Advertisment

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

ରାଉରକେଲା: ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର ହୋଇଛନ୍ତି।  ନାବାଳିକାଙ୍କୁ ବୀରମିତ୍ରପୁର ଝୁରୁମୁର ଅଞ୍ଚଳରୁ ଉଦ୍ଧାର କରିଛି ପୋଲିସ। ଗତକାଲି ସଂଧ୍ୟାରୁ ଏସ୍ଓଏସ୍ ଭିଲେଜ୍‌ରୁ ନିଖୋଜ ହୋଇଥିଲେ ନାବାଳିକା। ନିଖୋଜ ନେଇ ଛେଣ୍ଡ ଥାନାରେ ଏତଲା କରିଥିଲେ ଏସଓଏସ କର୍ତ୍ତୃପକ୍ଷ। ଗତ ଜୁଲାଇରେ ବୀରମିତ୍ରପୁର ଥାନାରେ ନାବାଳିକାଙ୍କ ସହ ଦୁଷ୍କର୍ମ ହୋଇଥିବା ଅଭିଯୋଗ ରହିଛି। ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ତତ୍କାଳୀନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ନିଲମ୍ବିତ ହୋଇ ଏବେ ଜେଲ୍‌ରେ ଅଛନ୍ତି। ମାମଲାର […]

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

minor-girl

Advertisment

ରାଉରକେଲା: ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର ହୋଇଛନ୍ତି।  ନାବାଳିକାଙ୍କୁ ବୀରମିତ୍ରପୁର ଝୁରୁମୁର ଅଞ୍ଚଳରୁ ଉଦ୍ଧାର କରିଛି ପୋଲିସ। ଗତକାଲି ସଂଧ୍ୟାରୁ ଏସ୍ଓଏସ୍ ଭିଲେଜ୍‌ରୁ ନିଖୋଜ ହୋଇଥିଲେ ନାବାଳିକା। ନିଖୋଜ ନେଇ ଛେଣ୍ଡ ଥାନାରେ ଏତଲା କରିଥିଲେ ଏସଓଏସ କର୍ତ୍ତୃପକ୍ଷ।

Advertisment

ଗତ ଜୁଲାଇରେ ବୀରମିତ୍ରପୁର ଥାନାରେ ନାବାଳିକାଙ୍କ ସହ ଦୁଷ୍କର୍ମ ହୋଇଥିବା ଅଭିଯୋଗ ରହିଛି। ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ତତ୍କାଳୀନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ନିଲମ୍ବିତ ହୋଇ ଏବେ ଜେଲ୍‌ରେ ଅଛନ୍ତି। ମାମଲାର ତଦନ୍ତ ଭାର ଏବେ ରାଜ୍ୟ କ୍ରାଇମବ୍ରାଞ୍ଚ ହାତରେ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ