Advertisment

ବସ୍ତାରେ ବିଜେଡି ପ୍ରାର୍ଥୀ ନିତ୍ୟାନନ୍ଦ ସାହୁଙ୍କୁ ବିରୋଧ

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନମଣ୍ଡଳୀରେ ବିଜେଡିରୁ ନିତ୍ୟାନନ୍ଦ ସାହୁଙ୍କୁ ଟିକେଟ୍‌ ମିଳିବା ପରେ ଆଶାୟୀ ପ୍ରାର୍ଥୀ ରବୀନ୍ଦ୍ର ଅଣ୍ଡିଆଙ୍କ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଟିକେଟ୍‌ ଘୋଷଣାକୁ ନେଇ ଜିଲ୍ଲା ପରିଷଦ ସଦସ୍ୟ ରବୀନ୍ଦ୍ରଙ୍କ ସମର୍ଥକ ବାଲିଆପାଳ ପାରୁଳିଆ ଛକ ନିକଟରେ ସାଂସଦ ରବୀନ୍ଦ୍ର କୁମାର ଜେନା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ଏଥିସହ ସାଂସଦ ଓ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମଧ୍ୟ ନାରାବାଜି କରିଛନ୍ତି।

author-image
Jyotsnamayee Pradhan
ବସ୍ତାରେ ବିଜେଡି ପ୍ରାର୍ଥୀ ନିତ୍ୟାନନ୍ଦ ସାହୁଙ୍କୁ ବିରୋଧ

bls

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନମଣ୍ଡଳୀରେ ବିଜେଡିରୁ ନିତ୍ୟାନନ୍ଦ ସାହୁଙ୍କୁ ଟିକେଟ୍‌ ମିଳିବା ପରେ ଆଶାୟୀ ପ୍ରାର୍ଥୀ ରବୀନ୍ଦ୍ର ଅଣ୍ଡିଆଙ୍କ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

Advertisment

ଟିକେଟ୍‌ ଘୋଷଣାକୁ ନେଇ ଜିଲ୍ଲା ପରିଷଦ ସଦସ୍ୟ ରବୀନ୍ଦ୍ରଙ୍କ ସମର୍ଥକ ବାଲିଆପାଳ ପାରୁଳିଆ ଛକ ନିକଟରେ ସାଂସଦ ରବୀନ୍ଦ୍ର କୁମାର ଜେନା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ଏଥିସହ ସାଂସଦ ଓ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମଧ୍ୟ ନାରାବାଜି କରିଛନ୍ତି।

Advertisment
Advertisment