Advertisment

ଟିଟିଲାଗଡ଼ରେ ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ବିଜେଡି ନେତା ଓ କର୍ମୀ

ଟିଟିଲାଗଡ଼(ମାନସ ରଞ୍ଜନ ମହାନ୍ତି): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଟିଟିଲାଗଡ଼ର ପୂର୍ବତନ ନଗରପାଳ ଓ ବିଜେଡି ନେତା ଶୁଭ୍ରାଂସୁ ଦାଶ ନିଜ ସମର୍ଥନଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି। ବଲାଙ୍ଗିର ବିଜେପି ଲୋକସଭା ପ୍ରାର୍ଥୀ ସଙ୍ଗୀତା ସିଂହଦେଓ, ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ଟିଟିଲାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ଅଶୋକ ଦୋରାଙ୍କ ଉପସ୍ଥିତିରେ ବିଜେଡି ନେତା ଓ କର୍ମୀ ସାମିଲ ହୋଇଛନ୍ତି। ଏହି ଅବସରରେ ଘଣ୍ଟାସୁନି ମନ୍ଦିର […]

author-image
Jyotsnamayee Pradhan
ଟିଟିଲାଗଡ଼ରେ ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ବିଜେଡି ନେତା ଓ କର୍ମୀ

bjp

ଟିଟିଲାଗଡ଼(ମାନସ ରଞ୍ଜନ ମହାନ୍ତି): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଟିଟିଲାଗଡ଼ର ପୂର୍ବତନ ନଗରପାଳ ଓ ବିଜେଡି ନେତା ଶୁଭ୍ରାଂସୁ ଦାଶ ନିଜ ସମର୍ଥନଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି।

Advertisment

ବଲାଙ୍ଗିର ବିଜେପି ଲୋକସଭା ପ୍ରାର୍ଥୀ ସଙ୍ଗୀତା ସିଂହଦେଓ, ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ଟିଟିଲାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ଅଶୋକ ଦୋରାଙ୍କ ଉପସ୍ଥିତିରେ ବିଜେଡି ନେତା ଓ କର୍ମୀ ସାମିଲ ହୋଇଛନ୍ତି।

ଏହି ଅବସରରେ ଘଣ୍ଟାସୁନି ମନ୍ଦିର ଛକଠାରୁ ଏକ ବିଶାଳ ମୋଟର ସାଇକେଲ ଶୋଭାଯାତ୍ରା ବାହାରି ଧର୍ମଶାଳାରେ ପହଞ୍ଚିବା ପରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।

Advertisment

Advertisment
Advertisment