• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar

Raban Podi
ବିଜୟା ଦଶମୀରେ ରାବଣପୋଡ଼ି; ରାଜଧାନୀର ବିରାଟ ଆୟୋଜନ

ପଟିଆ, ନୟାପଲ୍ଲୀ, ବରମୁଣ୍ଡା, ବରମୁଣ୍ଡା ଏବଂ ନହରକଣ୍ଟା ଆଦି ପୂଜା ମଣ୍ଡପରେ ରାବଣ ପୋଡି ଆୟୋଜନ କରାଯାଇଛି।

BJD BJP one and VK Pandian to act as their political agent says OPCC president Sarat Pattanayak
‘ବିଜେପି-ବିଜେଡି ଏକ ଓ ପାଣ୍ଡିଆନ ସେମାନଙ୍କର ପଲିଟିକାଲ ଏଜେଣ୍ଟ ଭାବେ କାମ କରିବେ’

ପିସିସି ସଭାପତି କହିଛନ୍ତି, ବିଜେପି-ବିଜେଡି ଏକ ବୋଲି ପୁଣି ଥରେ ପ୍ରମାଣିତ ହୋଇଛି । କେନ୍ଦ୍ରର ବିଜେପି ସରକାରଙ୍କ ଆଶୀର୍ବାଦ ତାଙ୍କ ଉପରେ ରହିଛି ।

Durga Puja Bhasani Guidelines
ରାଜଧାନୀରେ ଦୁର୍ଗାପୂଜା ଭସାଣି: ଆସିଲା ଟ୍ରାଫିକ କଟକଣା ..

ଆସନ୍ତାକାଲି ଭସାଣୀ । ମାଆଙ୍କୁ ଦିଆଯିବ ମେଲାଣି । ପୁଣି ଗୋଟିଏ ବର୍ଷ ପରେ ଭକ୍ତଙ୍କୁ ଦର୍ଶନ ଦେବେ ଦୁର୍ଗତିନାଶିନୀ । ଏନେଇ ଆଜିଠାରୁ ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ ପୋଲିସ ।

VK Pandian
ସ୍ୱେଚ୍ଛାକୃତ ଅବସର ପରେ ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ ପାହ୍ୟା

ପାଣ୍ଡିଆନ୍‌ଙ୍କ VRSକୁ ନେଇ ଉଠୁଛିପଡ଼ୁଛି ରାଜ୍ୟ ରାଜନୀତି । ତିନି ପ୍ରମୁଖ ଦଳର ନେତାଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳୁଛି । ବିଶେଷ କରି ବିରୋଧୀ ବିଜେପି ଓ କଂଗ୍ରେସ କଡ଼ା ପ୍ରତିକ୍ରିୟା ରଖୁଛନ୍ତି ।

VK Pandian takes voluntary retirement
VRS ନେଲେ ପାଣ୍ଡିଆନ୍‌... କଂଗ୍ରେସ କହିଲା, ସରିଲା କଳଙ୍କିତ ଅଧ୍ୟାୟ; ବିଜେପିର ପ୍ରତିକ୍ରିୟା ୨୪ ପାଇଁ ରାସ୍ତା ବନ୍ଦ

ପାଣ୍ଡିଆନଙ୍କ VRS ସହ ଏକ କଳଙ୍କିତ ଅଧ୍ୟାୟର ପରିସମାପ୍ତି ଘଟିଲା । ତାହା ସହ ବହୁ ବରିଷ୍ଠ IAS ଅଧିକାରୀଙ୍କର କଣ୍ଠରୋଧର ଅବସାନ ଘଟିଲା ବୋଲି କହିଛନ୍ତି ବିଜୟ ।

Kolkata Puja Mandap
କେଉଁଠି ଅବିକଳ ଅଯୋଧ୍ୟାର ରାମମନ୍ଦିର ତ ଆଉ କେଉଁଠି କୋଏମ୍ବଟୁରର ଆଦିଯୋଗୀଙ୍କ ସୁଉଚ୍ଚ ପ୍ରତିମା !

ପେଣ୍ଡାଲ ବାହାରେ ଲାଗିଛି କୁନି ଝିଅଙ୍କ ମୁକୁଟ ପିନ୍ଧା ହସ ହସ ଫଟୋ । ଆଉ ପଶୁ ପଶୁ ଲେଖାଯାଇଛି ଚାଇ ନା ହୋତେ ଉମା ।

Man caught stealing from cloth shop in Bhubaneswar
ଯୁବକଙ୍କ 420 ଦିମାଗ୍‌; ହାପ୍‌ ପ୍ୟାଣ୍ଟ ପିନ୍ଧି ଆସିଲେ, ଲୁଟିଲେ ନୂଆ ଜିନ୍ସ ଏବଂ ଟି-ସାର୍ଟ

ଯୁବକ ଜଣକ ଧରାପଡ଼ିଯିବା ପରେ ନିଜର ଭୁଲ ହୋଇଯାଇଛି ବୋଲି କହୁଛନ୍ତି । ନିଜର ଦୋଷ ମଧ୍ୟ ସ୍ୱୀକାର କରୁଛନ୍ତି । ହେଲେ ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କୁ ସବକ୍‌ ଶିଖାଇଛନ୍ତି ।

Puja Mandap
ପୂଜା ପେଣ୍ଡାଲରେ ମାତିଛନ୍ତି କୁନି ଲୁଟେରା ! ୨୦ରୁ ଅଧିକ ମଣ୍ଡପରେ ପକେଟ୍‌ମାର...

ବିହାରୀ ଓ ଝାଡଖଣ୍ଡି ଗ୍ୟାଙ୍ଗର ୨୬ ଅଟକ । ଛୋଟ ପିଲାଙ୍କ ସହ ଗ୍ୟାଙ୍ଗରେ ଶହେରୁ ଅଧିକ ସଦସ୍ୟ ।

Cyber Loot
ମାତିଛନ୍ତି ସାଇବର ଲୁଟେରା; ସାଙ୍ଗ ବନାଇ ଲୁଟିନେଲେ ୩୫ ଲକ୍ଷ

ସାହାଯ୍ୟ କରିବା ଆଳରେ କିଶୋରଙ୍କ ବ୍ୟାଙ୍କ୍ ଆକାଉଣ୍ଟ ଡାଟା ନେଇ ଯାଇଥିଲେ । ପରେ ବିଭିନ୍ନ ଆକାଉଣ୍ଟକୁ ଟ୍ରାନସଫର କରି ଲୁଟି ନେଇଥିଲେ ୩୫ ଲକ୍ଷ ଟଙ୍କା ।

Puja Mandap
ଧରାପୃଷ୍ଠରେ ପୂଜା ପାଉଛନ୍ତି ଶକ୍ତି ସ୍ୱରୂପିଣୀ, ପୂଜା ମଣ୍ଡପରେ ଦହି ପଖାଳ-ମାଛ ଭୋଗ

କନ୍ୟାରତ୍ନଙ୍କୁ ପୂଜି ପୁଣ୍ୟ ଅର୍ଜିଲେ ବ୍ରତଧାରୀ । ସନ୍ଧ୍ୟାରେ ପୂଜା ପେଣ୍ଡାଲରେ ଅସମ୍ଭବ ଭିଡ଼ ।

Odisha Politics
ମା'ଙ୍କ ପାଖରେ ରାଜନେତାଙ୍କ ଗହଳି; କିଏ ମାରିବ ୨୪ ବାଜି ?

ମା'ଙ୍କ ପାଖରେ ନେତାଙ୍କ ଗହଳି। ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେବୀ ଦୁର୍ଗାଙ୍କ ଦର୍ଶନ କରିଥିବାବେଳେ କଟକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମା’ଙ୍କ ପେଣ୍ଡାଲ ବୁଲିଛନ୍ତି ।

cyber crime
ପୂର୍ବତନ ବାୟୁସେନା ଅଧିକାରୀଙ୍କ ଆକାଉଣ୍ଟ ଖାଲି; ୩୫ ଲକ୍ଷ ଲୁଟିନେଲା ସାଇବର ଲୁଟେରା

କିଶୋରଙ୍କ ମନରେ ବିଶ୍ୱାସ ଜନ୍ମାଇ ତାଙ୍କ ଆକାଉଣ୍ଟ ଖାଲି କରି ଦେଇଛି ସନ୍ତୋଷ । କିଶୋରଙ୍କ ଅଭିଯୋଗ ପରେ ତଦନ୍ତ କରି ସନ୍ତୋଷକୁ ଗିରଫ କରିଛି ଭୁବନେଶ୍ବର ସାଇବର ଥାନା ପୋଲିସ। ତାଠାରୁ ୬ ଲକ୍ଷ ଟଙ୍କା, ଚେକ୍, ବ୍ୟାଙ୍କ୍ ପାସବୁକ ଜବତ କରାଯାଇଛି ।

Tiger returns to Gajapati
ଓଡ଼ିଶା ମୁହାଁ ଆନ୍ଧ୍ର ବାଘ; ରାତି ହେଲେ ଗାଁରେ ପଶି କରୁଛି ଶିକାର

ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, ଏହି ମହାବଳ ବାଘ ଆନ୍ଧ୍ର ସୀମାନ୍ତ ଜଙ୍ଗଲରୁ ମହେନ୍ଦ୍ରଗିରିକୁ ଆସିଛି । ଦୁଇ ଚାରି ମାସ ପୂର୍ବରୁ ବି ବାଘଟି ଗଜପତି ଜିଲ୍ଲା ଜଙ୍ଗଲକୁ ଆସିଥିଲା।

Pinaki Mishra
ପ୍ରେସ୍‌ ରିଲିଜ୍‌ କରି ପିନାକି ଦେଲେ ଚେତାବନୀ, ବିଜେପି ବି କଲା ଚ୍ୟାଲେଞ୍ଜ

ପିନାକି ଲେଖିଛନ୍ତି ଯେ, ୨୫ ବର୍ଷରୁ ଅଧିକ ସମୟ ସାଂସଦ ଭାବେ ଥିବାବେଳେ ଦାଗ ଲାଗିନାହିଁ । ଶସ୍ତା ପ୍ରଚାରର ଆଳରେ ଟିଭିରେ ମୁହଁ ଦେଖାଇବା ବଦଳରେ ରଜନୈତିକ ସ୍ତରରେ ଲଢେଇ କରିବାକୁ ଆହ୍ବାନ ଦେଇଛନ୍ତି ପିନାକି ।

Bhubaneswar Durga puja
ମାତିଲେଣି ଚେନ୍ ଲୁଟେରା; ବମିଖାଲ ପୂଜା ମଣ୍ଡପରୁ ୧୦ ଭରିର ୪ଟି ସୁନା ଚେନ୍ ଲୁଟ୍‌

ମହିଳା ଲୁଟେରା ଗ୍ୟାଙ୍ଗ ପୂଜା ମଣ୍ଡପକୁ ଟାର୍ଗେଟ କରି ଏଭଳି କାଣ୍ଡ ଭିଆଇଥିବା ସନ୍ଦେହ କରାଯାଉଛି । ମଣ୍ଡପରେ ଲାଗିଥିବା ସିସିଟିଭି କ୍ୟାମେରା ଯାଞ୍ଚ କରାଯାଉଛି ।

Dasara
ମଣ୍ଡପରେ ଚକ୍ଷୁଦାନ ପାଇଲେ ଦୁର୍ଗେ ଦୁର୍ଗତୀନାଶିନୀ; କଟକରେ ସୁନା, ଚାନ୍ଦି ମେଢ଼ରେ ଝଟକୁଛନ୍ତି ମା’

ମାଆଙ୍କ ଆବାହନୀ ମନ୍ତ୍ରରେ ମୁଖରିତ ପୂଜା ମଣ୍ଡପ ଚଣ୍ଡିପାଠରେ କମ୍ପୁଛି ପରିବେଶ ମହାସପ୍ତମୀରେ ଆଜି ଧରାପୃଷ୍ଠରେ ଆବିର୍ଭୁତା ହୋଇଛନ୍ତି ମାଆ ଜଗତଜନନୀ ଦୁର୍ଗା ସକାଳୁ ସକାଳୁ ବିଭିନ୍ନ ନଦୀ ଓ ଜଳାଶୟରୁ ଆସିଥିବା ପବିତ୍ର ଜଳରେ ମହାମାୟାଙ୍କ ସ୍ନାନ ପରେ ମାର୍ଜଣା, ନବପତ୍ରିକା, ଚକ୍ଷୁଦାନ ଓ ଶେଷରେ ହୋଇଥିଲା ପ୍ରାଣପ୍ରତିଷ୍ଠା ।

Commissionerate Police
ପୂଜା ବୁଲିବାକୁ ଯିବେ ଆପଣ; ଘର ଉପରେ ନିଘା ରଖିବ ପୋଲିସ

ପୂଜା ବୁଲିବାକୁ ଯାଉଥିଲେ ଘର ଭଲ ଭାବେ ତାଲା ପକାନ୍ତୁ । ପାଖ ପଡ଼ୋଶୀଙ୍କୁ ମଧ୍ୟ ଟିକେ କହିଦେଇ ଯାଆନ୍ତୁ । ଲୋକାଲ ଥାନା ପୋଲିସକୁ ଟିକେ ଜଣାଇ ଦିଅନ୍ତୁ ।

Aiims bhubaneswar
ଏମ୍ସରେ ଆରମ୍ଭ ହେଲା ଇ-ପେମେଣ୍ଟ ବ୍ୟବସ୍ଥା

ଏନେଇ ପ୍ଲେ ଷ୍ଟୋରରେ ଉପଲବ୍ଧ ହୋଇଛି ଆପ୍ । ଗୁଗୁଲ ପ୍ଲେ ଷ୍ଟୋରରେ ଉପଲବ୍ଧ ଥିବା ଏମ୍ସ ଭୁବନେଶ୍ବର ସ୍ବାସ୍ଥ୍ୟ ଆପ ଜରିଆରେ ଏହି ସୁବିଧା ପାଇ ପାରିବେ ରୋଗୀ ଓ ତାଙ୍କ ସମ୍ପର୍କୀୟ ।

Daskathia
ଘରୁ ତଡ଼ିଦେଲେ ପୁଅ-ବୋହୂ; ଏବେ ଦୁଇ ଖଣ୍ତ କାଠି ହିଁ ସାହାରା

ପୁଅ ବୋହୁ ଘରୁ ବାହାର କରି ଦେଇଛନ୍ତି । ଜୀବନ ପ୍ରତି ଆଉ ମୋହ ନାହିଁ । ଆଗରେ କେହି ନାହିଁ କି ପଛରେ କେହି ନାହିଁ । ତଥାପି ସେ ହାରି ନାହାନ୍ତି, ବଞ୍ଚିବାକୁ ଲଢ଼ୁଛନ୍ତି । ଆଉ ନିଜ ଲଢ଼େଇରେ ଅସ୍ତ୍ର ସାଜିଛି ଦୁଇ ଖଣ୍ତ କାଠି ।

State Government DA Increase
କେନ୍ଦ୍ର ପରେ ରାଜ୍ୟ ସରକାର ବଢ଼ାଇଲେ ମହଙ୍ଗା ଭତ୍ତା

ପୂର୍ବରୁ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କ ପାଇଁ ୪ ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଥିଲେ ।

Durga Puja
ଏଥର ଜମିବ ଦଶହରା; ଚାନ୍ଦି ମେଢ଼ ସାଙ୍ଗକୁ ରଙ୍ଗୀନ ଆଲୋକରେ ଚମକିବ ଟ୍ୱିନ୍‌ସିଟି

ମେଢ ସାଙ୍ଗକୁ ରଙ୍ଗୀନ ଆଲୋକର ଫୁଆରାରେ ଚମକୁଛି ଟୁଇନସିଟିର ପୂଜା ମଣ୍ଡପ ।

Love Story
ପ୍ରେମ କରି ଫେରାର ୟୁ-ଟ୍ୟୁବର, ଘର ଆଗରେ ବସିଲେ ଡିଭୋର୍ସି ମହିଳା

ବୟଫ୍ରେଣ୍ଡଙ୍କ ଭୁବନେଶ୍ୱରସ୍ଥିତ ଘର ଆଗରେ ଧାରଣା ଦେଇଛନ୍ତି ଡିଭୋର୍ସି ଗର୍ଲଫ୍ରେଣ୍ଡ ।

Dharmendra Pradhan
ଦିଲ୍ଲୀରୁ ଓଡ଼ିଶା ସରକାରଙ୍କୁ ଟାର୍ଗେଟ୍ କଲେ ଧର୍ମେନ୍ଦ୍ର, କହିଲେ ମୋତେ କଷ୍ଟ ହେଉଛି..!

ନୂଆଦିଲ୍ଲୀରେ ପ୍ରବାସୀ ଓଡ଼ିଆ ବିକାଶ ସମିତି ଦ୍ୱାରା ଆୟୋଜିତ ଆଲୋଚନଚକ୍ରରେ ଧର୍ମେନ୍ଦ୍ର ଆହୁରି କହିଛନ୍ତି, ଓଡ଼ିଆ ସ୍ଥାପତ୍ୟ ଓ କୀର୍ତ୍ତିରାଜି ଅନନ୍ୟ ଓ ଚିତାକର୍ଷକ ।

Narco Analysis Test
ଆଉ ରାଜ୍ୟ ବାହାରକୁ ଯିବାକୁ ପଡ଼ିବନି, ଏଣିକି ଭୁବନେଶ୍ୱରରେ ନାର୍କୋ ଟେଷ୍ଟ

କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ...କ୍ୟାପିଟାଲ ହସ୍ପିଟାଲ OTରେ କରାଯିବ ନାର୍କୋ ପରୀକ୍ଷା....

Bhubaneswar Traffic
ଦଶହରାରେ ରାଜଧାନୀକୁ ଜଗିବେ ୧୨ADCP, ୨୩ ACP, ୪୧ ଇନ୍ସପେକ୍ଟର, ୧୫୧ASI

ବଟି ଓ ଚାନ୍ଦା ରୋକିବାକୁ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି । ପୁରା ସୁରକ୍ଷା ବ୍ୟବସ୍ଥାକୁ ୨୪ ଘଣ୍ଟିଆ ଅନୁଧ୍ୟାନ କରିବେ ଭୁବନେଶ୍ୱର ଡିସିପି ।