ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ Photograph: (OTV)
Advertisment
ଓଡ଼ିଶା ସରକାରୀ କର୍ମଚାରୀଙ୍କ ପାଇଁ ପୁଣି ବଢିଲା ସମ୍ପତ୍ତି ତାଲିକା ଦାଖଲ ଅବଧି । ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ । ପୂର୍ବରୁ ଜାନୁଆରୀ ୩୧ ତାରିଖ ଯାଏ ଥିଲା ଡେଡଲାଇନ୍ । ଗ୍ରୁପ ଏ’ ଠାରୁ ଆରମ୍ଭ କରି ଗ୍ରୁପ୍ ଡି’ ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ ।
Advertisment
HRMS ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପରାମର୍ଶ । ୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ, ନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । GA ବିଭାଗ ପକ୍ଷରୁ ସବୁ ସରକାରୀ ବିଭାଗ, RDC, ଜିଲ୍ଲାପାଳଙ୍କୁ ଚିଠି ହୋଇଛି ।
- ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନିର୍ଦ୍ଦେଶ
- ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ
- ଗ୍ରୁପ ଏ’ ଠାରୁ ଆରମ୍ଭ କରି ଗ୍ରୁପ୍ ଡି’ ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ
- HRMS ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପରାମର୍ଶ
- ୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ, ନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
- GA ବିଭାଗ ପକ୍ଷରୁ ସବୁ ସରକାରୀ ବିଭାଗ, RDC, ଜିଲ୍ଲାପାଳଙ୍କୁ ଚିଠି
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/23/odisha-extends-property-declaration-2026-02-23-17-56-01.jpg)