Advertisment

ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା ପ୍ରକ୍ରିୟା

ଭୁବନେଶ୍ୱର:  ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା ପ୍ରକ୍ରିୟା।  ଚଳିତ ବର୍ଷ ରାଜ୍ୟରେ ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତା ଦେଖିବାକୁ ମୋଟ ୬୦ ମୂଲ୍ୟାୟନ କେନ୍ଦ୍ର ହୋଇଛି।  ଏଥର ୧୬ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ।  ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ ୫ରେ ଶେଷ ହେବ। ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ମୂଲ୍ୟାୟନ ଉପରେ ବିଶେଷ ଗୁରୁତ୍ୱ ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ।

author-image
Sangita Sahu
ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା ପ୍ରକ୍ରିୟା

school

ଭୁବନେଶ୍ୱର:  ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା ପ୍ରକ୍ରିୟା।  ଚଳିତ ବର୍ଷ ରାଜ୍ୟରେ ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତା ଦେଖିବାକୁ ମୋଟ ୬୦ ମୂଲ୍ୟାୟନ କେନ୍ଦ୍ର ହୋଇଛି।  ଏଥର ୧୬ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ।  ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ ୫ରେ ଶେଷ ହେବ।

Advertisment

ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ମୂଲ୍ୟାୟନ ଉପରେ ବିଶେଷ ଗୁରୁତ୍ୱ ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ।

Advertisment
Advertisment