ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗରେ ନବୀନଙ୍କ ପରୋକ୍ଷରେ ନିଶାନା । ମହାପୁରୁଷଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ କହିଲେ ନବୀନ ।
ବ୍ରହ୍ମପୁର ଷ୍ଟେସନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।
ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜସ୍ବ ମନ୍ତ୍ରୀ କହିଲେ ବିପନ୍ନଙ୍କୁ ମିଳିବ ପର୍ଯ୍ୟାପ୍ତ କ୍ଷତିପୂରଣ ।
ରେଜଲ୍ଟ ସ୍ୱଚ୍ଛତାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ନିଶାନା । ଆଇନର ଆଶ୍ରୟ ନେବାକୁ ପରାମର୍ଶ ଦେଲା ବିଜେପି ।
ନିର୍ବାଚନ ବେଳେ ଫାଙ୍କା ଘୋଷଣାର ଖୋଲିଗଲା ପୋଲ୍ । ପୋଲ୍ ଖୋଲିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ରାଜଧାନୀର ପ୍ରିମିୟର ସରକାରୀ ଡାକ୍ତରଖାନା ଭିଆଇପିଙ୍କ ସେବାରେ । ସବୁ ଇମ୍ପୋର୍ଟାଣ୍ଟ ପର୍ସନଙ୍କ ପାଇଁ କ୍ୟାପିଟାଲ ହସ୍ପିଟାଲରୁ ହିଁ ଯାଉଛନ୍ତି ଡାକ୍ତର । ସାଧାରଣ ଲୋକଙ୍କ ଚିକିତ୍ସା ଥିବା ଡାକ୍ତର ଭିଆଇପି ଡ୍ୟୁଟିରେ ନିୟୋଜିତ ।
ଘର ଦେବା ନାଁରେ ଠକି ନେଉଛନ୍ତି ଟଙ୍କା । ଅନଲାଇନ ହେଉ କି ଅଫଲାଇନ୍ ସବୁଠି ଦଲାଲ ସକ୍ରିୟ । ଘର ଖୋଜି ଖୋଜି ଠକଙ୍କ ହାବୁଡ଼ରେ ପଡୁଛନ୍ତି ।
ଓଡ଼ିଶାରେ ୧୩୬ IPS ପଦବି, ସେଥିରୁ ୭ଟି ଖାଲି । ତଳ ପୋଷ୍ଟରେ କାମ କରୁଛନ୍ତି ଉପର ପାହ୍ୟା ଅଧିକାରୀ । କାହିଁକି ଟିମ୍ ଗଢ଼ିବାରେ ବିଳମ୍ବ କରୁଛନ୍ତି ନୂଆ ଡିଜିପି ?
ରାଜ୍ୟର ପ୍ରିମିୟର୍ ହସ୍ପିଟାଲ- କ୍ୟାପିଟାଲ ହସ୍ପିଟାଲରେ ଅଜବ ସ୍ଥିତି। ଦୁଇ ବର୍ଷରେ ଏଠି ଦୁଇଗୁଣା ହୋଇଛି ରୋଗୀ ସଂଖ୍ୟା। ହେଲେ ଖସିଛି ଡାକ୍ତର ଓ ନର୍ସଙ୍କ ସଂଖ୍ୟା । ହସ୍ପିଟାଲର ୬୪ଟି ଡାକ୍ତରୀ ପଦବି ଖାଲି ।
ରାଜଧାନୀରେ ବିଗିଡିଗଲାଣି କି ଆଇନଶୃଙ୍ଖଳା ବ୍ୟବସ୍ଥା ? ଯାହା ତାହା ହାତରେ ବନ୍ଧୁକ, କଥା କଥାକେ ଫାୟାରିଂ ଧମକ । ଝାରପଡାରେ ସାମାନ୍ୟ ବଚସାରୁ ବନ୍ଧୁକ ଦେଖାଇଥିବା ଯୁବକ ଗିରଫ । କେଉଁଠୁ ଆସୁଛି ଚୋରା ବନ୍ଧୁକ, ପୋଲିସ୍ ପାଇଁ ବଢୁଛି ଚ୍ୟାଲେଞ୍ଜ ।
ଲଗାଣ ବର୍ଷା ଯୋଗୁଁ ଫୋକସରେ ମାଲକାନଗିରି ଜିଲ୍ଲା ରହିଛି । ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଛି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ସାମ୍ନା କଲୋନୀରେ ଲୁଟେରାଙ୍କ ହଲ୍ଲାବୋଲ । ସବୁଠୁ ହାଇ ସିକ୍ୟୁରିଟି ଅଞ୍ଚଳରୁ ଲୁଟି ନେଲେ । ପୋଲିସ ଘରେ କଳାକନା ବୁଲାଇଲେ ।
ଛିଡୁଛି ବିଜେଡି, ବଢୁଛି ବିଜେପି। ସୁଜିତ କୁମାର ଶଙ୍ଖ ଛାଡ଼ି ପଦ୍ମ ଧରିବା ପରେ ଏହି ଚର୍ଚ୍ଚା ବଢିଛି। ବିଜେଡିର ଆଉ କିଛି ସାଂସଦ ଏବେ ସେଇ ଲାଇନରେ ଥିବା ଆଲୋଚନା ହେଉଥିବା ବେଳେ ରାଜନୈତିକ ବୟାନବାଜି ବି ଜୋର୍ ଧରିଛି।
ରାଜଧାନୀରୁ କ୍ୟାବ୍ ଡ୍ରାଇଭରଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାସ । ଅନଲାଇନ୍ ଆପରେ କାର୍ ବୁକିଂ କରି ଡ୍ରାଇଭରଙ୍କୁ ଅପହରଣ କରିନେଇଥିଲେ ଦୁର୍ବୃତ୍ତ ।
ସ୍ନେକ୍ ହେଲ୍ପ ଲାଇନର ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ସାପଟି ବଗିଚା ଭିତରେ ବୁଲୁଥିଲା।
ଗଡ଼ି ସାଂପଲା କିଲୋଇରୁ ଭୂପିନ୍ଦର ସିଂ ହୁଡ୍ଡା ପ୍ରାର୍ଥୀ ହେବେ । ପ୍ରଦେଶ କଂଗ୍ରେସ ସଭାପତି ଉଦୟ ଭାନ ହେବେ ହୋଡାଲରୁ ପ୍ରାର୍ଥୀ ।
ରାଜ୍ୟସରକାରଙ୍କ ସହାୟ ଯୋଜନା ମାଧ୍ୟମରେ ଛାତ୍ରବୃତ୍ତି, ଦକ୍ଷତା ପ୍ରଶିକ୍ଷଣ ଆଦି ପାଇଁ ସହାୟତା ରାଶି ପ୍ରଦାନ କରାଯାଉଛି ବୋଲି ଲିଖିତ ବିବୃତ୍ତି ଦେଇଛନ୍ତି ମନ୍ତ୍ରୀ।
ସନ୍ଧ୍ୟା ଧୂପ ସରିବା ପରେ ଶୀତଳ ଭୋଗ ଓ ବନ୍ଦାପନା ନୀତି ହେବ । ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ଯାତ୍ରା ପଡିଆ ନୀତି ମଧ୍ୟ ପାଳନ ହେବ ।
ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, କଟକରେ ବର୍ଷା ଆଲର୍ଟ । କୋରାପୁଟ, ମୟୂରଭଞ୍ଜ ଏବଂ କଳାହାଣ୍ଡିରେ ଘଡଘଡି ସହ ବର୍ଷାର ପୂର୍ବାନୁମାନ ।
ବିଜେଡି ସରକାର ଗଲା ପରେ ଖୋଲୁଛି ଫାଇଭ୍ ଟି ସ୍କୁଲ ରୁପାନ୍ତୀକରଣ ପୋଲ୍। କେଉଁଠି ୫୦ ଲକ୍ଷ ଟଙ୍କାରେ ରଙ୍ଗ ମାରି ଚକ ଚକିଆ କରି ଦେଇଛନ୍ତି ହେଲେ ସ୍କୁଲରୁ ପାଣି ଗଳୁଛି ତ, କେଉଁଠି ପୁରା ଟଙ୍କା ନେଇ ଫେରାର ଠିକାଦାର।
ଛିଡୁଛି ଭରସା, ତୁଟୁଛି ଆଶା। ଅତିଷ୍ଠ ହୋଇ ଦଳ ଛାଡୁଛନ୍ତି ବିଜେଡି ରାଜ୍ୟସଭା ସାଂସଦ। ସାଂସଦ ମମତା ମହାନ୍ତ ଦଳ ଛାଡି ବିଜେପିରୁ ରାଜ୍ୟସଭା ଯିବାପରେ ଏବେ ବିଜେଡିକୁ ଲାଗିଛି ସୁଜିତ ଝଟକା।
ତେବେ ଏନେଇ ପାଣ୍ଡିଆନଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିନଥିବା ବେଳେ ବିଜେଡି କହିଛି, ଭିକେ. ପାଣ୍ଡିଆନ ଜଣେ ଦକ୍ଷ ପ୍ରଶାସକ ଏବଂ ତାଙ୍କ ତତ୍ତ୍ୱାବଧାନରେ ରାଜ୍ୟରେ ବହୁତ ଉନ୍ନତିମୂଳକ କାମ ହୋଇଛି।
ଡେରାବିଶର ୨ ଜନସେବା କେନ୍ଦ୍ର ବିରୋଧରେ କାର୍ଯ୍ୟାନୁଷ୍ଠାନ । ଟଙ୍କା ମାଗୁଥିବାରୁ ଡେରାବିଶର ୨ ଜନସେବା କେନ୍ଦ୍ରର ଆଇଡି ବ୍ଲକ ।
ସଚେତନତା ଭ୍ୟାନରେ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ । ଭିଡିିଓ କନଫରେନ୍ସ ଜରିଆରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।
ରେଭେନ୍ସା ନାଁ ପରିବର୍ତ୍ତନ କରା ନଯିବା ଦାବିରେ ବିଶ୍ୱବିଦ୍ୟାଳୟ ପରିସରରେ ମଶାଲ ଶୋଭାଯାତ୍ରା ଏବଂ କ୍ୟାମ୍ପସରେ ଅଣଛାତ୍ର ପ୍ରବେଶର ଅଭିଯୋଗକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ।