/odishatv-khabar/media/post_attachments/uploadimage/library/16_9/16_9_0/Byomkesh-Ray_1625375957.jpg)
Byomkesh Ray
ଚାନ୍ଦବାଲି: ଚାନ୍ଦବାଲିର (Chandbali) ବିଜେଡି ବିଧାୟକ ବ୍ୟୋମକେଶ ରାୟ (Byomkesh Ray) କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ବିଧାୟକ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି।
Advertisment
ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଆଇସୋଲେସନରେ ରହିବାକୁ ବିଧାୟକ ପରାମର୍ଶ ଦେଇଛନ୍ତି।
ଭଗବାନଙ୍କ ଆଶୀର୍ବାଦରୁ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ଚାନ୍ଦବାଲିର ବନ୍ୟା ପ୍ରଭାବିତ ଲୋକମାନଙ୍କୁ ସାହାଯ୍ୟ ନ କରିପାରିବାରୁ ବିଧାୟକ Byomkesh ଦୁଃଖ ପ୍ରକାଶ କରିଛନ୍ତି।
Advertisment
/odishatv-khabar/media/post_attachments/wp-content/uploads/2020/08/EguWa4iUcAA0Lpd.jpg)
ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଆଉ 10 କରୋନା ମୃତ୍ୟୁ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)