/odishatv-khabar/media/post_attachments/uploadimage/library/16_9/16_9_0/mi_1626853351.jpg)
mi
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ବିଜୟୀ ହୋଇଛନ୍ତି। ମିନାକ୍ଷୀ ବିଜେପିର ମୁରଲୀ ଶର୍ମାଙ୍କୁ ୨୫, ୫୦୪ ଭୋଟରେ ହରାଇଛନ୍ତି। ୨୦୧୪ରେ ଏଠାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ସନାତନ ମହାକୁଡ଼ ଜିତିଥିଲେ।
Advertisment
ସୂଚନାଯୋଗ୍ୟ, ୨୦୧୪ ନିର୍ବାଚନରେ ଏଠାରେ ସ୍ୱାଧୀନ ପ୍ରାର୍ଥୀ ସନାତନ ମହାକୁଡ଼ ଓ ବିଜେଡି ପ୍ରାର୍ଥୀ ପପୁ ପମ୍ପମ୍ଙ୍କ ମଧ୍ୟରେ ଟକ୍କର ହୋଇଥିବା ବେଳେ ସନାତନ ବିଜୟୀ ହୋଇଥିଲା। ସନାତନଙ୍କ ପୂର୍ବରୁ ଏଠାରେ ବିଧାୟକ ଥିଲେ ଜିତୁ ପଟ୍ଟନାୟକ। ଏଥର ଏହି ଦୁଇ ହେଭିୱେଟ ନିର୍ବାଚନରେ ଭାଗ ନେଇ ନ ଥିଲେ ଏବଂ ବିଜେଡି ମିନାକ୍ଷୀଙ୍କ ଭଳି ନୂଆ ପ୍ରାର୍ଥୀଙ୍କୁ ସୁଯୋଗ ଦେଇଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)