/odishatv-khabar/media/media_files/2026/01/09/yojana-2026-01-09-09-13-04.jpg)
Yojana Photograph: (OTV)
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ କନ୍ୟାଙ୍କୁ ଶାଢ଼ି, ଚୁଡ଼ି, ପାଉଁଜି, ବିନ୍ଦି ଯୋଗାଇବ ଉତ୍କଳିକା। ଏଥିପାଇଁ ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଝିଅମାନଙ୍କୁ ଶାଢି, ଚୁଡ଼ି, ପାଉଁଜି, ବିନ୍ଦି ଭଳି ବ୍ୟବହାର ସାମଗ୍ରୀ ମିଳିବ। ଏସବୁ ସାମଗ୍ରୀ ଉତ୍କଳିକା ମାଧ୍ୟମରେ ହିତାଧିକାରୀଙ୍କୁ ଯୋଗାଇବେ ସରକାର। ଏହାଦ୍ବାରା ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତକଳା କ୍ଷେତ୍ରକୁ ମଧ୍ୟ ପ୍ରୋତ୍ସାହନ ମିଳିବ ବୋଲି କୁହାଯାଇଛି।
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମୋଟ ୫୧ ହଜାର ଟଙ୍କା ସହାୟତା ରାଶି ଦେବେ ସରକାର। ବାହାଘର ପଞ୍ଜିକରଣ ହେବାର ୭ ଦିନ ପରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା। ଉପହାର ପାଇଁ ୧୦ ହଜାର ଓ ସାଜସଜା ପାଇଁ ୬ ହଜାର ଟଙ୍କା ମିଳିବ। ...
'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ' ଯୋଜନାରେ ମିଳିବ ଉପହାର
ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ମଧ୍ୟରେ MoU
କନ୍ୟାଙ୍କୁ ଉପହାରରେ ମିଳିବ ଶାଢ଼ି, ଚୁଡ଼ି, ପାଉଁଜି, ବିନ୍ଦି
ଶାଢ଼ୀ, ଚୁଡ଼ି, ପାଉଁଜି, ବିନ୍ଦି ଆଦି ଯୋଗାଇବ ଉତ୍କଳିକା
Today Panchang 9th January 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Daily Horoscope 9th January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

Costly Tribunal Battle: ମହାନଦୀ ଟ୍ରିବ୍ୟୁନାଲ ପାଇଁ ପାଣି ଭଳି ଟଙ୍କା ଖର୍ଚ୍ଚ, ୧୦ ଦିନରେ ଖର୍ଚ୍ଚ ହୋଇଥିଲା ୫ କୋଟି ଟଙ୍କା

High Parking Charges Stir Anger: ରୁମ୍ ୧୭ ଶହକୁ ପାର୍କିଂ ଫି ୫ ଶହ, ଚାରି ଚକିଆ ପାର୍କିଂ ଫି'କୁ ନେଇ ଅସନ୍ତୋଷ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)