୨ ମାସ ମଧ୍ୟରେ ଏହି ଜରିମାନା ଅର୍ଥ ଦାଖଲ ପାଇଁ ଏଭସକୁ ନିର୍ଦ୍ଦେଶ ଦେଇଛି ଓରେରା।
ଆସନ୍ତାକାଲି ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।
ରାଜଧାନୀରେ ଖୋଲିଥିବା ଦେଶର ପ୍ରଥମ ଚାଉଳ ଏଟିଏମ୍ ଯଦି ସଫଳ ହୁଏ ତେବେ ଆଗାମୀ ଦିନରେ ଏହା ସବୁ ଜିଲ୍ଲା ଆଉ ବ୍ଲକରେ ଖୋଲିବ ।
ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ସାମାନ୍ୟ ଗାଡ଼ି ପାର୍କିଂକୁ ନେଇ ଭୁବନେଶ୍ୱରରେ ଘଟିଛି ଡବଲ ମର୍ଡର ।
'ମମତାଙ୍କ ସାଂସଦ ପାଣ୍ଠିକୁ ନିଜ ଜିଲ୍ଲାରେ ଖର୍ଚ୍ଚ କରିବାକୁ ଯୋଜନା କରିଥିଲେ ବବି । ହେଲେ ମମତା କ୍ୟାନସଲ କରିବା ପରେ ବଢ଼ିଥିଲା ବିବାଦ ।'
ଭୁବନେଶ୍ବରକୁ ସବୁଜ ସୁନ୍ଦର ରଖିବାକୁ ନୂଆ ପ୍ରୟାସ । ଜାପାନର ମିୟାୱାକି ପଦ୍ଧତିରେ ସୃଷ୍ଟି ହେବ ଘଂଚ ଜଙ୍ଗଲ।
ଟଙ୍କା ନଦେଇ ୬ ବାର୍ ଗାର୍ଲଙ୍କୁ ଅଟକ ରଖିଥିବା ଅଭିଯୋଗରେ ଗିରଫ । ବାର୍ ଗାର୍ଲଙ୍କୁ ଉଦ୍ଧାର ସହ ମାଲିକଙ୍କୁ ଗିରଫ କଲା ଧଉଳି ପୋଲିସ ।
ଅଣଦାବିଦାର ମୃତକଙ୍କ ସହ ସୋମାଲିଙ୍କ DNA ମ୍ୟାଚ୍ କରି ୪୮ ଘଣ୍ଟା ଭିତରେ ରିପୋର୍ଟ ଦେବାକୁ କେରଳ ସରକାର କହିଛନ୍ତି।
ECIଙ୍କ ନିକଟରେ ସତ୍ୟପାଠ ଦାଖଲ କରି ଦର୍ଶାଇଛି ଦଳ । କୌଣସି ପ୍ରାର୍ଥୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ ଦେଇନି କଂଗ୍ରେସ ।
ବୁଥରେ ‘ମନ୍ କି ବାତ୍’ ଶୁଣିବା କାର୍ଯ୍ୟକ୍ରମକୁ ସଫଳ ପାଇଁ ବି ଆଲୋଚନା ହୋଇଛି। ଆଜିର ପଦାଧିକାରୀ ବୈଠକରେ ୨ ନିର୍ବାଚନ ପ୍ରଭାରୀ ଯୋଗଥିଲେ।
ମମତାଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶ ଦାସ କିମ୍ବା ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ନବଘନ ପାଟ୍ଟଶାଣି ଓରଫ ବାଙ୍କା ହତ୍ୟାକାଣ୍ଡ ଉପରୁ ହଟିଲା ପର୍ଦ୍ଦା । ଟଙ୍କା ନେଣଦେଣକୁ ନେଇ ନବଘନଙ୍କୁ ହତ୍ୟା କରାଯାଇଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା।
ବିଭାଗ ସହିତ ଏକ ବୈଠକ ବସିଥିଲା। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଛି। ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ଅଧିକ ଅର୍ଥ ବ୍ୟୟବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଭୋଟ୍ ବ୍ୟାଙ୍କ ବଢାଇବାକୁ ବିଜେପିର ନୂଆ ତରିକା, ଫୋକସରେ ଗ୍ରାମାଞ୍ଚଳ । ବିଜେପି ଆଡକୁ ଢଳୁଛନ୍ତି ସରପଞ୍ଚ ଓ ସମିତିସଭ୍ୟ ।
୩ ବରିଷ୍ଠ IPS ଅରୁଣ ରାୟ, ନରୱାଣେ ଓ ଖୁରାନିଆଙ୍କୁ ମଗାଗଲା ବାୟୋଡାଟା । ରାଜ୍ୟ ପୋଲିସ୍ ମୁଖ୍ୟାଳୟ ବାୟୋଡାଟା ମାଗିବା ପରେ ବଢ଼ିଲା ଚର୍ଚ୍ଚା ।
ଓଡ଼ିଶାରେ ହେବ ସୁନ୍ଦରୀ ପ୍ରତିଯୋଗିତା । ମିସ୍, ମିଷ୍ଟର ଓ ମିଷ୍ଟ୍ରେସ୍ ଇଣ୍ଡିଆ ପ୍ରତିଯୋଗିତାରେ ଭାଗନେବେ ଯୁବ ପ୍ରତିଭା ।
ଆଜି ତୃତୀୟ ଶ୍ରାବଣ ସୋମବାର, ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶିବ...ଶିବ...ଶିବ ଧ୍ବନିରେ ପ୍ରକମ୍ପିତ ଚତୁର୍ଦ୍ଦିଗ।
ତାଗିଦ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ଡିଏମଇଟି । ୧୪୭ଟି ଜିଏନଏମ ଏବଂ ନର୍ସିଂ କଲେଜର ଏନଓସି ରବ୍ଦ ।
ସ୍ତ୍ରୀକୁ ବୀଭତ୍ସ ଭାବେ ହତ୍ୟା କରିଥିଲା ସଂଜୀତ । ଏହି ମାମଲାର ବିଚାର କରିକୋର୍ଟ ସଂଜୀତକୁ ଫାଶି ଦଣ୍ଡାଦେଶ ଶୁଣାଇଛନ୍ତି ।
ନବୀନ ସରକାରରେ ୨୦୧୮ ଅଗଷ୍ଟ ୧୫ରେ ଆରମ୍ଭ ହୋଇଥିବା BSKY ବଦଳରେ କିଭଳି ଲାଗୁହେବ ଦୁଇ ଦୁଇଟି ଯୋଜନା ? କେଉଁ ହିତାଧିକାରୀ କେଉଁ ଯୋଜନାରେ ଅନ୍ତର୍ଭୁକ୍ତ ହେବେ? ଉଭୟ ଯୋଜନାର ହିତାଧିକାରୀଙ୍କୁ ମିଳିବ ତ’ ସମାନ ଫାଇଦା ? ଏବେ ଲୋକଙ୍କ ମନରେ ଏହି ପ୍ରଶ୍ନ।
ଯଦି ଏବେ ସେମିତି କେହି ଦୁର୍ନୀତି କରନ୍ତି ସେମାନଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ। ଯାହାକୁ ନେଇ ରାଜନୈତିକ ବୟାନ ବାଜି ଜୋର୍ ଧରିଛି।
ଆପାର୍ଟମେଣ୍ଟକୁ ଭାଙ୍ଗିଲେ ସେହି ଅନୁଯାୟୀ କ୍ଷତିପୂରଣ ଦେବାକୁ ପଡ଼ିବ। ବିଏମ୍ସି ପାଖରେ କ୍ଷତିପୂରଣ ଦେବାକୁ ପଇସା ନାହିଁ।
ବରପୁତ୍ର ମାନଙ୍କୁ ଆମେ ସମ୍ମାନ ଦେଉ। କେବଳ ଜଣଙ୍କ ନାଁରେ ବହୁ ଯୋଜନା କରିଦେଲେ ଓଡ଼ିଆ ଅସ୍ମିତା ପଛରେ ପଡ଼ିଯିବ।
୨୪ ବର୍ଷ ବିଜେଡି ସରକାରର ଗୁମର ଫିଟାଇ ନିଶାନା । ଡିସେମ୍ବର ୨୦୨୫ ସୁଦ୍ଧା ସବୁ ଘରକୁ ପାଣି-ପଞ୍ଚାୟତିରାଜ ମନ୍ତ୍ରୀ ।
ଶନିବାର ରାତିରେ କ’ଣ ଥିଲା ଅସଲ ଘଟଣା, ବଢ଼ିଲା ଚର୍ଚ୍ଚା । RTI କର୍ମୀଙ୍କ ପିଟିସନ ପରେ ଶନିବାର ଘଟଣାକୁ ନେଇ ବଢ଼ିଲା ଚର୍ଚ୍ଚା ।