Advertisment

Bindu Sagar Set for Heritage Status: ବିନ୍ଦୁ ସାଗର ପୁଷ୍କରିଣୀ ହେବ ହେରିଟେଜ୍ ହ୍ରଦ, ଏକ ଇଣ୍ଟରପ୍ରିଟେସନ୍ ସେଣ୍ଟର କରାଯିବାର ରହିଛି ପ୍ରସ୍ତାବ

ବିନ୍ଦୁ ସାଗର ପୁଷ୍କରିଣୀକୁ ହେରିଟେଜ୍ ହ୍ରଦରେ ପରିଣତ କରାଯିବ । ଆସନ୍ତା ଆର୍ଥିକ ବର୍ଷ ଅର୍ଥାତ ୨୦୨୬-୨୭ ଶେଷ ସୁଦ୍ଧା ସରିବ ଏକାମ୍ର ହେରିଟେଜ ପ୍ରକଳ୍ପ।  ଆଇନ ତଥା ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି।

author-image
Tapan Swain
BINDU SAGAR

BINDU SAGAR Photograph: (OTV)

ବିନ୍ଦୁ ସାଗର ପୁଷ୍କରିଣୀକୁ ହେରିଟେଜ୍ ହ୍ରଦରେ ପରିଣତ କରାଯିବ । ଆସନ୍ତା ଆର୍ଥିକ ବର୍ଷ ଅର୍ଥାତ ୨୦୨୬-୨୭ ଶେଷ ସୁଦ୍ଧା ସରିବ ଏକାମ୍ର ହେରିଟେଜ ପ୍ରକଳ୍ପ।  ଆଇନ ତଥା ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି।

Advertisment

ସେ ଆହୁରି ମଧ୍ୟ କହିଛନ୍ତି ଯେ ନୂଆ କରି ଏକ ଇଣ୍ଟରପ୍ରିଟେସନ ସେଣ୍ଟର କରାଯିବାର ପ୍ରସ୍ତାବ ଅଛି। ଯାହା ପାର୍କିଂ ସେଣ୍ଟରର ଶେଷ ଭାଗରେ ହେବ।  ସେଠାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଏକ ବିରାଟ ପ୍ରତିମୂର୍ତ୍ତି ନିର୍ମାଣ କରାଯିବ।

ସେହିପରି ଯେହେତୁ ଏହି ଦୁଇଟି ନୂଆ ପ୍ରକଳ୍ପ ମିଶିଛି, ବଜେଟ ଆହୁରି ବଢିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଯେଉଁ ପୁରୁଣା ଏଜେନସି କାମ କରୁଥିଲା ସେ କରିବାକୁ ଚାହିଁଲାନି । ତେଣୁ ଏକ ନୂଆ ଏଜେନସି ଏହି କାମ କରିବ ବୋଲି କହିଛନ୍ତି ମନ୍ତ୍ରୀ। ... 

Advertisment

ହେରିଟେଜ୍ ହ୍ରଦ ହେବ ବିନ୍ଦୁ ସାଗର: ମନ୍ତ୍ରୀ

ବିନ୍ଦୁ ସାଗର ପୁଷ୍କରିଣୀକୁ ହେରିଟେଜ୍ ହ୍ରଦରେ ପରିଣତ କରାଯିବ
ଏ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା
'୨୦୨୬-୨୭ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସରିବ ଏକାମ୍ର ହେରିଟେଜ୍ ପ୍ରକଳ୍ପ'
'ନୂଆ କରି ଏକ ଇଣ୍ଟରପ୍ରିଟେସନ୍ ସେଣ୍ଟର କରାଯିବାର ପ୍ରସ୍ତାବ ରହିଛି'
‘ପାର୍କିଂ ଶେଷରେ ଶ୍ରୀଲିଙ୍ଗରାଜଙ୍କ ଏକ ବିରାଟ ପ୍ରତିମୂର୍ତ୍ତି ନିର୍ମାଣ ହେବ’
'ବିନ୍ଦୁ ସାଗରକୁ ଏକ ସୁନ୍ଦର ହେରିଟେଜ୍ ହ୍ରଦ କରାଯିବ'
୨ଟି ନୂଆ ପ୍ରକଳ୍ପ ମିଶିଛି, ବଜେଟ ଆହୁରି ବଢିବ: ମନ୍ତ୍ରୀ
'ଅତିରିକ୍ତ କାମ ପାଇଁ ବଜେଟର କିଛି ଅସୁବିଧା ହେବନି'

Heritage Site Bindu Sagar
Advertisment
Related Articles
Advertisment