Advertisment

'ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି'

ଭୁବନେଶ୍ଵର:  ଓଡ଼ିଶାରେ କରୋନା  ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ। ରବିବାର ଲୋକସଭା ଆଲୋଚନାରେ ଭାଗ ନେଇ ଓଡ଼ିଶାରେ ସ୍ଵାସ୍ଥ୍ୟବସ୍ଥା ନେଇ ଟାର୍ଗେଟ୍ କରିଛନ୍ତି। ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି ବୋଲି କହିଥିଲେ ସୁରେଶ ପୂଜାରୀ। ଓ୍ବାଶିଂଟନ ୟୁନିଭର୍ସିଟିର ତଥ୍ୟ ଅନୁସାରେ ଜାନୁଆରୀ ସୁଦ୍ଧା ଓଡ଼ିଶାରେ ୧୧ ହଜାର ମୃତ୍ୟୁ ଆଶଙ୍କା ରହିଛି।  ଦିଲ୍ଲୀରେ ଯେପରି କେନ୍ଦ୍ର ସରକାର ଦାୟିତ୍ୱ ନେଇ ସ୍ଥିତି ସମ୍ଭାଳଥିଲେ ଓଡ଼ିଶାରେ ସେପରି ହେଉ ବୋଲି ସେ […]

ଅଦ୍ୟତନ ହୋଇଛି
'ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି'

suresh

Advertisment

ଭୁବନେଶ୍ଵର:  ଓଡ଼ିଶାରେ କରୋନା  ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ। ରବିବାର ଲୋକସଭା ଆଲୋଚନାରେ ଭାଗ ନେଇ ଓଡ଼ିଶାରେ ସ୍ଵାସ୍ଥ୍ୟବସ୍ଥା ନେଇ ଟାର୍ଗେଟ୍ କରିଛନ୍ତି। ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି ବୋଲି କହିଥିଲେ ସୁରେଶ ପୂଜାରୀ।

Advertisment

ଓ୍ବାଶିଂଟନ ୟୁନିଭର୍ସିଟିର ତଥ୍ୟ ଅନୁସାରେ ଜାନୁଆରୀ ସୁଦ୍ଧା ଓଡ଼ିଶାରେ ୧୧ ହଜାର ମୃତ୍ୟୁ ଆଶଙ୍କା ରହିଛି।  ଦିଲ୍ଲୀରେ ଯେପରି କେନ୍ଦ୍ର ସରକାର ଦାୟିତ୍ୱ ନେଇ ସ୍ଥିତି ସମ୍ଭାଳଥିଲେ ଓଡ଼ିଶାରେ ସେପରି ହେଉ ବୋଲି ସେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ।

ଓଡ଼ିଶା ସରକାର ଟେଷ୍ଟିଂ, ଟ୍ରେସିଂ, ଟ୍ରିଟମେଣ୍ଟରେ ପୂରା ବିଫଳ ହୋଇଛନ୍ତି, ତେଣୁ କେନ୍ଦ୍ର ସ୍ଵାସ୍ଥ୍ୟ ବିଭାଗ ଓଡ଼ିଶାର କରୋନା ସ୍ଥିତି ସମ୍ଭାଳୁ ସାଂସଦ ସୁରେଶ ପୂଜାରୀ ବୋଲି କହିଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ