ବିଜେଡି ବିଧାୟକଙ୍କୁ ନବୀନଙ୍କ ଟ୍ୟୁସନକୁ ନେଇ ବର୍ଷିଲା ଶାସକ ଦଳ ।
କଟକରୁ ବାଲେଶ୍ୱର, ବ୍ରହ୍ମପୁରରୁ ରାଉରକେଲା । ଜନ୍ମାଷ୍ଟମୀ ପାଇଁ ସବୁ ମନ୍ଦିରରେ ଭକ୍ତିମୟ ପରିବେଶ। ଏସବୁ ଭିତରେ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ରାଧା କୃଷ୍ଣବେଶୀ ପିଲାଙ୍କ ଅଭିନୟ।
ଦେଢ଼ ବର୍ଷ ତଳର କଥାକୁ ମନେ ରଖିଛି ଗାଈଟିଏ । ଅଟୋଟି ଯୁଆଡେ ଯାଉଛି ଗାଈଟିଏ ଗୋଡ଼ାଇ ଚାଲିଛି । ଅଟୋ ଭିତରେ ଚାଳକଙ୍କ ବ୍ୟତୀତ ଆଉ କେହିବି ନାହାନ୍ତି ।
ଆଇଏଲ୍ଏସ୍ ବୈଜ୍ଞାନିକ ଡାକ୍ତର ସନ୍ଦୀପ ମିଶ୍ରଙ୍କ ସନ୍ଦେହଜନନ ମୃତ୍ୟୁ। ଭୁବନେଶ୍ୱର ସତ୍ୟନଗର ସ୍ଥିତ ଘରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି।
୩ ଦିନ ତଳେ ଗୋଠ ଛଡ଼ା ହୋଇ ବଲାଙ୍ଗୀରର ଦେଓଗାଁ ଜଙ୍ଗଲରେ ବୁଲୁଥିଲା । ସ୍ଥାନୀୟ ବନ ବିଭାଗ କର୍ମଚାରୀ ତାକୁ ଦେଖିଲେ ଆଉ ଧରି ଆଣିଲେ ।
ଅସୁସ୍ଥ ହାତୀ ଛୁଆକୁ ବଞ୍ଚାଇବାକୁ ଚାଲିଛି ସବୁ ପ୍ରୟାସ । ଗୋଠ ଛଡ଼ା ହୋଇଥିବା କୁନି ହାତୀର ତଣ୍ଟିରେ କିଛି ଲାଗିଯାଇଥିବା ଅନୁମାନ କରୁଛନ୍ତି ଡାକ୍ତରୀ ଟିମ୍ ।
ଆଜି ଶୂନ୍ୟକାଳ ଆରମ୍ଭରେ କଂଗ୍ରେସ ସଦସ୍ୟ ସଂରକ୍ଷଣକୁ ନେଇ ପ୍ରବଳ ହଟ୍ଟଗୋଳ କରିଥିଲେ । ଗୃହ ଭିତରେ ଲିଫ୍ଲେଟ୍ ଫିଙ୍ଗି ପ୍ରତିବାଦ କରିଥିଲା କଂଗ୍ରେସ ।
ସବୁଠାରୁ ବଡ଼ କଥା ହେଉଛି ଏହି ଦେଶୀ ମଦ କାରଖାନାରେ ରେଡ୍ ବେଳେ ଘର ଭିତରୁ ମିଳିଥିଲା ସିକ୍ରେଟ ଚାମ୍ବର । ଘର କାନ୍ଥ ଖୋଳି ଅଣ୍ଡରଗ୍ରାଉଣ୍ଡ କରାଯାଇଥିଲା । ଆଉ ତା’ ଭିତରେ ଚାଲିଥିଲା ଦେଶୀ ମଦ କାରବାର ।
ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।
ସ୍କୁଲ, କଲେଜ, ମନ୍ଦିର ପାଖରେ ରହିବନି ମଦ ଦୋକାନ । ରାଜ୍ୟରେ ସଂପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍ ।
ବିଜେଡିର ୨ ବିଧାୟକ ବାଚସ୍ପତିଙ୍କ ପୋଡ଼ିୟମ ଉପରେ ଚଢ଼ିଯାଇଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଯାଇଥିଲେ।
NHAI ଓଡ଼ିଶା ଆଞ୍ଚଳିକ ଅଧିକାରୀ ବୀରେନ୍ଦ୍ର ସିଂହଙ୍କ ସୂଚନା । ଡିସେମ୍ବର ସୁଦ୍ଧା ସରିବ କଟକ-ସମ୍ବଲପୁର NH-55 କାମ ।
ଯାଜପୁର ପାଇଁ ଭଣ୍ଡାର ଖୋଲି ଦେଇଥିଲେ କି ନବୀନ ?
ଗୃହରେ ପରିବହନ ମନ୍ତ୍ରୀଙ୍କ ତଥ୍ୟ ଖୋଲିଲା ଯୋଜନାର ପୋଲ୍ । ନିର୍ବାଚନ ପୂର୍ବରୁ ବିଜେଡି ସରକାରଙ୍କ ବାହାସ୍ଫୋଟିଆ ଯୋଜନା ।
ରେଡ୍ ବେଳେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ବିପୁଳ ସଂପତ୍ତି ଦେଖି ତାଜୁବ ଭିଜିଲାନ୍ସ ।
ବାଂଲାଦେଶରେ ରିମୋଟ୍, ଭୁବନେଶ୍ୱର ଓ ରାଞ୍ଚିରେ କଣ୍ଟ୍ରୋଲ । ସ୍ମାର୍ଟ ସୁଇଚ ଧରି ସିମ୍ ବକ୍ସ ଚଳାଉଥିଲା ଅସାଦ୍ଦୁର । NIA ସହ CBI ଓ ଇଣ୍ଟରପୋଲ କରିବ ତଦନ୍ତ ।
ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି ।
ବସ୍ ଚଳାଚଳ ବାବଦରେ ରାଜ୍ୟ ସରକାର ୩୯୯ କୋଟି ୧୨ ଲକ୍ଷ ୪୪ ହଜାର ୬୪୦ ଟଙ୍କା ଖର୍ଚ୍ଚ କରିଥିବା ବେଳେ ଆୟ ହୋଇଛି ମାତ୍ର ୨୫ କୋଟି ୩ ଲକ୍ଷ ୮୬ ହଜାର ୫୮୫ ଟଙ୍କା ।
୩ ଲକ୍ଷରୁ ଅଧିକ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସଂଯୁକ୍ତ ଘର ଏବଂ ପରିସରକୁ ସର୍ବଭାରତୀୟ ସ୍ତରର ଘରୋଇ ମନୋରଞ୍ଜନ, ଅସୀମିତ ୱାଇଫାଇ ଏବଂ ନିରବଛିନ୍ନ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ସେବା ।
ଭଞ୍ଜନଗର ବଡ଼ଗଡ଼ ଥାନା ଗୋକୁଳପୁର, କେନ୍ଦ୍ରାପଡା ସଦର ଥାନା ଆୟବା ଗାଁରେ ବି ଜୀବନ ନେଇଛି ବଜ୍ରପାତ। ତେବେ ସମ୍ବଲପୁର ଶାସନ ଥାନା ଡବଲା ଗାଁରେ ଏବଂ ଭଦ୍ରକ ବାସୁଦେବପୁର ଚୂଡ଼ାମଣି ଗାଁରେ ବଜ୍ରାଘାତରେ ୨ ଗୁରୁତର ହୋଇପଡ଼ିଛନ୍ତି।
କୋଲକାତା ଯାଇ ଗ୍ରାଉଣ୍ଡରୁ ଆକ୍ରୋଶ ପରଖିଲା ଓଟିଭି । ଲାଗିଲା ଅଭିଯୁକ୍ତ ସଂଜୟ ସୈତାନୀକାଣ୍ଡର ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ।
ବିଧାୟକ ଅଶୋକଙ୍କ ବୟାନକୁ ନେଇ ତେଜିଲା ରାଜନୀତି । ଆଗକୁ ବିଜେଡିର ବହୁ ନେତା ବିଜେପିରେ ମିଶିବେ କହିଲେ ଅଶୋକ।
ଅବକାରୀ ବିଭାଗର ଅତିରିକ୍ତ କମିଶନରଙ୍କ କହିବା କଥା, ବେଆଇନ ମଦ କାରବାର ଅଭିଯୋଗରେ ସୁରେନ୍ଦ୍ର ପୂର୍ବରୁ ବି ଜେଲ୍ ଯାଇଛି। ଜେଲରୁ ମୁକୁଳି ପୁଣି ଚଳାଇଥିଲା ମଦ ବେପାର।
ଚନ୍ଦକାରେ ଆଉ ଶୁଣିବାକୁ ମିଳିବନି ବୟସ୍କ ଗଜ ରାମୁର ଗର୍ଜନ କି ଦେଖିବାକୁ ମିଳବନି ତା’ ହରକତ । ଜୀବନର ୪୦ ବର୍ଷ ଚନ୍ଦକା ଜଙ୍ଗଲରେ ରାଜା ଭଳି ଜିଇଁବା ପରେ ଆଖି ବୁଜିଛି ହାତୀ ରାମୁ ।