BJP
Advertisment
ଭୁବନେଶ୍ୱର: ଚଳିତ ସାଧାରଣ ନିର୍ବାଚନରେ ବିଜେପି ଓଡ଼ିଶାରେ ୨୧ରୁ ୨୧ ଲୋକସଭା ଆସନ ଜିତିବା ନେଇ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଦଳର ରାଜ୍ୟ ପ୍ରଭାରୀ ଅରୁଣ ସିଂହ।
Advertisment
ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି,“ ମୈଦାନ ପ୍ରସ୍ତୁତ ରହିଛି ଏବଂ ଏଥର ନବୀନ ନିଶ୍ଚୟ ହାରିବେ।”
ଅରୁଣ ସିଂହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଆହୁରି କହିଛନ୍ତି, “ସେ ଥକି ଗଲେଣି। ତେଣୁ ଜଣେ ପ୍ରଶାସନିକ ଅଧିକାରୀଙ୍କୁ ଧରି ଶାସନ ଚଳାଇଛନ୍ତି। ଚଳିତ ବର୍ଷ ସାଧାରଣ ନିର୍ବାଚନରେ ବିଜେପି ୨୧ରୁ ୨୧ ଲୋକସଭା ଆସନ ହାତେଇବ।”
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/BJP-001_1626759274.jpg)