Advertisment

‘ପରୀ ପ୍ରସଙ୍ଗକୁ ଡାଇଭର୍ଟ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି’

ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି। ଏହି ଘଟଣାକୁ ନେଇ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ନିଜ ଦୋଷ ଘୋଡ଼ାଇବା ପାଇଁ ନବୀନ ବାବୁ ଏଭଳି ପଦକ୍ଷେପ ନେଲେ। ପରୀ ପ୍ରସଙ୍ଗକୁ ଡାଇଭର୍ଟ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ଆହୁରି ଅନେକ ସଙ୍ଗୀନ ଅପରାଧିକ ମାମଲା ଅଛି। ଏହାକୁ ଚାପି ଦେବା ପାଇଁ ନବୀନ ବାବୁ, ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ […]

ଅଦ୍ୟତନ ହୋଇଛି
Advertisment

ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି। ଏହି ଘଟଣାକୁ ନେଇ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ନିଜର ପ୍ରତିକ୍ରିୟା ରଖିଛନ୍ତି।

Advertisment

ସେ କହିଛନ୍ତି, ‘ନିଜ ଦୋଷ ଘୋଡ଼ାଇବା ପାଇଁ ନବୀନ ବାବୁ ଏଭଳି ପଦକ୍ଷେପ ନେଲେ। ପରୀ ପ୍ରସଙ୍ଗକୁ ଡାଇଭର୍ଟ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ଆହୁରି ଅନେକ ସଙ୍ଗୀନ ଅପରାଧିକ ମାମଲା ଅଛି। ଏହାକୁ ଚାପି ଦେବା ପାଇଁ ନବୀନ ବାବୁ, ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବରଖାସ୍ତ କରିଛନ୍ତି।

ସେହିପରି ପ୍ରଦୀପ ପାଣିଗ୍ରାହୀଙ୍କ ବହିଷ୍କୃତ ପ୍ରସଙ୍ଗକୁ ନେଇ ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ରମେଶ ଚ୍ୟାଉପଟ୍ଟନାୟକ କହିଛନ୍ତି, ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପକୁ ମୁଁ ସ୍ୱାଗତ କରୁଛି।

Advertisment

ପଢ଼ନ୍ତୁ: ‘ପ୍ରଦୀପଙ୍କ ଭାବୀ ଜ୍ୱାଇଁ ଆକାଶ ଚାକିରି ନାଁରେ ଲୋକଙ୍କୁ ଠକିଛନ୍ତି’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ