ରାଜଧାନୀ ପ୍ରତିଷ୍ଠା ଦିବସରେ ନିମନ୍ତ୍ରଣ କରା ନଯିବା ପ୍ରସଙ୍ଗରେ ପୁଣି ଆଜି ଟ୍ୱିଟ୍ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଯଦି ତଦନ୍ତ ନ ହୁଏ, ତେବେ ସପ୍ତାହେ ପରେ ପୁଣି ଥରେ ମନେ ପକାଇବି ବୋଲି ସାଂସଦ କହିଛନ୍ତି।
ପ୍ରଥମଥର ପାଇଁ ଭୁବନେଶ୍ୱରରୁ ଧରାହେଲା କୋକେନ । ଦୁଇ ଜଣ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ କୋକେନ ବିକ୍ରି ଅଭିଯୋଗରେ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ ।
୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ୱକପ ଫୁଟବଲ ପାଇଁ ଭେନ୍ୟୁ ଘୋଷଣା ।
ମଂଚରେ ସୂଚନା ଓ ଲୋକସଂପର୍କ ବିଭାଗର ସଚିବଙ୍କଠୁ ଆରମ୍ଭ କରି ନିର୍ଦ୍ଦେଶକଙ୍କ ପର୍ଯ୍ୟନ୍ତ ସମସ୍ତେ ଥିଲେ । ହେଲେ ସେହି ବିଭାଗ ଛାପିଥିବା ନିମନ୍ତ୍ରଣ ପତ୍ରରେ କେମିତି ସାମିଲ ହେଲାନି ସାଂସଦ ଅପରାଜିତାଙ୍କ ନାଁ, ସେ ନେଇ କେହି ମୁହଁ ଖୋଲିବାକୁ ନାରାଜ୍ ।
ଆକାଂକ୍ଷୀ ଜିଲ୍ଲା ସମୀକ୍ଷା ଲାଗି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଢେଙ୍କାନାଳ ଅସିଥିବା ବେଳେ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ଢଙ୍ଗରେ ବର୍ଷିଛନ୍ତି ।
UGC ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ଗାଇଡଲାଇନ୍ । ଉଭୟ କୋର୍ସ ଫିଜିକାଲ ମୋଡ୍ରେ କରିପାରିବେ ଛାତ୍ରଛାତ୍ରୀ ।
ଏମିତିକ ଖୋଦ ସରକାରୀ ତାଲିକାରେ ବି ତାଳମେଳ ରହୁନି । ଏଥିପାଇଁ କିଏ ଦାୟୀ ବୋଲି ପ୍ରଶ୍ନ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିଜେପି ନେତା ସୁରଥ ବିଶ୍ୱାଳ ।
ରାଜଧାନୀରେ ଲୁଟେରା ଆତଙ୍କ । ନୟାପଲ୍ଲୀ ଅଞ୍ଚଳରେ ୩ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍ ।
ରାଜଧାନୀ ପ୍ରତିଷ୍ଠା ଦିବସ ପାଳନକୁ ନେଇ କେଁ ଦେଖାଦେଇଛି। ଗୋଟିଏପଟେ ରାଜଧାନୀର ପ୍ରତିଷ୍ଠା ଦିବସ ପାଳନ ହେଉଥିବା ବେଳେ ଅନ୍ୟପଟେ ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା କରାଯାଇଛି।
ରାଜଧାନୀର ପ୍ରତିଷ୍ଠା ଦିବସରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ନିମନ୍ତ୍ରଣ ନ ଥିବାରୁ ଟ୍ୱିଟ୍ କରି ଅସନ୍ତୋଷ ଝାଡ଼ିଲେ ଅପରାଜିତା ଷଡ଼ଙ୍ଗୀ।
ଦୁର୍ଘଟଣା ପ୍ରବଣ ଅଞ୍ଚଳ ରାଜଧାନୀର ପଳାସୁଣିରେ ନିର୍ମାଣ ହେବ ଫୁଟ୍ ଓଭରବ୍ରିଜ୍ । ୨ କୋଟି ଟଙ୍କାର ବ୍ୟୟ ଅଟକଳରେ ଏହି ବ୍ରିଜ୍ ନିର୍ମାଣ ହେବ ।
ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦ ଥାପିଛି ରାଜଧାନୀ ।
ପ୍ରସୂତୀଙ୍କୁ ଲେବର ରୁମ୍କୁ ନେବାରେ ବିଳମ୍ବ ହେବାରୁ ଏଭଳି କାଣ୍ଡ ଘଟିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ ଓ ତାଙ୍କ ସହ ଆସିଥିବା ଆଶାକର୍ମୀ ।
ଫେବୃଆରୀ ୨୦୧୯ରେ ବିଭାଗ ଦ୍ୱାରା ହୋଇଥିବା ଏକ ସ୍ୱତନ୍ତ୍ର ଅଡିଟ୍ରେ ଧରା ପଡିଥିଲା ଏହି ଦୁର୍ନୀତି
କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ପଠାଯାଇଥିବା ଚିଠିରେ ଦର୍ଶାଯାଇଛି ଯେ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁସାରେ ରାଜ୍ୟରେ ୩ କୋଟି ୨୬ ଲକ୍ଷ ୪୧ ହଜାର ୮ଶହ ହିତାଧିକାରୀ ରହିଛନ୍ତି ।
ପ୍ରଥମ ପର୍ଯ୍ୟାୟରେ କେନ୍ଦ୍ର ମତ୍ସ୍ୟ ଓ ପଶୁ ସଂପଦ ରାଷ୍ଟ୍ରମନ୍ତ୍ରୀ ସଂଜୀବ ବଲିୟାନ୍ ଆଜି କୋରାପୁଟ ଯାଇ କେନ୍ଦ୍ରୀୟ ଯୋଜନାର ଅନୁଧ୍ୟାନ କରିଛନ୍ତି ।
କୋଭିଡ ମହାମାରୀ କାରଣରୁ ୨୦୨୦ ମସିହାଠାରୁ ସାମ୍ବାଦିକମାନଙ୍କୁ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ବାରଣ କରାଯାଇଥିଲା ।
ଗଣିତ, ଗୃହ ବିଜ୍ଞାନ ଓ ଭୋକେସନାଲ ବାୟୋଲୋଜି ସୂଚୀରେ ପରିବର୍ତ୍ତନ ହୋଇଛି । ମେ’ ୧୯ରେ ହେବାକୁ ଥିବା ୩ଟି ବିଷୟର ପରୀକ୍ଷା ଏବେ ମେ’ ୩୧ରେ ହେବ ।
ନିଜର ଅତୀତ, ଥାଟବାଟ କଥାକୁ ଭାଳି ହେଉଛନ୍ତି ଶର୍ମିଷ୍ଠା । ନା ତାଙ୍କୁ ଦେଖା କରିବାକୁ କେହି ପରିବାର ଲୋକ ଆସୁଛନ୍ତି, ନା କେହି ବନ୍ଧୁ ପରିଜନ । ବରଂ ସାଥୀ ଝୁନା ଭୋଇ ସହ ମିଶି ପ୍ରମାଦ ଗଣୁଛନ୍ତି ଜେଲ୍ର ଚାରିକାନ୍ଥ ଭିତରେ ।
ନିକଟରେ ବିଧାନସଭା ନିର୍ବାଚନ ସରିଥିବା ୫ ରାଜ୍ୟରେ ପିସିସି ସଭାପତି ପରିବର୍ତ୍ତନ ହେବା ପରେ ଓଡ଼ିଶାରେ ବି ମଙ୍ଗୁଆଳ ବଦଳିବା ଏକ ପ୍ରକାର ନିଶ୍ଚିତ ।
ଆଗକୁ ଆଇପିଏସ୍ ସ୍ତରରେ ଅଦଳବଦଳ ହୋଇପାରେ। ତେବେ ଆଜି କରାଯାଇଥିବା ଅଦଳବଦଳ ଏକ ସ୍ୱାଭାବିକ ପ୍ରକ୍ରିୟା ଭଳି ମନେ ହେଉ ନାହିଁ ।
ଷ୍ଟେଟ୍ ଆଥଲେଟିକ୍ ମିଟ୍ରେ ଯୌନ ନିର୍ଯାତନା ଅଭିଯୋଗ। ଜଣେ ନାବାଳକ ଖେଳାଳିଙ୍କୁ କିଛି ସିନିୟର ଖେଳାଳି ଯୌନ ନିର୍ଯାତନା ଦେଇଥିବା ସମ୍ପୃକ୍ତ ନାବାଳକ ଓ ତାଙ୍କ ମା’ ଭୁବନେଶ୍ୱର ଇନ୍ଫୋସିଟି ଥାନାରେ ଅଭିଯୋଗ କରିଛନ୍ତି।
ରାଜଧାନୀ ଭୁବନେଶ୍ୱରରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ଛୁରାମାଡ଼ରେ ସ୍ୱାମୀର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛି।
ରୁକୁଣା ରଥ ଯାତ୍ରା ପାଇଁ ଚଳଚଞ୍ଚଳ ଏକାମ୍ରକ୍ଷେତ୍ର । ଗତକାଲି ବାବା ଲିଙ୍ଗରାଜଙ୍କ ରୁକୁଣା ରଥ ତିନିମୁଣ୍ଡିଆ ଛକରେ ଅଟକି ଥିବା ବେଳେ, ଆଜି ପୁଣି ରଥଟଣା ଯିବ ।
କାର୍ତ୍ତିକେଶ୍ୱର ରାଉଳଙ୍କ ଶାଳୀଙ୍କ ଘରୁ ଆଜି ନଗଦ ୧ କୋଟି ୪୨ ଲକ୍ଷ ଟଙ୍କା ଜବତ ହୋଇଛି । କାର୍ତ୍ତିକେଶ୍ୱରଙ୍କ ଶାଳୀଙ୍କ ଝୁମ୍ପୁଡ଼ି ଘରୁ କୋଟିଏରୁ ଅଧିକ ଟଙ୍କା ଜବତ ହେବା ଘଟଣା ସମସ୍ତଙ୍କୁ ଚମକାଇ ଦେଇଛି ।