Debashish Samantray Photograph: (OTV)
Advertisment
ପୁଣି ବିଜେଡିକୁ ଶକ୍ତ ଧକ୍କା। ପଦ ଛାଡିଛନ୍ତି ଦଳର ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ। ଦଳର ସିନିୟର୍ ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି ଇସ୍ତଫାପତ୍ର।
Advertisment
ଦଳ ତାଙ୍କୁ ଗୁରୁତ୍ବ ଦେଉନଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ବିଜୁବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ସେ ଚିଠିରେ ଲେଖିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/11/25/debashish-samantray-2025-11-25-10-39-51.jpg)