ଭୁବନେଶ୍ବର AIIMSରେ ୪୨ ବର୍ଷରେ କ୍ୟାନସରରେ ମୃତ୍ୟୁ । ୨୦୦୬ରେ ଜର୍ମାନ୍ ସହପାଠିନୀଙ୍କୁ ଦୁଷ୍କର୍ମ ମାମଲାରେ ହୋଇଥିଲା ଜେଲ୍ ।
ଶତାଧିକ ଜୀବନହାନୀ ସହ ରୁଜୁ ହେଲାଣି ୨୦୫ ହିଂସାତ୍ମକ ମାମଲା । ବିଶ୍ୱବ୍ୟାପୀ ଚିନ୍ତା, ଭାରତରେ ବି ତେଜିଲା ପ୍ରତିବାଦର ସ୍ୱର ।
ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ । ଆସନ୍ତା ୧୫ ତାରିଖରେ କଳାହାଣ୍ଡିରେ କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମିପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ହତ୍ୟାରେ ବ୍ୟବହୃତ ଛୁରୀକୁ ପାଞ୍ଚଗାଁ ଗାଙ୍ଗୁଆ କୂଳରେ ଫିଙ୍ଗିଥିଲେ ଅଭିଯୁକ୍ତ । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିଛନ୍ତି ।
ପାଣ୍ଡିଆନଙ୍କ ଉପରେ ତଦନ୍ତକୁ ନେଇ ପୁଣି ଦୋହରାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଭିକେ ପାଣ୍ଡିଆନ ହେଲିକପ୍ଟର ପିଛା କେତେ ଖର୍ଚ୍ଚ ହୋଇଛି ସେନେଇ ସମ୍ପୂର୍ଣ୍ଣ ତଦନ୍ତ ହେବ ।
ତତ୍କାଳୀନ 5T ସଚିବ ଭି.କେ. ପାଣ୍ଡିଆନଙ୍କ ହେଲିକପଟରରେ ଉଡିବା ପାଇଁ ନା କେବଳ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି, ବରଂ ହେଲପ୍ୟାଡ୍, ବ୍ୟାରିକେଡ୍ ଓ ସଭାସ୍ଥଳ ନିର୍ମାଣରେ ବି ରାଜକୋଷରୁ ଖର୍ଚ୍ଚ ହୋଇଛି ପାଣି ଭଳି ଟଙ୍କା।
ଅନାସ୍ଥା ପଲିଟିକ୍ସ ନେଇ ସରଗରମ ରାଜ୍ୟ ରାଜନୀତି। ସିଟ୍ ହରାଇବା ଭୟ ଘାରିଲାଣି ବିଜେଡିକୁ। ନିଜ ଗଡ଼ ବଞ୍ଚାଇବା ପାଇଁ ପୌର ପ୍ରତିନିଧିଙ୍କୁ ନେଇ ବୈଠକ କରିଛି ଦଳ।
ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ NHAI ଆଞ୍ଚଳିକ ଅଫିସ୍ କୁ ଚିଠି । ଏ ସଂପର୍କରେ ଡିପିଆର୍ ପ୍ରସ୍ତୁତ କରି ମୁଖ୍ୟ ସଚିବଙ୍କୁ ଜଣାଇବାକୁ ନିର୍ଦ୍ଦେଶ ।
ଜଲପାଇଗୁଡ଼ିରେ ପ୍ରାୟ ୫ଶହ ବାଂଲାଦେଶୀଙ୍କୁ ବାଂଲାଦେଶକୁ ଫେରାଇ ଦେଇଛି ବିଏସ୍ଏଫ୍। ଝାପରଟୋଲା ଚେକପୋଷ୍ଟ ପାଖରେ ୩ଟି ପର୍ଯ୍ୟାୟରେ ସେମାନେ ଅବୈଧ ଭାବେ ଭାରତରେ ପଶିବାକୁ ଉଦ୍ୟମ କରିଥିଲେ।
ମହାନଦୀର ବ୍ୟାକ୍ ୱାଟର ଯୋଗୁଁ ଚାଷ ଜମି ଜଳମଗ୍ନ । ୧୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ SRCଙ୍କ ନିର୍ଦ୍ଦେଶ ।
ଆଜି ରାତି ସୁଦ୍ଧା ପିକ୍ ଜଳସ୍ତର ମୁଣ୍ଡଳୀରୁ ଅତିକ୍ରମ କରିବ । ଦୟା, ଭାର୍ଗବୀର ତଳ ଅଞ୍ଚଳକୁ ପାଣି ପଶିପାରେ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି ।
କୌଣସି ଟ୍ରେନିଂ ଇନଷ୍ଟିଚ୍ୟୁଟରେ ନିଯୁକ୍ତି ନଦେବାକୁ ପରାମର୍ଶ । ବିଶେଷ କରି ଅଧିକ ମହିଳା କାର୍ଯ୍ୟ କରୁଥିବା ସଂସ୍ଥାରେ ନିଯୁକ୍ତି ନଦେବାକୁ ସୁପାରିଶ ।
ଏହି ଦିନକୁ ଭାରତର ସ୍ୱାଧୀନତା ଆନ୍ଦୋଳନରେ କ୍ରାନ୍ତି ଦିବସ ଭାବେ ମଧ୍ୟ ପାଳନ କରାଯାଏ।
ଅଭିଜିତ ମଜୁମଦାରଙ୍କ ସଂଗୀତ ନିର୍ଦ୍ଦେଶିତ ଚମତ୍କାର ଗୀତ ସହିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କୁ ଏକ ନୂତନ ସ୍ୱାଦର ରସର ଚିନ୍ତା କରିବାକୁ ଶିଖାଇବ l ନିକଟରେ ଏହି ସିନେମାର ସୁଟିଂ ଶେଷ ହୋଇଛି। ପୋଷ୍ଟ ପ୍ରଡକସନ କାର୍ଯ୍ୟ ଚାଲିଛି ।
ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ।
ଗିରଫଦାରି ଏଡ଼ାଇବାକୁ ମୁହଁ ଲୁଚାଇ ବୁଲୁଛନ୍ତି ସମୀର । ତଥ୍ୟ ପ୍ରମାଣ ସହ ଗତ ଜୁନ୍ ୨୩ରେ ଓଟିଭି ପକ୍ଷରୁ ଏତଲା ।
କଟାକ୍ଷ କରି ବିଜେପି କହିଛି, ପୂର୍ବରୁ ଦଳୀୟ ନେତାଙ୍କୁ ପଚାରୁ ନଥିବା ନବୀନ ଏବେ ଗଡ ଭୁଶୁଡୁଥିବା ଦେଖି ଘନ ଘନ ବୈଠକ କରୁଛନ୍ତି।
କାର୍ଡ ନମ୍ବର ମାରି ଫିଙ୍ଗର ପ୍ରିଣ୍ଟ୍ ଦେଲେ ମେସିନରୁ ବାହାରିବ ଚାଉଳ । ସଫଳ ହେଲେ ପ୍ରତି ବ୍ଲକରେ ଖୋଲାଯିବ ଚାଉଳ ଏଟିଏମ୍ ।
ଟାମ୍ପରିଂ ହେଲା ୫୧ଟା ସିଟ୍ ପାଇଲେ କେମିତି। ଗତ ୨୪ ବର୍ଷରେ ବିଜେଡି କେତେ ଥର ଇଭିଏମ ଗଣ୍ଡଗୋଳ କରିଛି କହୁ ବୋଲି କହିଛି ବିଜେପି।
ବାଂଲାଦେଶରେ ରାଜନୈତିକ ଅସ୍ଥିରତା ପରେ, ଭାରତ ଭିତରକୁ ବଢ଼ିଛି ଅନୁପ୍ରବେଶ ଆଶଙ୍କା । ସ୍ଥଳପଥ ଅପେକ୍ଷା ଜଳପଥ ସହଜ ଅନୁପ୍ରବେଶର ମାଧ୍ୟମ ହୋଇଥିବାରୁ, ବାଂଲା ଅନୁପ୍ରବେଶକାରୀଙ୍କ ଟାର୍ଗେଟରେ ଓଡ଼ିଶା।
୨ ମାସ ମଧ୍ୟରେ ଏହି ଜରିମାନା ଅର୍ଥ ଦାଖଲ ପାଇଁ ଏଭସକୁ ନିର୍ଦ୍ଦେଶ ଦେଇଛି ଓରେରା।
ଆସନ୍ତାକାଲି ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।
ରାଜଧାନୀରେ ଖୋଲିଥିବା ଦେଶର ପ୍ରଥମ ଚାଉଳ ଏଟିଏମ୍ ଯଦି ସଫଳ ହୁଏ ତେବେ ଆଗାମୀ ଦିନରେ ଏହା ସବୁ ଜିଲ୍ଲା ଆଉ ବ୍ଲକରେ ଖୋଲିବ ।
ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ସାମାନ୍ୟ ଗାଡ଼ି ପାର୍କିଂକୁ ନେଇ ଭୁବନେଶ୍ୱରରେ ଘଟିଛି ଡବଲ ମର୍ଡର ।
'ମମତାଙ୍କ ସାଂସଦ ପାଣ୍ଠିକୁ ନିଜ ଜିଲ୍ଲାରେ ଖର୍ଚ୍ଚ କରିବାକୁ ଯୋଜନା କରିଥିଲେ ବବି । ହେଲେ ମମତା କ୍ୟାନସଲ କରିବା ପରେ ବଢ଼ିଥିଲା ବିବାଦ ।'