bhadrak
Advertisment
ଭୁବନେଶ୍ୱର: ଆଜି ବିଜେପି ୧୧ ବିଧାନସଭା ଓ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।
Advertisment
ମୟୂରଭଞ୍ଜ ଲୋକସଭା ଆସନ ପାଇଁ ବିଶ୍ୱେଶ୍ୱର ଟୁଡୁ ପ୍ରାର୍ଥୀ ହୋଇଥିବା ବେଳେ ଭଦ୍ରକ ପାଇଁ ଅଭିମନ୍ୟୁ ସେଠୀ ଓ ଯାଜପୁର ପାଇଁ ଅମୀୟ ମଲ୍ଲିକ ପ୍ରାର୍ଥୀ ହୋଇଛନ୍ତି।
ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୯ ତାରିଖରେ ବିଜେପି ଦୁଇଟି ଲୋକସଭା ଏବଂ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bhadrak-12_1626759587.jpg)