Advertisment

ଆଜି ଘୋଷଣା ହୋଇପାରେ ବିଜେପିର ପ୍ରାର୍ଥୀ ତାଲିକା

ଭୁ‍ବନେଶ୍ୱର: ଆଜି ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ପ୍ରାର୍ଥୀଙ୍କୁ ଦଳୀୟ ଟିକେଟ୍‌ ନେଇ ଗତକାଲି ରାତିରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସହ ଅନ୍ୟ ପ୍ରମୁଖ ପଦାଧିକାରୀ ସାମିଲ ହୋଇଥିଲେ। ଆଶାୟୀଙ୍କ ନାଁକୁ ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି। ଗତ ମଙ୍ଗଳବାର ମଧ୍ୟ ବିଳମ୍ବିତ ରାତି ଯାଏ ଓଡ଼ିଶା ସମେତ ୧୦ଟି ରାଜ୍ୟର ପ୍ରାର୍ଥୀଙ୍କ ନାଁ ଚୟନ ନେଇ ଦିଲ୍ଲୀ […]

ଆଜି ଘୋଷଣା ହୋଇପାରେ ବିଜେପିର ପ୍ରାର୍ଥୀ ତାଲିକା

bjp

Advertisment

ଭୁ‍ବନେଶ୍ୱର: ଆଜି ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ପ୍ରାର୍ଥୀଙ୍କୁ ଦଳୀୟ ଟିକେଟ୍‌ ନେଇ ଗତକାଲି ରାତିରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସହ ଅନ୍ୟ ପ୍ରମୁଖ ପଦାଧିକାରୀ ସାମିଲ ହୋଇଥିଲେ।

Advertisment

ଆଶାୟୀଙ୍କ ନାଁକୁ ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି। ଗତ ମଙ୍ଗଳବାର ମଧ୍ୟ ବିଳମ୍ବିତ ରାତି ଯାଏ ଓଡ଼ିଶା ସମେତ ୧୦ଟି ରାଜ୍ୟର ପ୍ରାର୍ଥୀଙ୍କ ନାଁ ଚୟନ ନେଇ ଦିଲ୍ଲୀ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ବସିଥିଲା। ଏହି ବୈଠକରେ ଓଡ଼ିଶା ସମେତ ୧୦ଟି ରାଜ୍ୟର ପ୍ରାର୍ଥୀ ଚୟନ ଚୂଡ଼ାନ୍ତ ହୋଇଥିବା ଆଶା କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ