Advertisment

ନାମାଙ୍କନପତ୍ର ଦାଖଲ କଲେ ବିଜେପିର ବରିଷ୍ଠ ନେତା ଦାମୋଦର ରାଉତ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା):  ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ। ଜଗତସିଂହପୁର ଜିଲ୍ଲାର ୪ଟି ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଚାଲିଛି। ବାଲିକୁଦା-ଏର୍‌ସମା ଆସନ ପାଇଁ ବିଜେପିର ବରିଷ୍ଠ ନେତା ଦାମୋଦର ରାଉତ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

author-image
Sangita Sahu
ନାମାଙ୍କନପତ୍ର ଦାଖଲ କଲେ ବିଜେପିର ବରିଷ୍ଠ ନେତା ଦାମୋଦର ରାଉତ

damodara

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା):  ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ। ଜଗତସିଂହପୁର ଜିଲ୍ଲାର ୪ଟି ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଚାଲିଛି।

Advertisment

ବାଲିକୁଦା-ଏର୍‌ସମା ଆସନ ପାଇଁ ବିଜେପିର ବରିଷ୍ଠ ନେତା ଦାମୋଦର ରାଉତ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

Advertisment
Advertisment