• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Twin City Heavy Rain
ପ୍ରବଳ ବର୍ଷା ! ଭୁବନେଶ୍ୱର-କଟକରେ ବିଜୁଳି ଘଡ଼ଘଡ଼ି ସହ ଜୋରଦାର ପବନ..

କଟକର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମିଥିବା ସୂଚନା ମିଳିଛି।

Odisha Politics Exit poll
ଓଡ଼ିଶା MP ସିଟକୁ ନେଇ ଏକଜିଟ୍ ପୋଲ୍ ପରେ ହଲଚଲ୍ ରାଜନୀତି

ଅଧିକାଂଶ ସର୍ଭେରେ ବିଜେପିକୁ ୧୫ରୁ ଊର୍ଦ୍ଧ୍ବ ସିଟ୍ ମିଳିବା ସମ୍ଭାବନା । ବିଧାନସଭା ଫଳାଫଳରେ ବି ପଡ଼ିପାରେ ପ୍ରଭାବ ।

Odisha Politics BJP
ଏକଜିଟ୍ ପୋଲ୍‌ରେ ବିଜେପିକୁ ବଡ଼ ସଫଳତା, କ’ଣ ଥିଲା ଷ୍ଟ୍ରାଟେଜୀ ?

ଓଡ଼ିଶାରେ ବିଜେପିର ବଡ ସଫଳତା ପଛରେ କାମ କଲା କେଉଁ ଷ୍ଟ୍ରାଟେଜି ? ‘ଓଡ଼ିଆ ଅସ୍ମିତା’ ପ୍ରସଙ୍ଗ ନା ‘ବିଜେଡିରେ ପାଣ୍ଡିଆନ୍ ରାଜ୍’ ପ୍ରସଙ୍ଗ ?

Traffic Checking
ଅମାନିଆ ସାବଧାନ ! ଏଥର ଗାଡ଼ି ସହ ଜବତ ହେବ ମୋବାଇଲ

ରଙ୍ଗ୍‌ ରୁଟ୍‌ରେ ଗାଡ଼ି ଚଲାଉଛନ୍ତି କି ? ଚେକିଂ ବେଳେ ଚାଲାକ ହୋଇ U-Turn ଦେଉଛନ୍ତି କି ? ମଦ୍ୟପାନ କରି ଗାଡ଼ି ଚଳାଇ ଖସି ଯିବେ ବୋଲି ଭାବୁଛନ୍ତି କି ? ଏହା କରୁଥିଲେ ମହଂଗାରେ ପଡ଼ିପାରନ୍ତି ।

EXIP POLL Odisha
ବିଧାନସଭା Exit Poll କହୁଛି ଏଥର ରାଜ୍ୟରେ ଝୁଲା ସରକାର !

ଏବିପି-ସି ଭୋଟର ବିଜେପିକୁ ୧୭ ରୁ ୧୯ ସିଟ୍ ଦେଇଥିବାବେଳେ ବିଜେଡିକୁ ୧ ରୁ ୩ ଓ କଂଗ୍ରେସକୁ ଦେଇଛି 0ରୁ 2ଟି ସିଟ୍।

BJP
ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା: ଡିଜିପି ଅଫିସ୍‌ ଘେରିବ ବିଜେପି

କାଲି ଦିନ ୧୧ଟା ସୁଦ୍ଧା ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଗଲେ ଡିଜିପିଙ୍କ ଅଫିସ ଘେରିବାକୁ ଚେତାବନୀ ଦେଇଛି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।

Padmashree Maguni Kuanar
୮୮ ବର୍ଷ ବୟସରେ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

ମାଗୁଣି କୁଅଁରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। 

Weather
କାହିଁକି ଜୀବନ ଝାମ୍ପି ନେଉଛି ରୌଦ୍ର ନିଆଁ ? ଅଂଶୁଘାତ ସତର୍କତାକୁ ହେୟଜ୍ଞାନ କି କାରଣ ?

କାହିଁକି ହଠାତ୍ ରୌଦ୍ର ନିଆଁ ଝାମ୍ପି ନେଉଛି ଜୀବନ । ରାଜ୍ୟରେ ଦୁଇ ଦିନରେ ୨୦ରୁ ଅଧିକ ଜୀବନହାନୀ ପରେ, ଓଡ଼ିଶାବାସୀଙ୍କୁ ଛାନିଆ କରିଛି ଓ ୧୯୯୮ ସ୍ଥିତି ବି ମନେ ପକାଇ ଦେଇଛି ।

Heat Wave
ଦିଲ୍ଲୀରେ ୫୨ଂ ଟପିଛି, ନାଗପୁରରେ ଏବେ ୫୬ଂ, ତାତିରେ ମଲେଣି ୫୪..!

ଦିଲ୍ଲୀରେ ଆଜି ଦିନ ସାଢ଼େ ୨ଟା ସୁଦ୍ଧା ତାପମାତ୍ରା ୫୨.୯ ଡିଗ୍ରୀରେ ପହଞ୍ଚିଥିବା ବେଳେ ନାଗପୁରରେ ୫୬ ଡିଗ୍ରୀ ପହଞ୍ଚିଛି । ଏଠାରେ ସତେ ଯେମିତି ଆକାଶରୁ ନିଆଁ ବର୍ଷୁଛି । ଅତି ଜରୁରୀ ନଥିଲେ ଲୋକେ ଘରୁ ଗୋଡ଼ କାଢ଼ିବାକୁ ଅମଙ୍ଗ ହେଉଛନ୍ତି । ଏମିତିକି ଏକ ପ୍ରକାର ଡରୁଛନ୍ତି । କାରଣ ଖରାରେ ସନ୍‌ସ୍ଟ୍ରୋକ୍‌ର ମାତ୍ରା ବି ବଢ଼ିବାରେ ଲାଗିଛି । 

Bar Dancer Death
ବାର୍ ଡ୍ୟାନ୍ସରଙ୍କ ମୃତ୍ୟୁ ରହସ୍ୟ, ସୋସିଆଲ ମିଡିଆ ମେସେଜ୍‌ ଚେକ୍‌ କରୁଛି ପୋଲିସ

ଭୁବନେଶ୍ୱରରେ ବାର୍ ଡ୍ୟାନସରଙ୍କ ସନ୍ଦେହଜନକ ମୃତ୍ୟୁ । ଭଡ଼ା ଘର ଭିତରେ ବାର୍ ଡ୍ୟାନ୍ସରଙ୍କ ରକ୍ତାକ୍ତ ମୃତଦେହ ।

Ashwini Vaishnaw
ଅଶ୍ୱିନୀ ପ୍ରମାଣ ଦେଲେ, BJD ମିଛ ବିଜ୍ଞାପନ ଦେଇ ଲୋକଙ୍କୁ ଭଣ୍ଡାଉଛି !

ବିଜେଡିର ବିଜ୍ଞାପନକୁ ମିଛ ଦର୍ଶାଇ ଜବାବ ରଖିଛନ୍ତି । ‘ଏକ୍ସ’ରେ ତଥ୍ୟ ରଖି କାଉଣ୍ଟର କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ବଳ ଟେଲିକମ ସଂଯୋଗ ଅଭିଯୋଗକୁ ନେଇ ବୈଷ୍ଣବ ନିଜର ପ୍ରତିକ୍ରିୟା ରଖିଛନ୍ତି ।

Baijayant Panda
ନବୀନଙ୍କ ଉତ୍ତରାଧିକାରୀ ମନ୍ତବ୍ୟକୁ କାଉଣ୍ଟର କଲେ ବୈଜୟନ୍ତ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ANIକୁ ସ୍ୱତନ୍ତ୍ର ସାକ୍ଷାତକାର ଦେଇ ନିଜର ସ୍ୱାସ୍ଥ୍ୟାବସ୍ଥା ଠିକ୍‌ ଥିବା କହିବା ସହ ପାଣ୍ଡିଆନ ତାଙ୍କ ଉତ୍ତରାଧିକାରୀ ନୁହଁନ୍ତି ବୋଲି କହିଛନ୍ତି ।

Heatwave
ଜଳୁଛି ପଶ୍ଚିମ ଓଡ଼ିଶା; ସକାଳୁ ସକାଳୁ ଅସହ୍ୟ ତାତି ସହ ପ୍ରବଳ ଗୁଳୁଗୁଳି

ଆଜି ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ରେ ୩୮, ବଲାଙ୍ଗିର ୩୭.୪, ସୋନପୁର ଓ ଝାରସୁଗୁଡ଼ା ୩୬.୬, ହୀରାକୁଦରେ ୩୬.୪, ସମ୍ବଲପୁରରେ ୩୬.୨ ଓ ବୌଦ୍ଧରେ ୩୬ ଡିଗ୍ରୀ ତାତି ରେକର୍ଡ ହୋଇଛି।

IPS Ashish Singh
ଭୁବନେଶ୍ୱର AIIMSରେ IPS ଆଶିଷ ସିଂହ, ସ୍ୱତନ୍ତ୍ର ମେଡିକାଲ ବୋର୍ଡ କରିବେ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ

ECIଙ୍କ ନିର୍ଦ୍ଦେଶ ପରେ AIIMS ଭୁବନେଶ୍ବର ପକ୍ଷରୁ ଗଠନ ହୋଇଛି ସ୍ବତନ୍ତ୍ର ମେଡିକାଲ ବୋର୍ଡ । ଏହି ସ୍ବତନ୍ତ୍ର ମେଡିକାଲ ବୋର୍ଡ IPS ଆଶିଷ ସିଂହଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରିବ ।

Ajay Kumar
ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପାଣ୍ଡିଆନଙ୍କ ଏଭଳି ବ୍ୟବହାର ଠିକ୍ ନୁହେଁ କହିଲା କଂଗ୍ରେସ

ବିଜେଡି ଓ ବିଜେପି ଉପରେ ବର୍ଷିଲେ ରାଜ୍ୟ କଂଗ୍ରେସ ପ୍ରଭାରୀ । ରାସନ୍ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ବଣ୍ଟନ ହେଉଛି ।

Naveen PatnaiK
ବାରମ୍ବାର ଅପମାନ ! ପ୍ରଥମେ ସଭାରେ ନବୀନଙ୍କ ହାତକୁ ଟାଣିଲେ, ଏବେ ଗୋଡ଼ରେ ଖେଞ୍ଚିଲେ !

ମୁଖ୍ୟମନ୍ତ୍ରୀଙ୍କୁ ପାଣ୍ଡିଆନ୍ ଗୋଡ଼ରେ ଇଶାରା କରିବା ଦୃଶ୍ୟକୁ ନେଇ ବିଜେଡି କିମ୍ବା ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

Gold Price Today
Gold Price Today 29th May 2024: ସୁନା କିଣିବାକୁ ଚାହୁଁଛନ୍ତି କି? ଦରରେ ସାମାନ୍ୟ ପରିବର୍ତ୍ତନ

ଆଜି ସୁନା ଦର ସାମାନ୍ୟ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦର ପରିବର୍ତ୍ତନ ଅଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।

Political Violence
ହାରିବା ଭୟରେ ରକ୍ତମୁଖା ହେଉଛି କି ଶାସକ ବିଜେଡି ? 

ଗାଡ଼ିରେ ବିଜେପି ପତାକା ଲାଗିଥିବା ଦେଖି ୪୦ରୁ ୫୦ ବ୍ୟକ୍ତି ତାଙ୍କ ଗାଡ଼ି ଉପରକୁ ଇଟା, ପଥର ମାଡ଼ ସହ ତାଙ୍କୁ ବିଧା ଗୋଇଠା ମାରିଥିଲେ । ତା’ ପୁଣି ପୋଲିସ ଉପସ୍ଥିତିରେ। ସେଠାରୁ ଜୀବନ ବଞ୍ଚାଇ ଥାନାକୁ ଆସି ଅଭିଯୋଗ କରିଥିଲେ ସୁବାସ। 

Prashant Jagdev
ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭାଙ୍ଗି ନାହାଁନ୍ତି EVM, CCTVରୁ ସ୍ପଷ୍ଟ

ସିସିଟିଭି ଫୁଜେଟ୍ ଜାରି କରି ସତ-ମିଛର ପର୍ଦ୍ଦାଫାସ୍ କଲେ ଅପରାଜିତା । ପରାଜୟ ଭୟରେ ତୃତୀୟ ମହଲା ଇଙ୍ଗିତରେ କରାଯାଇଛି ଗିରଫଦାରୀ କହିଛନ୍ତି ସରକାରୀ ଅଧିକାରୀ ।

Odisha Politics
ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ନବୀନ-ପାଣ୍ଡିଆନଙ୍କୁ ହିମନ୍ତଙ୍କ କଡ଼ା ସମାଲୋଚନା

ଅମିତ ଶାହ ମଧ୍ୟ ଓଡ଼ିଶା ଆସି ନବୀନ ଓ ପାଣ୍ଡିଆନଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି । ଅମିତ୍ ଶାହଙ୍କ ଗର୍ଜନରେ କମ୍ପିଲା ପାଣିକୋଇଲି ସଭା । କୋରେଇ ପାଣିକୋଇଲି ସଭାରେ ଅମିତ ଶାହ କହିଲେ ଚିଟଫଣ୍ଡ ଘୋଟାଲାକାରୀଙ୍କୁ ଜେଲ୍‌ରେ ପୂରାଯିବ ।

Brain dead toddler gives life to many
୩ ଜଣଙ୍କୁ ବଞ୍ଚାଇଦେଲା ବର୍ଷକର ପିଲା; ବାପା-ମାଆଙ୍କୁ କନ୍ଦାଇଲା, ଅନ୍ୟଙ୍କୁ ହସାଇଲା

ପ୍ରତ୍ୟୁଷର ମୃତ୍ୟୁ ପରେ ନିଜର ହାର୍ଟ ଓ ଲିଭର ଦାନ କରିଛନ୍ତି ପରିବାର। ଛାତିକୁ ପଥର କରି ନିଜ ମୃତ କୁନିପୁଅର ଅଙ୍ଗଦାନ କରିଛନ୍ତି।

Prashant Jagdev
ସାମ୍ନାକୁ ଆସିଲା ସତ ! EVM ଭାଙ୍ଗିବା ମାମଲାରେ ଆସିଲା ସିସିଟିଭି ଫୁଟେଜ...

ଗତ ୨୫ ତାରିଖରେ ମତଦାନ ବେଳେ ବେଗୁନିଆ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗିବା ଅଭିଯୋଗ ମାମଲାରେ ପୋଲିସ ତାଙ୍କୁ ଗିରଫ କରି ଜେଲ ପଠାଇଛି । ଯାହାକୁ ନେଇ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛି ।

Gold Price Today
Gold Price Today 28th May 2024: ସୁନା ଦରରେ ପରିବର୍ତ୍ତନ, ଜାଣନ୍ତୁ କେତେ ଅଛି ଦାମ୍...

ବଢିଲା ସୁନା ଦର । ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦର ବୃଦ୍ଧି ପାଇଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।

Aparajita Sarangi
‘EVM ଭାଙ୍ଗିବାର ପ୍ରମାଣ ନାହିଁ, ଥାର୍ଡ ଫ୍ଲୋର୍‌ ନିର୍ଦ୍ଦେଶରେ ଜଗଦ୍ଦେବ ଗିରଫ’

ଜଗଦ୍ଦେବଙ୍କ ଗିରଫଦାରୀଙ୍କୁ ନେଇ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। କହିଲେ, ଇଭିଏମ୍ ଭାଙ୍ଗିବାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଭୂମିକା ନାହିଁ।

Prashant Jagdev
‘ଜଗଦ୍ଦେବଙ୍କ ବିରୋଧରେ ମିଛ କହିବାକୁ ବାଧ୍ୟ କରିଥିଲା ପୋଲିସ’

ବେଗୁନିଆ ଇଭିଏମ୍ ଭଙ୍ଗାରୁଜା ମାମଲା । ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ।