Advertisment

୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେପି

ଭୁବନେଶ୍ୱର: ଆଜି ବିଜେପି ଦୁଇଟି ଲୋକସଭା ସହ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଦୀନେଶ ଜୈନ, ରେଢ଼ାଖୋଲ ପାଇଁ ଦେବେନ୍ଦ୍ର ମହାପାତ୍ର, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଆସନରୁ ଜିଲ୍ଲା ସଭାପତି ବଦ୍ରିନାରାୟଣ ଧଳଙ୍କୁ ଦଳ ଟିକେଟ୍‌ ପ୍ରଦାନ କରିଛି ଦଳ। ସେହିପରି ଭଦ୍ରକ ବିଧାନସଭା ଆସନରେ ଡାକ୍ତର ପ୍ରଦୀପ ନାୟକଙ୍କୁ ବିଜେପି ପ୍ରାର୍ଥୀ କରିଛି। ପ୍ରଦୀପ ୨୦୧୪ ନିର୍ବାଚନରେ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ। ଫୁଲବାଣୀ […]

୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେପି

BJP

Advertisment

ଭୁବନେଶ୍ୱର: ଆଜି ବିଜେପି ଦୁଇଟି ଲୋକସଭା ସହ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଦୀନେଶ ଜୈନ, ରେଢ଼ାଖୋଲ ପାଇଁ ଦେବେନ୍ଦ୍ର ମହାପାତ୍ର, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଆସନରୁ ଜିଲ୍ଲା ସଭାପତି ବଦ୍ରିନାରାୟଣ ଧଳଙ୍କୁ ଦଳ ଟିକେଟ୍‌ ପ୍ରଦାନ କରିଛି ଦଳ।

Advertisment

ସେହିପରି ଭଦ୍ରକ ବିଧାନସଭା ଆସନରେ ଡାକ୍ତର ପ୍ରଦୀପ ନାୟକଙ୍କୁ ବିଜେପି ପ୍ରାର୍ଥୀ କରିଛି। ପ୍ରଦୀପ ୨୦୧୪ ନିର୍ବାଚନରେ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ।

ଫୁଲବାଣୀ ଆସନ ପାଇଁ ଦେବନାରାୟଣ ପ୍ରଧାନ, ପାରାଦୀପରୁ ସମ୍ପଦ ସ୍ୱାଇଁ ବିଜେପି ପ୍ରାର୍ଥୀ ହୋଇଛନ୍ତି।

Advertisment

ଭୁବନେଶ୍ୱର ଜୟଦେବ ଆସନରୁ ନରେନ୍ଦ୍ର ନାୟକଙ୍କୁ ଟିକେଟ୍‌ ମିଳିଛି। ଜଟଣୀରେ ବିଶ୍ୱରଞ୍ଜନ ବଡ଼ଜେନା ଓ ବେଗୁନିଆରୁ ରିଷଭ ନନ୍ଦଙ୍କୁ ବିଜେପି ପ୍ରାର୍ଥୀ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ