Advertisment

ରାଜ୍ୟ ବିଜେପିର ନୂଆ ସଭାପତି ପଦବୀକୁ ନେଇ କସରତ

ଭୁବନେଶ୍ୱର : ରାଜ୍ୟ ବିଜେପିର ନୂଆ ସଭାପତି ନିର୍ବାଚନ ପାଇଁ ଆସନ୍ତାକାଲି ହେବ ନାମାଙ୍କନ। ଏ ନେଇ ରାଜ୍ୟ ବିଜେପି ପକ୍ଷରୁ ସୂଚନା ମିଳିଛି। ଆସନ୍ତାକାଲି ଦଳର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଆଶାୟୀ ପ୍ରାର୍ଥୀ ମାନେ ଅପରାହ୍ନ ୩ଟା ବେଳେ ନାମାଙ୍କନ ପତ୍ର ଦାଖଲ କରିବେ। ଏହାପରେ ୪ଟା ୩୦ରୁ ୫ଟା ମଧ୍ୟରେ ନାମାଙ୍କନ ଯାଞ୍ଚ କରାଯିବ। ଏହାପରେ ଆବଶ୍ୟକ ପଡ଼ିଲେ ୧୭ ତାରିଖ ଦିନ ନିର୍ବାଚନ ହେବ ବୋଲି ଏହି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି […]

ରାଜ୍ୟ ବିଜେପିର ନୂଆ ସଭାପତି ପଦବୀକୁ ନେଇ କସରତ

bjp

Advertisment

ଭୁବନେଶ୍ୱର : ରାଜ୍ୟ ବିଜେପିର ନୂଆ ସଭାପତି ନିର୍ବାଚନ ପାଇଁ ଆସନ୍ତାକାଲି ହେବ ନାମାଙ୍କନ। ଏ ନେଇ ରାଜ୍ୟ ବିଜେପି ପକ୍ଷରୁ ସୂଚନା ମିଳିଛି। ଆସନ୍ତାକାଲି ଦଳର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଆଶାୟୀ ପ୍ରାର୍ଥୀ ମାନେ ଅପରାହ୍ନ ୩ଟା ବେଳେ ନାମାଙ୍କନ ପତ୍ର ଦାଖଲ କରିବେ।

Advertisment

ଏହାପରେ ୪ଟା ୩୦ରୁ ୫ଟା ମଧ୍ୟରେ ନାମାଙ୍କନ ଯାଞ୍ଚ କରାଯିବ। ଏହାପରେ ଆବଶ୍ୟକ ପଡ଼ିଲେ ୧୭ ତାରିଖ ଦିନ ନିର୍ବାଚନ ହେବ ବୋଲି ଏହି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ହେଲେ ସହମତି ଭିତ୍ତିରେ ସଭାପତି ନିର୍ବାଚନ ପାଇଁ ଉଦ୍ୟମ ଚାଲିଥିବା ଜଣାପଡିଛି ।

ବିଜେପିର ଦୁଇ ବରିଷ୍ଠ ନେତା ସମୀର ମହାନ୍ତି ଏବଂ ପୃଥ୍ୱୀରାଜ ହରିଚନ୍ଦନଙ୍କ ମଧ୍ୟରୁ ଜଣେ କିଏ ସଭାପତି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଆସନ୍ତା ୨୦ ତାରିଖରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନିର୍ବାଚନ ହେବ। ତାପୂର୍ବରୁ ବିଭିନ୍ନ ରାଜ୍ୟର ଦଳୀୟ ସଭାପତିଙ୍କ ନିର୍ବାଚନ ଚାଲିଛି। ଏହି କ୍ରମରେ ଆସନ୍ତା ୧୭ ତାରିଖ ମଧ୍ୟରେ ଓଡ଼ିଶାର ବିଜେପି ସଭାପତ ନିର୍ବାଚନ ସାରିବାକୁ ଯୋଜନା ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ