bjd
Advertisment
ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ବିଜେଡି ‘ଘରେ ଘରେ ଶଙ୍ଖ' ଅଭିଯାନ ଆରମ୍ଭ କରିଛି। ଜଟଣୀରୁ ଏହି ଅଭିଯାନ ଆରମ୍ଭ ହୋଇଛି।
Advertisment
ଏହି ଅଭିଯାନ ମାଧ୍ୟମରେ ନିର୍ବାଚନ ଇସ୍ତାହାର ପାଇଁ ବିଜେଡି ମତାମତ ସଂଗ୍ରହ କରିବ। ପ୍ରାୟ ୮୬ ଲକ୍ଷ ପରିବାରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକର୍ତ୍ତା ପହଞ୍ଚି ଇସ୍ତାହାର ସଂପର୍କରେ ମତାମତ ନେବେ।
ସାଧାରଣ ନିର୍ବାଚନ ପୂର୍ବରୁ ଲୋକଙ୍କ ପାଖକୁ ପହଞ୍ଚିବା ଓ ରାଜ୍ୟ ସରକାରଙ୍କ ସଫଳତାକୁ ବଖାଣିବା ମଧ୍ୟ ଏହି ଅଭିଯାନର ଆଉ ଏକ ଉଦ୍ଦେଶ୍ୟ ବୋଲି କୁହାଯାଉଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bjd-123_1626757243.jpg)