/odishatv-khabar/media/post_attachments/uploadimage/library/16_9/16_9_0/kalahandi-12-1_1626758908.jpg)
kalahandi
ଭବାନୀପାଟଣା(ରାଜକୁମାର ସିଂହଦେଓ): କଳାହାଣ୍ଡି ଲୋକସଭା ଆସନ ପାଇଁ ୩ ଦଳର ପ୍ରାର୍ଥୀ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେପିରୁ ରାଜ୍ୟ ସଭାପତି ବସନ୍ତ ପଣ୍ଡା, କଂଗ୍ରେସରୁ ଭକ୍ତ ଚରଣ ଦାସ ଓ ବିଜେଡିରୁ ପୁଷ୍ପେନ୍ଦ୍ର ସିଂଦେଓ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।
Advertisment
/odishatv-khabar/media/post_attachments/wp-content/uploads/2019/03/kalahandi-231.jpg)
ଭବାନୀପାଟଣା ନିର୍ବାଚନ ଅଧିକାରୀଙ୍କ ପାଖରେ ନିଜ ନିଜ କର୍ମୀ ଓ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)