Advertisment

୬ଷ୍ଠ ଥର ଲାଗି ଜିତିଲେ ବିକ୍ରମ ଆରୁଖ

ଭୁବନେଶ୍ୱର: ଭଞ୍ଜନଗର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି ବିଜୁ ଜନତା ଦଳର ନେତା ଶ୍ରୀ ବିକ୍ରମ କେଶରୀ ଆରୁଖ। କ୍ରମାଗତ ୬ଷ୍ଠ ଥର ଲାଗି ସେ ଏହି ଆସନରୁ ବିଜୟୀ ହୋଇଛନ୍ତି। ୭୪,୨୭୮ ଖଣ୍ଡ ଭୋଟ ପାଇଛନ୍ତି ଆରୁଖ। ୧୯୯୫ ମସିହାରେ ଶ୍ରୀ ଆରୁଖ ପ୍ରଥମେ ଜନତା ଦଳ ଟିକେଟ୍‌ରେ ଲଢ଼ି ବିଧାନସଭାକୁ ପ୍ରବେଶ କରିଥିଲେ। ତା’ପରଠାରୁ ଲଗାତର ୪ ଥର ସେ ଜିତି ଆସିଛନ୍ତି। ଗଞ୍ଜାମ ଜିଲ୍ଲାର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଆସିଛି। ଏଥର […]

୬ଷ୍ଠ ଥର ଲାଗି ଜିତିଲେ ବିକ୍ରମ ଆରୁଖ

bk

Advertisment

ଭୁବନେଶ୍ୱର: ଭଞ୍ଜନଗର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି ବିଜୁ ଜନତା ଦଳର ନେତା ଶ୍ରୀ ବିକ୍ରମ କେଶରୀ ଆରୁଖ। କ୍ରମାଗତ ୬ଷ୍ଠ ଥର ଲାଗି ସେ ଏହି ଆସନରୁ ବିଜୟୀ ହୋଇଛନ୍ତି।

Advertisment

୭୪,୨୭୮ ଖଣ୍ଡ ଭୋଟ ପାଇଛନ୍ତି ଆରୁଖ। ୧୯୯୫ ମସିହାରେ ଶ୍ରୀ ଆରୁଖ ପ୍ରଥମେ ଜନତା ଦଳ ଟିକେଟ୍‌ରେ ଲଢ଼ି ବିଧାନସଭାକୁ ପ୍ରବେଶ କରିଥିଲେ। ତା’ପରଠାରୁ ଲଗାତର ୪ ଥର ସେ ଜିତି ଆସିଛନ୍ତି। ଗଞ୍ଜାମ ଜିଲ୍ଲାର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଆସିଛି। ଏଥର ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେପି ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକଙ୍କୁ ହରାଇଛନ୍ତି।

Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ