Advertisment

ନିରାଡ଼ମ୍ୱର ଭାବେ ପାଳନ ହେଲା ବିଜୁବାବୁଙ୍କ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ପୁଣ୍ୟ ତିଥି। ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ପାଳନ ହେଉଛି ବିଜୁବାବୁଙ୍କ ଶ୍ରାଦ୍ଧବାର୍ଷିକୀ। କାରଣ ସାରା ବିଶ୍ୱ କରୋନା ମହାମାରୀକୁ ମୁକାବିଲା କରୁଥିବାବେଳେ, ଏହାକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜୁବାବୁଙ୍କ ପୁଣ୍ୟ ତିଥି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।  ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା […]

ନିରାଡ଼ମ୍ୱର ଭାବେ ପାଳନ ହେଲା ବିଜୁବାବୁଙ୍କ ଶ୍ରାଦ୍ଧବାର୍ଷିକୀ

biju 9999

Advertisment

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ପୁଣ୍ୟ ତିଥି। ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ପାଳନ ହେଉଛି ବିଜୁବାବୁଙ୍କ ଶ୍ରାଦ୍ଧବାର୍ଷିକୀ। କାରଣ ସାରା ବିଶ୍ୱ କରୋନା ମହାମାରୀକୁ ମୁକାବିଲା କରୁଥିବାବେଳେ, ଏହାକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ବିଜୁବାବୁଙ୍କ ପୁଣ୍ୟ ତିଥି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।  ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁବାବୁଙ୍କ ମନ୍ତ୍ର ଥିଲା ବୋଲି ଟ୍ୱିଟ କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେହିପରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ କରି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।  ବିଜୁ ବାବୁ ଜଣେ ଦୂରଦର୍ଶୀ ନେତା, ସ୍ୱାଧୀନତା ସଂଗ୍ରାମୀ, ଶିଳ୍ପପତି ଓ ଆଧୁନିକ ଓଡ଼ିଶାର ଟଲେଷ୍ଟ ଲିଡର ସହ ଜାତୀୟ ସ୍ତରର ନେତା ଥିଲେ।  ତାଙ୍କ ଚିନ୍ତାଧାରା ସମସ୍ତଙ୍କୁ ଅନୁପ୍ରାଣିତ କରୁଛି ବୋଲି କହିଛନ୍ତି ବୈଜୟନ୍ତ। ଏହାସହ ବିଜୁ ବାବୁଙ୍କ ଶେଷକୃତ୍ୟ ବେଳର ଫଟୋ ମଧ୍ୟ ସେ ଟ୍ୱିଟ କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ