଶରୀ ମଲ୍‌ରେ ଅଗ୍ନିକାଣ୍ଡ । ନିଆଁ କେମିତି ଲାଗିଲା, ଆଜି ତାର କାରଣ ଖୋଜାଯିବ ।

Seizure of cocaine from Bhubaneswar
କୋକେନ୍ ମାଫିଆଙ୍କ ଟାର୍ଗେଟ୍‌ରେ ହକି ବିଶ୍ୱକପ୍, ଦିଲ୍ଲୀରୁ ଭୁବନେଶ୍ୱରକୁ ଲମ୍ବିଛି ଚେର

ଭୁବନେଶ୍ୱରରେ କୋକେନ୍ ମିଳିବା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ୨୦୨୩ ହକି ବିଶ୍ୱକପ୍ ପୂର୍ବରୁ କୋକେନ୍ ବିକ୍ରି ପାଇଁ ମାର୍କେଟ ପ୍ରସ୍ତୁତି ଚାଲିଥିଲା ବୋଲି ଜଣାପଡ଼ିଛି। 

Cocaine
କିଏ ଖାଉଛି ମହଙ୍ଗା ନିଶା କୋକେନ୍ ?

ଭୁବନେଶ୍ୱରରୁ ୫୦ ଲକ୍ଷ ଟଙ୍କାର କୋକେନ ଜବତ ପରେ ବଢିଛି ଏସ୍‌ଟିଏଫ୍‌ର ଚିନ୍ତା । ଓଡ଼ିଶାରେ କେତେ ଦିନ ହେଲା ଚାଲିଛି ଏହି ନିଶା କାରବାର? ଏହା ପଛରେ ସଂପୃକ୍ତ ଅଛନ୍ତି ଆଉ କେଉଁ ବ୍ୟକ୍ତି?