Advertisment

ଅନନ୍ତ ନାରାୟଣଙ୍କ ପ୍ରାର୍ଥିତ୍ୱକୁ ବିଜେପିର ବିରୋଧ

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ପ୍ରାର୍ଥିତ୍ୱକୁ ବିଜେପି ପକ୍ଷରୁ ବିରୋଧ କରାଯାଇଛି। ଅନନ୍ତଙ୍କ ନାଁରେ ହତ୍ୟା ଓ ଯୌନ କେଳେଙ୍କାରୀ  ଭଳି ସଙ୍ଗୀନ ଅଭିଯୋଗ ଥିଲେ ମଧ୍ୟ ବିଜେଡି ପକ୍ଷରୁ ତାଙ୍କୁ ପ୍ରାର୍ଥୀ କରାଯିବା ନିନ୍ଦନୀୟ ବୋଲି ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଅଭିଯୋଗ ହୋଇଛି। ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନା ନାମାଙ୍କନ ଦାଖଲ ବେଳେ ସଠିକ୍‌ ତଥ୍ୟ ଦେଇ ନଥିବା ଅଭିଯୋଗ କରି ତାଙ୍କ […]

ଅନନ୍ତ ନାରାୟଣଙ୍କ ପ୍ରାର୍ଥିତ୍ୱକୁ ବିଜେପିର ବିରୋଧ

ananta

Advertisment

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ପ୍ରାର୍ଥିତ୍ୱକୁ ବିଜେପି ପକ୍ଷରୁ ବିରୋଧ କରାଯାଇଛି। ଅନନ୍ତଙ୍କ ନାଁରେ ହତ୍ୟା ଓ ଯୌନ କେଳେଙ୍କାରୀ  ଭଳି ସଙ୍ଗୀନ ଅଭିଯୋଗ ଥିଲେ ମଧ୍ୟ ବିଜେଡି ପକ୍ଷରୁ ତାଙ୍କୁ ପ୍ରାର୍ଥୀ କରାଯିବା ନିନ୍ଦନୀୟ ବୋଲି ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଅଭିଯୋଗ ହୋଇଛି।

Advertisment

ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନା ନାମାଙ୍କନ ଦାଖଲ ବେଳେ ସଠିକ୍‌ ତଥ୍ୟ ଦେଇ ନଥିବା ଅଭିଯୋଗ କରି ତାଙ୍କ ପ୍ରାର୍ଥିପତ୍ର ନାକଚ କରିବା ପାଇଁ ବିଜେପି ପକ୍ଷରୁ ଦାବି ହୋଇଛି। ଏନେଇ ବିଜେପି କର୍ମୀମାନେ ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟ ସାମ୍ନାରେ ପ୍ରତିବାଦ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ