‘୧ ଟଙ୍କା ଲେଖାଏଁ ଚାନ୍ଦା କରି ପାଣ୍ଡିଆନଙ୍କ ପାଇଁ ଟିକେଟ କିଣନ୍ତୁ । ପାଣ୍ଡିଆନଙ୍କ ପାଇଁ ଟିକେଟ କିଣି ତାମିଲନାଡୁ ପଠାଇ ଦିଅନ୍ତୁ । ପାଣ୍ଡିଆନ ନବୀନ ବାବୁଙ୍କୁ ହୋଷ୍ଟେଜ ରଖିଛନ୍ତି । ନବୀନ ବାବୁଙ୍କ ମାଇକ୍ କାହିଁକି ପାଣ୍ଡିଆନ ଧରୁଛନ୍ତି।
ଚେନ୍ନାଇର ଡାକ୍ତର ଟିମ୍ ଓ ଭୁବନେଶ୍ୱର ଏମ୍ସର ଡାକ୍ତରୀ ଟିମ୍ ମେଡିକାଲରେ ପହଞ୍ଚି ଶିଶୁଟିର ହାର୍ଟ ଓ ଲିଭର ପ୍ରତିରୋପଣ ପାଇଁ ନେଇଛନ୍ତି। ଚେନ୍ନାଇର MGM ହସ୍ପିଟାଲରେ ଚିକିତ୍ସିତ ଅନ୍ୟ ଏକ ଶିଶୁର ଶରୀରରେ ଲାଗିବ ପ୍ରତ୍ୟୁଷର ହାର୍ଟ।
ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିବା ସହିତ ରାଜ୍ୟର ୧୦୫ ବିଧାନସଭା ଓ ୧୫ ଲୋକସଭା ଆସନରେ ନିର୍ଦ୍ଧାରିତ ହୋଇସାରିଛି ପ୍ରାର୍ଥୀଙ୍କ ଭାଗ୍ୟ ।
କେବଳ ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ବିଜେଡି ନିଯୁକ୍ତ କରିଛି ୧୬ ଜଣ ସହ ପର୍ଯ୍ୟବେକ୍ଷକ । ଆଉ ଚାନ୍ଦବାଲିରେ ବି ୮ ନେତାଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ।
ଖଣ୍ଡଯୁଦ୍ଧ ସହ ରକ୍ତାକ୍ତ ସଂଘର୍ଷ । ତୃତୀୟ ପାଳି ଭୋଟ୍ ବେଳେ ଗୋଷ୍ଠୀ ସଂଘର୍ଷ ସହ ଅବ୍ୟବସ୍ଥାର ମାଳ ମାଳ ଚିତ୍ର, ଶୃଙ୍ଖଳିତ ନିର୍ବାଚନ ଆଡ଼କୁ ଅଙ୍ଗୁଳି ଉଠାଇଛି ।
ଭୋଟ୍ ଦେଲା ଓଡ଼ିଶା । ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ୱର, କଟକ, ସମ୍ବଲପୁର, ପୁରୀ, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସହ ୪୨ ବିଧାନସଭା ଆସନରେ ମନପସନ୍ଦର ପ୍ରତିନିଧି ବାଛିଛନ୍ତି ମତଦାତା ।
ଓଡ଼ିଶାରେ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ। ବାଜିରେ ଲାଗିଛି
ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର କିଛି ବୁଥରେ ରିଗିଂ ଆଶଙ୍କା କରିଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ଏଥିପାଇଁ ୨ ଅବସରପ୍ରାପ୍ତ ପୋଲିସ ଅଫିସରଙ୍କ ଭୂମିକାକୁ ସନ୍ଦେହ କରି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖିଛନ୍ତି । ଏହି ଦୁଇ ଅବସରପ୍ରାପ୍ତ ପୋଲିସ ଅଫିସରଙ୍କୁ ବିଜେଡି ଏଭଳି କାର୍ଯ୍ୟରେ ଲଗାଇଥିବା ସେ ଚିଠିରେ ଉଲ୍ଲେଖ କରିଛନ୍ତି ।
ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି।
ସରିଛି ସମସ୍ତ ପ୍ରସ୍ତୁତି। ଆସନ୍ତାକାଲି ରାଜ୍ୟରେ ୬ ଲୋକସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ।
ଗଲା କିଛି ଦିନ ଭିତରେ ନବୀନ, ରାଜଧାନୀରେ ତିନି ତିନିଟି ରୋଡ୍ ସୋ କରିଥିବା ବେଳେ କେଉଁ ଗୋଟିଏ ରୋଡ୍ ସୋ'ରେ ବି ସେମିତି ଭିଡ଼ ଦେଖିବାକୁ ମିଳିନଥିଲା ।
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଆଜି ୪ଟି ଜାଗାରେ ମାରାଥନ୍ ପ୍ରଚାର କରିବା ପରେ ବିଜେପି କାର୍ଯ୍ୟାଳୟକୁ ଯାଇଛନ୍ତି। ସେଠାରେ ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କରିବେ ।
ଓଡ଼ିଶାରେ ନବୀନ ସରକାର ବାବୁମାନଙ୍କ ଘେରାବନ୍ଦୀରେ ରହିଛି । ନବୀନ ସରକାର ଏଠାରେ ଆୟୁଷ୍ମାନ ଭାରତ ଲାଗୁ କରୁନାହାନ୍ତି ।
ସୋସିଆଲ ମିଡିଆରେ ବୈଜୟନ୍ତ କହିଲେ, ମୁଖ୍ୟମନ୍ତ୍ରୀଙ୍କ ଆଉ ସେହି ମ୍ୟାଜିକ ନାହିଁ ।
ଏଥର ମଇଦାନରେ ବହୁ ହେଭିୱେଟ୍ । ୬ ସଂସଦୀୟ କ୍ଷେତ୍ର, ୪୨ ବିଧାନସଭା ଆସନରେ ହେବ ଭୋଟିଂ ।
କଟକ ଭୁବନେଶ୍ୱରରେ ଚାଲୁଥିବା ମୋ ବସରେ ଚଢି ଏହି ଗ୍ୟାଙ୍ଗ ଲୁଟ୍ କରୁଥିଲେ । ଲୁଟ୍ ପରେ ଗୋଟେ ସ୍ଥାନରୁ ଅନ୍ୟ ସ୍ଥାନକୁ ପଳେଇ ଯାଉଥିଲେ ବୋଲି କହିଛି ପୋଲିସ।
ଖଣି ଖନନ ପାଇଁ ମିଳିଥିବା ଅନୁମତି ଠାରୁ ଅଧିକ ଲୁହାପଥରକୁ ଖନନ କରାଯାଇଥିବା ଅଭିଯୋଗ ହେବା ପରେ, ଭିଜିଲାନ୍ସ ପକ୍ଷରୁ ପୂର୍ବରୁ ମାମଲା ରୁଜୁ କରାଯିବା ସହ ଘଟଣାର ତଦନ୍ତ ହୋଇଥିଲା ।
ଚମ୍ପୁଆରେ ଜନସଭାରେ କେନ୍ଦୁଝର ବିଜେପି ସାଂସଦ ପ୍ରାର୍ଥୀ ଅନନ୍ତ ନାୟକ ଓ ବିଧାୟକ ପ୍ରାର୍ଥୀ ମୂରଲୀ ମନୋହର ଶର୍ମାଙ୍କ ପାଇଁ ସେ ଭୋଟ୍ ମାଗିଛନ୍ତି। ଏହାପରେ ଚମ୍ପୁଆ ସ୍ଥିତ ରାମ ମନ୍ଦିରରେ ସେ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ।
ବିଜେପିର ଘନଘନ ଟାର୍ଗେଟ, ହେଲେ ନବୀନ ନିରବ । ଖାଲି ରାଜନୈତିକ କାଉଣ୍ଟର କରୁଛନ୍ତି, ହେଲେ ମୁଦ୍ଦା କି ପ୍ରଶ୍ନର ଉତ୍ତର ରଖୁନାହନ୍ତି। ରତ୍ନଭଣ୍ଡାରରୁ ଚିଟଫଣ୍ଡ, ଖଣି ଦୁର୍ନୀତି ଠାରୁ ବାବୁ ରାଜ୍ ।
ଦ୍ୱାଦଶ ରେଜଲ୍ଟ ବାହାରିବା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି।
Quick Click Ad Media ପ୍ରୋପ୍ରାଇଟର ବିମାଳାନନ୍ଦ ଭୂୟାଁ ଗିରଫ । ପୂର୍ବରୁ ଗିରଫ ହୋଇଥିଲେ ବିମାଳାନନ୍ଦଙ୍କ ପତ୍ନୀ ରମି ଭୂୟାଁ ।
ବୟସ ହୋଇଯାଇଥିବା ନବୀନଙ୍କୁ ରିଟାୟର୍ଡ କରାଇବାକୁ ଆହ୍ୱାନ । ଚିଟ୍ଫଣ୍ଡ, ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ବି ଟାର୍ଗେଟ୍ ।
ରାଜଧାନୀରେ ୫ ବର୍ଷରେ କେତେ ବିକାଶ ହୋଇଛି, ସେନେଇ ବିତର୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆହ୍ୱାନ ଦେଇଛନ୍ତି ଅପରାଜିତା
ଭୁବନେଶ୍ୱରର ଉନ୍ନତି ପାଇଁ କେବେ ବି କୌଣସି ବିଜେଡି ନେତା ପ୍ରସ୍ତାବ ଦେଇନାହାନ୍ତି ବୋଲି ସାଂସଦ ପ୍ରଶ୍ନ କରିବା ସହ ପୂର୍ବରୁ ଥରେ ଭୁବନେଶ୍ୱର ବିମାନ ବନ୍ଦରରେ ନିଜେ ମୁଖ୍ୟମନ୍ତ୍ରୀ, ତାଙ୍କୁ ଭୁବନେଶ୍ୱର ପାଇଁ ଭଲ କାମ କହି ପ୍ରଶଂସା କରିଥିଲେ ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୮୩୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୪,୬୪୦ ଟଙ୍କା ରହିଛି ।