school
Advertisment
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା ପ୍ରକ୍ରିୟା। ଚଳିତ ବର୍ଷ ରାଜ୍ୟରେ ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତା ଦେଖିବାକୁ ମୋଟ ୬୦ ମୂଲ୍ୟାୟନ କେନ୍ଦ୍ର ହୋଇଛି। ଏଥର ୧୬ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ। ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ ୫ରେ ଶେଷ ହେବ।
Advertisment
ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ମୂଲ୍ୟାୟନ ଉପରେ ବିଶେଷ ଗୁରୁତ୍ୱ ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/school-8_1626339435.jpg)