Advertisment

Odisha Extends Property Declaration: ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ, ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପରାମର୍ଶ

ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ। ଗ୍ରୁପ ଏ’ ଠାରୁ ଆରମ୍ଭ କରି ଗ୍ରୁପ୍ ଡି’ ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ। HRMS ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପରାମର୍ଶ। ୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ, ନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ।

author-image
Pramod Behera
Odisha Extends Property Declaration

ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ Photograph: (OTV)

ଓଡ଼ିଶା ସରକାରୀ କର୍ମଚାରୀଙ୍କ ପାଇଁ ପୁଣି ବଢିଲା ସମ୍ପତ୍ତି ତାଲିକା ଦାଖଲ ଅବଧି । ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ । ପୂର୍ବରୁ ଜାନୁଆରୀ ୩୧ ତାରିଖ ଯାଏ ଥିଲା ଡେଡଲାଇନ୍ । ଗ୍ରୁପ ଏ’ ଠାରୁ ଆରମ୍ଭ କରି ଗ୍ରୁପ୍ ଡି’ ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ । 

Advertisment

HRMS ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପରାମର୍ଶ । ୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ, ନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । GA ବିଭାଗ ପକ୍ଷରୁ ସବୁ ସରକାରୀ ବିଭାଗ, RDC, ଜିଲ୍ଲାପାଳଙ୍କୁ ଚିଠି ହୋଇଛି ।

  • ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନିର୍ଦ୍ଦେଶ
  • ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ
  • ଗ୍ରୁପ ଏ’ ଠାରୁ ଆରମ୍ଭ କରି ଗ୍ରୁପ୍ ଡି’ ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ
  • HRMS ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପରାମର୍ଶ
  • ୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ, ନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
  • GA ବିଭାଗ ପକ୍ଷରୁ ସବୁ ସରକାରୀ ବିଭାଗ, RDC, ଜିଲ୍ଲାପାଳଙ୍କୁ ଚିଠି
Advertisment
Government Employee Odisha Govt Odisha News
Advertisment
Advertisment