asana
Advertisment
ଭୁବନେଶ୍ୱର : ଆସନ୍ତା ଏପ୍ରିଲ୍ ୧୧ ଓ ୧୮ରେ ଓଡ଼ିଶାରେ ଲୋକସଭା ଓ ବିଧାନସଭା ଲାଗି ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ତେବେ ଏହି ଦୁଇ ପର୍ଯ୍ୟାୟ ପାଇଁ ତଥା ୬୩ଟି ବିଧାନ ସଭା ଓ ୯ଟି ଲୋକସଭା ଲାଗି ବିଜେଡି ଏଯାଏଁ ପ୍ରାର୍ଥୀ ଘୋଷଣା କରିପାରି ନାହିଁ।
Advertisment
ଏହି ୯ଟି ଲୋକସଭା ଆସନ ହେଲା ଲାଞ୍ଜିଗଡ଼, ଝରିଗାଁ ଓ ମାଲକାନଗିରି, ପଟ୍ଟାଙ୍ଗି, ବ୍ରଜରାଜନଗର, ବୀରମିତ୍ରପୁର, ଲୋଇସିଂହା, ବଲାଙ୍ଗିର ଓ ଫୁଲବାଣୀ।
ତେବେ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିବାର ସଂଭାବନା ରହିଛି। ସେହିପରି ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପାଇଁ ମଧ୍ୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇପାରେ ବୋଲି ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/asana_1626339295.jpg)