Advertisment

ସୁନ୍ଦରଗଡ଼ ବିଶ୍ରା ବ୍ଲକର କିଛି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ ଘୋଷଣା

ସୁନ୍ଦରଗଡ଼: ବିଶ୍ରା ବ୍ଲକରେ ଦୁଇ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହେବା ପରେ ବିଶ୍ରାର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ପ୍ରଶାସନ। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆସିଆନା କଲୋନୀ ଓ ଏହାର ଆଖପାଖ ଅଞ୍ଚଳକୁ ସିଲ୍ କରାଯାଇଛି। ଏ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟଟ୍ରେସିଂ ଲାଗି ଉଦ୍ୟମ ଜାରି ରହିଥିବାରୁ ଏ ଅଞ୍ଚଳକୁ ଯିବା ଆସିବା ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଡରେଇକେଲା ବସ ଷ୍ଟପରୁ ପୁରୁଣା ମାର୍କେଟ କଂପ୍ଲେକ୍ସ, ପୁରୁଣା ମାର୍କେଟ କମ୍ପ୍ଲେକ୍ସରୁ ବୁଡେଲଜୋର […]

ସୁନ୍ଦରଗଡ଼ ବିଶ୍ରା ବ୍ଲକର କିଛି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ ଘୋଷଣା

salk

Advertisment

ସୁନ୍ଦରଗଡ଼: ବିଶ୍ରା ବ୍ଲକରେ ଦୁଇ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହେବା ପରେ ବିଶ୍ରାର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ପ୍ରଶାସନ। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆସିଆନା କଲୋନୀ ଓ ଏହାର ଆଖପାଖ ଅଞ୍ଚଳକୁ ସିଲ୍ କରାଯାଇଛି।

Advertisment

ଏ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟଟ୍ରେସିଂ ଲାଗି ଉଦ୍ୟମ ଜାରି ରହିଥିବାରୁ ଏ ଅଞ୍ଚଳକୁ ଯିବା ଆସିବା ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି।

ଡରେଇକେଲା ବସ ଷ୍ଟପରୁ ପୁରୁଣା ମାର୍କେଟ କଂପ୍ଲେକ୍ସ, ପୁରୁଣା ମାର୍କେଟ କମ୍ପ୍ଲେକ୍ସରୁ ବୁଡେଲଜୋର ରେଲୱେ ଅଣ୍ଡର ପ୍ୟାସେଜ୍, ବୁଡେଲଜୋର ରେଲୱେ ଅଣ୍ଡର ପ୍ୟାସେଜ୍‌ରୁ ନୟା ବସ୍ତି, ନୟା ବସ୍ତିର ଭାରତ ପେଟ୍ରୋଲିୟମ୍ ଛକ, ଭାରତ ପେଟ୍ରୋଲିୟମ ଛକରୁ ଡରେଇକେଲା ବସ୍ ଷ୍ଟପ୍ ପର୍ଯ୍ୟନ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇଛି।

Advertisment

ଏ ଅଞ୍ଚଳରେ ସମସ୍ତ ଯାନ ବାହନ ଚଳାଚଳକୁ ବନ୍ଦ କରାଯାଇଛି। କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳରେ ଆସୁଥିବା ସମସ୍ତ ବାସିନ୍ଦା ଘର ଭିତରେ ରହିବେ। ଏମାନଙ୍କ ପ୍ରଶାସନ ସହାୟତାରେ ଅତ୍ୟାବଶ୍ୟକ ଯୋଗାଇ ଦିଆଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ