Advertisment

ଆଜି ଘୋଷଣା ହୋଇପାରେ ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ଆଜି ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ଦଳ ପ୍ରଥମ ଦୁଇ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସମସ୍ତ ୯ ଲୋକସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ କେବଳ ୫୪ଟି ବିଧାନସଭା ଆସନ ଲାଗି ଟିକେଟ୍ ଘୋଷଣା କରିଛି। ପ୍ରଥମ ଦୁଇ ପର୍ଯ୍ୟାୟର ୯ଟି ଆସନକୁ ମିଶାଇ ଦଳ ଆହୁରି ୯୩ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବାକୁ ବାକି ଅଛି। ତେବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ […]

ଆଜି ଘୋଷଣା ହୋଇପାରେ ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

BJD-OFFICE

Advertisment

ଭୁବନେଶ୍ୱର: ଆଜି ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ଦଳ ପ୍ରଥମ ଦୁଇ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସମସ୍ତ ୯ ଲୋକସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ କେବଳ ୫୪ଟି ବିଧାନସଭା ଆସନ ଲାଗି ଟିକେଟ୍ ଘୋଷଣା କରିଛି।

Advertisment

ପ୍ରଥମ ଦୁଇ ପର୍ଯ୍ୟାୟର ୯ଟି ଆସନକୁ ମିଶାଇ ଦଳ ଆହୁରି ୯୩ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବାକୁ ବାକି ଅଛି। ତେବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଖୁବଶୀଘ୍ର ଟିକେଟ୍‌ ଘୋଷଣା ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ