Advertisment

ସାଂସଦ ଅନୁଭବ ମହାନ୍ତିଙ୍କ କୁଶପୁତ୍ତଳିକା ଦାହ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହିଳା ମୋର୍ଚ୍ଚା ପକ୍ଷରୁ ତିନିମୁହାଁଣି ଛକଠାରେ ଆଜି ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ ଜିଲ୍ଲା ମହିଳା ମୋର୍ଚ୍ଚା ଅନୁଭବଙ୍କର କୁଶପୁତ୍ତଳିକା ମଧ୍ୟ ଦାହ କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ସଭାପତି କିଶୋର ପଣ୍ଡା, ବିଧାୟକ ପ୍ରାର୍ଥୀ ସୁନାକର ବେହେରାଙ୍କ ସହ ଜିଲ୍ଲାର ବିଜେପି ନେତୃବୃନ୍ଦ ଓ ଦଳୀୟ କର୍ମୀ ବିକ୍ଷୋଭରେ ସାମିଲ ହୋଇଥିଲେ। ପତ୍ନୀଙ୍କ ବିରୋଧରେ ଆଣିଥିବା ଅଭିଯୋଗ ପାଇଁ ଅନୁଭବଙ୍କୁ ସାଂସଦ ପଦରୁ ତୁରନ୍ତ ବହିଷ୍କାର […]

ସାଂସଦ ଅନୁଭବ ମହାନ୍ତିଙ୍କ କୁଶପୁତ୍ତଳିକା ଦାହ

kendrapara

Advertisment

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହିଳା ମୋର୍ଚ୍ଚା ପକ୍ଷରୁ ତିନିମୁହାଁଣି ଛକଠାରେ ଆଜି ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ ଜିଲ୍ଲା ମହିଳା ମୋର୍ଚ୍ଚା ଅନୁଭବଙ୍କର କୁଶପୁତ୍ତଳିକା ମଧ୍ୟ ଦାହ କରାଯାଇଛି।

Advertisment

କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ସଭାପତି କିଶୋର ପଣ୍ଡା, ବିଧାୟକ ପ୍ରାର୍ଥୀ ସୁନାକର ବେହେରାଙ୍କ ସହ ଜିଲ୍ଲାର ବିଜେପି ନେତୃବୃନ୍ଦ ଓ ଦଳୀୟ କର୍ମୀ ବିକ୍ଷୋଭରେ ସାମିଲ ହୋଇଥିଲେ।

ପତ୍ନୀଙ୍କ ବିରୋଧରେ ଆଣିଥିବା ଅଭିଯୋଗ ପାଇଁ ଅନୁଭବଙ୍କୁ ସାଂସଦ ପଦରୁ ତୁରନ୍ତ ବହିଷ୍କାର କରିବାକୁ ବିଜେପି ଦାବି କରିଛି। ତେବେ ଏ ସଂପର୍କରେ ଅନୁଭବ କିମ୍ବା ବିଜେଡିର ପ୍ରତିକ୍ରିୟା ମିଳିପାରି ନାହିଁ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ