Advertisment

ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି

ଭୁବନେଶ୍ୱର: ଆସନ୍ତା ମାସରୁ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଘୋଷଣା କରିପାରେ। ଏନେଇ ଗତକାଲି ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ବୈଠକରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୯୧ ଲୋକସଭା ସହ ଆଉ କିଛି  ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଚୂଡ଼ାନ୍ତ ହୋଇଥିବା କୁହାଯାଉଛି। ଏହା ଭିତରେ ଓଡ଼ିଶାର ୪ଟି ଲୋକସଭା ଆସନ ମଧ୍ୟ ରହିଛି। ସେହିପରି ଓଡ଼ିଶାର […]

ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି

BJP

Advertisment

ଭୁବନେଶ୍ୱର: ଆସନ୍ତା ମାସରୁ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଘୋଷଣା କରିପାରେ। ଏନେଇ ଗତକାଲି ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ବୈଠକରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୯୧ ଲୋକସଭା ସହ ଆଉ କିଛି  ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଚୂଡ଼ାନ୍ତ ହୋଇଥିବା କୁହାଯାଉଛି।

Advertisment

ଏହା ଭିତରେ ଓଡ଼ିଶାର ୪ଟି ଲୋକସଭା ଆସନ ମଧ୍ୟ ରହିଛି। ସେହିପରି ଓଡ଼ିଶାର ବିଧାନସଭା ଆସନ ଲାଗି ମଧ୍ୟ ପ୍ରାର୍ଥୀଙ୍କ ନାଁ ଉପରେ ମୋହର ବାଜିଥିବା କୁହାଯାଉଛି। ତେଣୁ ଆଜି ବିଜେପି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବା ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ