Advertisment

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ଭୁବନେଶ୍ୱର: କୋଭିଡ୍ ମହାମାରୀ ସଂପର୍କରେ ଗାନ୍ଧି ଜୟନ୍ତୀରୁ ସଚେତନତା ଅଭିଯାନ ଆରମ୍ଭ କରିବ ବିଜେଡି। ଏନେଇ ଦଳୀୟ କର୍ମୀ, ବିଧାୟକ, ସାଂସଦ, କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଚିଠି ଲେଖି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅକ୍ଟୋବର ୨ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ମାସେ ବ୍ୟାପୀ ଚାଲିବାକୁ ଥିବା ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇ ଦଳର ପ୍ରତ୍ୟେକ ବିଧାୟକ ପଞ୍ଚାୟତ ସ୍ତରରେ ମାସ୍କ ବଣ୍ଟନ ସହ ଲୋକଙ୍କୁ […]

author-image
Abinash Pati
ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

coronavirus

ଭୁବନେଶ୍ୱର: କୋଭିଡ୍ ମହାମାରୀ ସଂପର୍କରେ ଗାନ୍ଧି ଜୟନ୍ତୀରୁ ସଚେତନତା ଅଭିଯାନ ଆରମ୍ଭ କରିବ ବିଜେଡି। ଏନେଇ ଦଳୀୟ କର୍ମୀ, ବିଧାୟକ, ସାଂସଦ, କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଚିଠି ଲେଖି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ଅକ୍ଟୋବର ୨ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ମାସେ ବ୍ୟାପୀ ଚାଲିବାକୁ ଥିବା ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇ ଦଳର ପ୍ରତ୍ୟେକ ବିଧାୟକ ପଞ୍ଚାୟତ ସ୍ତରରେ ମାସ୍କ ବଣ୍ଟନ ସହ ଲୋକଙ୍କୁ ସଚେତନ କରିବେ।

କୋଭିଡ୍ ନିୟମ ପାଳନ ସହ ବିଧାୟକମାନେ ଟେଷ୍ଟିଂରେ ସହଯୋଗ କରିବେ ଏବଂ ଆଗଧାଡ଼ିର କୋଭିଡ୍ ଯୋଦ୍ଧାମାନଙ୍କୁ ଉତ୍ସାହିତ କରିବା ସହିତ ସମ୍ମାନ ପ୍ରଦର୍ଶନ କରିବେ ବୋଲି ଚିଠିରେ ଉଲ୍ଲେଖ କରିବା ସହ ପ୍ଲାଜ୍ମା ଦାନ ପାଇଁ ବହୁ ସଂଖ୍ୟାରେ ଆଗେଇ ଆସିବାକୁ ମଧ୍ୟ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Advertisment
Advertisment
Advertisment