Advertisment

ପ୍ରାର୍ଥିପତ୍ର ଦାଖଲ କଲେ ବସନ୍ତ, ଭକ୍ତ ଓ ପୁଷ୍ପେନ୍ଦ୍ର

ଭବାନୀପାଟଣା(ରାଜକୁମାର ସିଂହଦେଓ): କଳାହାଣ୍ଡି ଲୋକସଭା ଆସନ ପାଇଁ  ୩ ଦଳର ପ୍ରାର୍ଥୀ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେପିରୁ ରାଜ୍ୟ ସଭାପତି ବସନ୍ତ ପଣ୍ଡା, କଂଗ୍ରେସରୁ ଭକ୍ତ ଚରଣ ଦାସ ଓ ବିଜେଡିରୁ ପୁଷ୍ପେନ୍ଦ୍ର ସିଂଦେଓ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଭବାନୀପାଟଣା ନିର୍ବାଚନ ଅଧିକାରୀଙ୍କ ପାଖରେ ନିଜ ନିଜ କର୍ମୀ ଓ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଛନ୍ତି।

ପ୍ରାର୍ଥିପତ୍ର ଦାଖଲ କଲେ ବସନ୍ତ, ଭକ୍ତ ଓ ପୁଷ୍ପେନ୍ଦ୍ର

kalahandi

Advertisment

ଭବାନୀପାଟଣା(ରାଜକୁମାର ସିଂହଦେଓ): କଳାହାଣ୍ଡି ଲୋକସଭା ଆସନ ପାଇଁ  ୩ ଦଳର ପ୍ରାର୍ଥୀ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେପିରୁ ରାଜ୍ୟ ସଭାପତି ବସନ୍ତ ପଣ୍ଡା, କଂଗ୍ରେସରୁ ଭକ୍ତ ଚରଣ ଦାସ ଓ ବିଜେଡିରୁ ପୁଷ୍ପେନ୍ଦ୍ର ସିଂଦେଓ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

Advertisment

kalahandi

ଭବାନୀପାଟଣା ନିର୍ବାଚନ ଅଧିକାରୀଙ୍କ ପାଖରେ ନିଜ ନିଜ କର୍ମୀ ଓ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ