• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Bike Theft Gang
ଧରାପଡ଼ିଲା କୁଖ୍ୟାତ ବାଇକ୍ ଲୁଟେରା ଗ୍ୟାଙ୍ଗ, ଜବତ ହେଲା ୩୧ ଚୋରି ବାଇକ୍

ସମ୍ବେଦଶୀଳ ସ୍ଥାନ ହସ୍ପିଟାଲ, ମାର୍କେଟ, ସ୍କୁଲ, କୋର୍ଟ, ସବରେଜିଷ୍ଟର ଅଫିସ ସାମ୍ନାରୁ ଗାଡି ଲୁଟୁଥିବା ଏହି ଗ୍ୟାଙ୍ଗ ଏବେ ପୋଲିସ କବ୍ଜାରେ ।

Mohan Majhi - Mamata Banerje
ଓଡ଼ିଶା ବିରୋଧରେ ଗର୍ଜୁଥିଲେ ମମତା, କଡ଼ା ଜବାବ ଦେଲେ ମୋହନ

ନବୀନ ସରକାରଙ୍କ ସମୟରେ ଉଭୟ ରାଜ୍ୟ ଭିତରେ ଥିଲା ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ। ନବୀନ ମମତାଙ୍କୁ ଭଉଣୀ ତୁଲ୍ୟ ସମ୍ମାନ ଦେଉଥିଲେ। ହେଲେ ସରକାର ବଦଳିବା ପରେ ସବୁକିଛି ଓଲଟ ପାଲଟ ହୋଇଯାଇଛି। ମମତାଙ୍କ ବିଜେପି ବିରୋଧି ମନୋଭାବ ପାଇଁ ଓଡ଼ିଶା ସହ ଶତ୍ରୁ ଭଳି ଅଚରଣ କରୁଛନ୍ତି।  

Gold Sezied
ବିମାନବନ୍ଦରରୁ ସୁନା ଗହଣା ଜବତ ଘଟଣା, ଟିକସ ଫାଙ୍କିବାକୁ ହୋଇଥିଲା ବଡ଼ ଷଡ଼ଯନ୍ତ୍ର

ଜବତ ମୋଟ ୪୦ କେଜି ସୁନା ମଧ୍ୟରୁ ୩୬ କେଜି ସୁନାର କାଗଜପତ୍ର ଠିକଠାକ ରହିଛି । ସେହିପରି ୧ କୁଇଣ୍ଟାଲ ୨୦ କେଜି ରୂପାର କାଗଜପତ୍ର ମଧ୍ୟ ସଠିକ୍ ଥିବା ସୂଚନା ମିଳିଛି ।

Heavy Rain
ଆହୁରି ତିନି ଦିନ ପ୍ରବଳ ବର୍ଷିବ, ନିର୍ଧୁମ ଛେଚିବ..!

ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

Sulata Deo
ରତ୍ନଭଣ୍ଡାର ସୁନା-ରୂପା ଗୁଜରାଟ ଚାଲାଣ ପ୍ରସଙ୍ଗ; ସୁଲତାଙ୍କୁ ଜଗୁନିଙ୍କ କଡ଼ା ସମାଲୋଚନା

ଭୁବନେଶ୍ବର ବିମାନବନ୍ଦରରୁ ବିପୁଳ ସୁନା ଓ ରୂପା ଜବତ ପ୍ରସଙ୍ଗ । ରତ୍ନଭଣ୍ଡାରରୁ ସୁନା-ରୂପା ଗୁଜରାଟ ଚାଲାଣ ହେଉଥିଲା କହିଥିଲେ ସୁଲତା ।

Tata Power
ଟାଟା ପାୱାର ବିରୋଧରେ ହଲ୍ଲାବୋଲ, ମିଟର ଫିଙ୍ଗିଲେ ୧୫ ପଞ୍ଚାୟତର ଉପଭୋକ୍ତା

ସ୍ମାର୍ଟମିଟର ନାଁରେ ଶୋଷଣ ବିରୋଧରେ ହଲ୍ଲାବୋଲ । ବିଜୁଳି ବିଲ୍ ରେ ଟାମ୍ପରିଂ କରି କମ୍ପାନୀ ଲୁଟୁଥିବା ଅଭିଯୋଗ ।

Khandagiri Murder case
ପ୍ରେମ ପାଇଁ ରକ୍ତରଞ୍ଜିତ ରାଜଧାନୀର ରାସ୍ତା

ପ୍ରେମ ପାଇଁ ପ୍ରେମିକାର ଦାଦାକୁ ମାରିଦେଲା ପାଗଳ ପ୍ରେମିକ । ଖଣ୍ଡଗିରି ଥାନା ଅଞ୍ଚଳରେ ସିନେମା ଷ୍ଟାଇଲର ଥ୍ରିଲର ମର୍ଡର କ୍ରାଇମ ।

Odisha Politics
ସରକାରୀ ସ୍କିମ୍ କମ୍, ନିଜ ପ୍ରଚାର ବେଶି; ପାଣ୍ଡିଆନଙ୍କ ବିଜ୍ଞାପନ ବାବଦରେ ଖର୍ଚ୍ଚ ୧୫ କୋଟି..!

ସରକାରୀ ତହବିଲରୁ ହୋଇଛି ପାଣି ଭଳି ଆଡଭାଟାଇଜ୍ ଖର୍ଚ୍ଚ । ତେଜିଲା ପଲିଟିକାଲ ବୟାନବାଜି ।

Student Suicide
ଚାଷୀ ଆତ୍ମହତ୍ୟାକୁ ବଳିଗଲା ଷ୍ଟୁଡେଣ୍ଟ ସୁଇସାଇଡ୍ !

NCRBର ରିପୋର୍ଟରେ ଚିନ୍ତାଜନକ ତଥ୍ୟ । ବାର୍ଷିକ ବିଦ୍ୟାର୍ଥୀଙ୍କ ଆତ୍ମହତ୍ୟା ମାମଲା ବଢ଼ିଛି ୪ ପ୍ରତିଶତ ।

Man Sexually Assaults Woman
ବିବାହ ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ, ସୋସିଆଲ ମିଡିଆରୁ ହୋଇଥିଲା ପ୍ରେମ 

ରାଜଧାନୀ ଭୁବନେଶ୍ୱରରେ ପୁଣି ଲଭ୍, ସେକ୍ସ ଓ ଧୋକା ଅଭିଯୋଗ । ବିବାହର ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ ।

School Closed
ରେଡ୍‌ ୱାର୍ଣ୍ଣିଂ ! କୋରାପୁଟରେ ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ..

ଲଘୁଚାପ ପ୍ରଭାବରେ ଆଗରୁ ରାଜ୍ୟରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ଏପଟେ ଭୁବନେଶ୍ବରରେ ଆଜି ବର୍ଷା ଲାଗି ରହିଥିବା ବେଳେ ସକାଳୁ କୋହଲା ପାଗ ଲାଗି ରହିଛି।

Sorcery practice in Bhubaneswar
ଭୁବନେଶ୍ୱରରେ ଚାଞ୍ଚଲ୍ୟ, ବନ୍ଦ ଘରେ ହାଡ଼ ରଖି ଚାଲିଥିଲା ପୂଜାର୍ଚ୍ଚନା

ଭୁବନେଶ୍ୱରର ରବି ଟକିଜ ଟଙ୍କପାଣି ରୋଡ଼ ନିକଟରେ ବନ୍ଦ ଘରୁ ମିଳିଲା ହାଡ଼ । ହାଡ଼ ରଖି ଚାଲିଥିଲା ପୂଜାର୍ଚ୍ଚନା ।

VK Pandian
ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ୧୫ କୋଟି

ପାଞ୍ଚ ବର୍ଷରେ ପ୍ରଚାର ପାଇଁ ପୂର୍ବତନ ବିଜେଡି ସରକାର ଖର୍ଚ୍ଚ କରିଥିଲେ ୪ଶହ ୫୨ କୋଟି ୯୬ ଲକ୍ଷ ଟଙ୍କା।

Suresh Pujari
ପ୍ରଶ୍ନ ପଚାରି ଫଶିଗଲେ ଅରୁଣ ସାହୁ, ପୂର୍ବ ସରକାରଙ୍କୁ କଟାକ୍ଷ କରି ଉତ୍ତର ଦେଲେ ରାଜସ୍ବ ମନ୍ତ୍ରୀ

ରାଜସ୍ବ ମନ୍ତ୍ରୀ କହିଥିଲେ- ମୁଁ ଏତେ ଖାଲି ପଦବୀର କାରଣ ଖୋଜୁଛି । ହେଲେ ଏହା ମୋତେ ପୂର୍ବ ସରକାରରୁ ଉତ୍ତରାଧିକାରୀ ସୂତ୍ରରେ ମିଳିଛି ବୋଲି କହି କଟାକ୍ଷ କରିଥିଲେ ସୁରେଶ ପୂଜାରୀ ।

Liquor dens bulldozed in Salia sahi
ସାଲିଆ ସାହିରେ ବୁଲିଲା ବୁଲଡୋଜର; ମାଟିରେ ମିଶିଲା ଚୋରା ମଦ ବ୍ୟବସାୟୀଙ୍କ ଘର

ଭୁବନେଶ୍ବରର ସାଲିଆ ସାହିରେ ବୁଲିଲା ବୁଲଡୋଜର। ଚୋରା ମଦ ବ୍ୟବସାୟୀଙ୍କ ବିରୋଧରେ ଅବକାରୀ ବିଭାଗ ବଡ଼ ଡ୍ରାଇଭ୍ ଆରମ୍ଭ କରିଛି।

murder
ରାଜଧାନୀରେ ଗଡ଼ିଲା ମୁଣ୍ଡ ,ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ହତ୍ୟା

ଭୁବନେଶ୍ବର ଖଣ୍ଡଗିରିରେ ଯୁବକଙ୍କୁ ବିଭତ୍ସ ହତ୍ୟା । ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ହତ୍ୟା । ଜଗନ୍ନାଥନଗର ନିକଟରେ ଖଣ୍ଡାରେ ହାଣି ହତ୍ୟା ।

Omkar Ray
କମିଲା ଓମ୍‌କାର ରାୟଙ୍କ ଦରମା, ଯାହା ଅଧିକ ନେଇଛନ୍ତି ସବୁ ଫେରାଇବେ..!

ଷ୍ଟାର୍ଟ ଅପ୍ ଓଡ଼ିଶାକୁ ଆସି ନେଇଥିବା ଅଧିକ ଅର୍ଥକୁ ଫେରସ୍ତ ନିର୍ଦ୍ଦେଶ । ବର୍ତ୍ତମାନ କେତେ ସରକାରୀ ଦରମା ପାଇବେ ପୁନଃନିର୍ଦ୍ଧାରିତ ହେଲା ।

Fraud
ମାପ-ଓଜନରେ ସାଂଘାତିକ ଠକେଇ ! ପେଟ୍ରୋଲ ଟାଙ୍କିରେ ବି ଠକେଇ...

କମ୍ ମାପର ତେଲ ଦେଇ ଠକିଛନ୍ତି ୩୭୦ ପେଟ୍ରୋଲ ପମ୍ପ । ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ପରେ ଚିନ୍ତାରେ ଗ୍ରାହକ ।

Ration Card
ଜଲଦି କରନ୍ତୁ E-KYC ଅପଡେଟ୍, ନକଲେ ରାସନ କାର୍ଡରୁ କଟିଯିବ ନାଁ

ଟିପ ଚିହ୍ନ ଦେଇ E-KYC ଅପଡେଟ୍ ନକଲେ ରାସନ କାର୍ଡରୁ କଟିବ ନାଁ । ରାଜ୍ୟରେ ରହିଥିବା ପ୍ରାୟ ୨୫ ଲକ୍ଷ ଭୂତ ହିତାଧିକାରୀ ଚିହ୍ନଟ ପାଇଁ ସରକାରଙ୍କ ପକ୍ଷରୁ ଚାଲିଛି ଇ-କେୱାଇସି ଅପଡେଟ୍ ପ୍ରକ୍ରିୟା ।

5T School
ଭୁଶୁଡ଼ିଗଲାଣି ରଙ୍ଗମରା କାନ୍ଥ, ପାଣି ଭଳି ଖର୍ଚ୍ଚ ପରେ ବି କାମକୁ ନୁହଁ 5T ସ୍କୁଲ୍ !

ରୂପାନ୍ତୀକରଣ ନାଁରେ ରାଜ୍ୟବ୍ୟାପି ଜଳଜଳ ଦୁର୍ନୀତିର ଚିତ୍ର । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଲେ, ତଦନ୍ତ କରାଯିବ ।

Vigilance raids
CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍; ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ...

CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ଥିବା ୨ଟି ଘର ଓ ଜଗତସିଂହପୁର ପୈତୃକ ଘରେ ରେଡ୍ ଚାଲିଛି।

Storm
ନାଁ ଯେମିତି, ତୁଫାନୀ ଅନ୍ଦାଜରେ କାମ ବି ସେମିତି ! ୱାୟନାଡ୍ ଅପରେସନ୍ ସାରି ଫେରିଲା ଷ୍ଟର୍ମ

ଭୂସ୍ଖଳନ ସ୍ଥଳରେ କାର୍ଯ୍ୟଦକ୍ଷତା ପାଇଁ ସାଉଁଟିଛି ଢେର ସାବାସୀ । ଏକାକୀ ମାଟି-ପଥର ତଳୁ ଠାବ କରିଛି ୧୦ରୁ ୧୨ ମୃତଦେହ ।

Subhadra Scheme
ପରିବାରର ସବୁ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା, ଦ୍ୱନ୍ଦ୍ୱ ଦୂରକଲେ ଉପମୁଖ୍ୟମନ୍ତ୍ରୀ

ପରିବାରରେ ୩ ଜଣ ବା ୪ ଜଣ ମହିଳା ଥାଆନ୍ତୁ, ସମସ୍ତେ ପାଇବେ । ବିଧବା ମହିଳା ବା ଛାତ୍ରବୃତ୍ତି ପାଉଥିବା ଝିଅ ବି ପାଇବେ ଟଙ୍କା ।

Illega Apartment
ବେଆଇନ୍ କୋଠାବାଡ଼ି, ୧୯୧ ଆପାର୍ଟମେଣ୍ଟରେ ଚାଲିବ ବୁଲ୍‌ଡୋଜର

୧୯୧ ମାମଲାରେ ନିର୍ମାଣ ଭାଙ୍ଗିବାକୁ ସରକାରଙ୍କ ନିର୍ଦ୍ଦେଶ । ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା ପରେ ଚିନ୍ତାରେ ଗ୍ରାହକ, ସ୍କାନରରେ ବିଲ୍ଡର ।

Odisha BJP
BJP ଗଣ୍ଡଗୋଳକୁ ୪୮ ଘଣ୍ଟା ପରେ ବି ଏଯାଏଁ କାର୍ଯ୍ୟାନୁଷ୍ଠାନ ଶୂନ୍ ?

ଖୋଦ୍ ପ୍ରଭାରୀ ଓ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଉପସ୍ଥିତ ଥିବା ବେଳେ ଏଭଳି ଘଟଣାରେ କାର୍ଯ୍ୟାନୁଷ୍ଠାନ କଡ଼ା ହୋଇପାରେ ବୋଲି ଚର୍ଚ୍ଚା।