/odishatv-khabar/media/media_files/2026/03/10/odisha-assembly-2026-03-10-08-56-58.jpg)
Odisha Assembly Photograph: (OTV)
ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଆଜି ଦ୍ବିତୀୟ ଦିନ। ଆଜି 2026 -27 ଆର୍ଥିକ ବର୍ଷର ବଜେଟ ଅନୁଦାନ ଦାବି ଉପରେ ଆଲୋଚନା ହେବ। ପ୍ରଥମ ଦିନରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଛି।
Advertisment
ସେହିଭଳି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ଭଳି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି। ଶୁନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଉଭୟ ଶାସକ ଓ ବିରୋଧୀ ଦଳ ଉଠାଇବେ ବୋଲି ସୂଚନା ମିଳିଛି।
Advertisment



Related Articles
India Set to Sell Indigenous BrahMos Missile: ଭାରତ ବିକିବ ବ୍ରହ୍ମୋସ୍, ମିସାଇଲ୍ କିଣିବା ପାଇଁ ପ୍ରତିରକ୍ଷା ଚୁକ୍ତି ସ୍ୱାକ୍ଷରିତ
POSTED

LPG Crisis May Force Hotel Shutdowns: ଘୋର ସଙ୍କଟ; LPG ସିଲିଣ୍ଡର ଯୋଗାଣ ଠପ୍, ହୋଟେଲ୍ ବନ୍ଦ
POSTED

Iran Military Severely Weakened: ଦୁର୍ବଳ ହୋଇ ପଡିଛି ଇରାନ୍ ସେନାର ଶକ୍ତି; ଟ୍ରମ୍ପଙ୍କ ବଡ ଘୋଷଣା
POSTED

Daily Horoscope 10th March 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ
POSTED

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)