Advertisment

ନାମାଙ୍କନପତ୍ର ଭରିଲେ ପ୍ରମିଳା

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଆଜି ଆସିକା ଲୋକସଭା ପାଇଁ ବିଜେଡି ପ୍ରାର୍ଥୀ ପ୍ରମିଳା ବିଷୋଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଛତ୍ରପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ପ୍ରମିଳା। ପ୍ରମିଳାଙ୍କ ସାଙ୍ଗରେ ବରିଷ୍ଠ ବିଜେଡି ନେତା ତଥା ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ପଣିଗ୍ରାହୀ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ସକାଳେ ପ୍ରମିଳା ମନ୍ଦିରରେ ପୂଜାର୍ଚ୍ଚନା କରି ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। କର୍ମୀମାନେ ଏକ ଶୋଭାଯାତ୍ରାରେ ପ୍ରମିଳାଙ୍କୁ ଜିଲ୍ଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ନେଇ ଯାଇଥିଲେ।

ନାମାଙ୍କନପତ୍ର ଭରିଲେ ପ୍ରମିଳା

pramila

Advertisment

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଆଜି ଆସିକା ଲୋକସଭା ପାଇଁ ବିଜେଡି ପ୍ରାର୍ଥୀ ପ୍ରମିଳା ବିଷୋଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଛତ୍ରପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ପ୍ରମିଳା।

Advertisment

BJD

ପ୍ରମିଳାଙ୍କ ସାଙ୍ଗରେ ବରିଷ୍ଠ ବିଜେଡି ନେତା ତଥା ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ପଣିଗ୍ରାହୀ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ସକାଳେ ପ୍ରମିଳା ମନ୍ଦିରରେ ପୂଜାର୍ଚ୍ଚନା କରି ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ।

କର୍ମୀମାନେ ଏକ ଶୋଭାଯାତ୍ରାରେ ପ୍ରମିଳାଙ୍କୁ ଜିଲ୍ଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ନେଇ ଯାଇଥିଲେ।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ