Advertisment

କନ୍ଧମାଳରୁ ଖାରବେଳ ଓ କଟକରୁ ପ୍ରକାଶ ବିଜେପି ଲୋକସଭା ପ୍ରାର୍ଥୀ

ଭୁବନେଶ୍ୱର: ଆଜି ବିଜେପି ଦୁଇଟି ଲୋକସଭା ଏବଂ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଆଜି ବିଜେପିକୁ ଫେରିଥିବା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ କନ୍ଧମାଳ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ହେବେ। ସେହିପରି ଗତକାଲି ଦଳରେ ସାମିଲ ହୋଇଥିବା ପୂର୍ବତନ ପୁଲିସ୍‌ ଡିଜି ପ୍ରକାଶ ମିଶ୍ର କଟକ ଲୋକସଭା ଆସନରୁ ବିଜେପିର ପ୍ରାର୍ଥୀ ହେବେ।

କନ୍ଧମାଳରୁ ଖାରବେଳ ଓ କଟକରୁ ପ୍ରକାଶ ବିଜେପି ଲୋକସଭା ପ୍ରାର୍ଥୀ

kharabela

Advertisment

ଭୁବନେଶ୍ୱର: ଆଜି ବିଜେପି ଦୁଇଟି ଲୋକସଭା ଏବଂ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।

Advertisment

ଆଜି ବିଜେପିକୁ ଫେରିଥିବା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ କନ୍ଧମାଳ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ହେବେ। ସେହିପରି ଗତକାଲି ଦଳରେ ସାମିଲ ହୋଇଥିବା ପୂର୍ବତନ ପୁଲିସ୍‌ ଡିଜି ପ୍ରକାଶ ମିଶ୍ର କଟକ ଲୋକସଭା ଆସନରୁ ବିଜେପିର ପ୍ରାର୍ଥୀ ହେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ