/odishatv-khabar/media/post_attachments/uploadimage/library/16_9/16_9_0/jp-nadda_1625088167.jpg)
jp nadda
ଭୁବନେଶ୍ୱର: ଓଡ଼ିଶା ଆସିପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଜାନୁଆରୀ କିମ୍ବା ଫେବ୍ରୁଆରୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିପାରନ୍ତି ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
Advertisment
ସଂଗଠନ, ମିଶନ-୧୨୦, ଡବଲ ଇଞ୍ଜିନ ନେଇ ଆଲୋଚନା ହୋଇପାରେ। ଏହାସହ ରାଜ୍ୟରେ ବିଜେପିର ସ୍ଥିତି ସୁଦୃଢ ପାଇଁ ଆଲୋଚନା ସହ ବିଜେପିର ବରିଷ୍ଠ ପଦାଧିକାରୀଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ସମୀକ୍ଷା କରିପାରନ୍ତି ବୋଲି ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)