Cabinet Photograph: (OTV)
ରାଜ୍ୟ କ୍ୟାବିନେଟରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ ବାଜିଛି ମୋହର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ରାଜ୍ୟ ସମବାୟ ନୀତି-୨୦୨୬କୁ କ୍ୟାବିନେଟ ମଞ୍ଜୁରୀ ମିଳିଛି ।
ସେହିଭଳି ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ଅନୁମୋଦନ କରାଯାଇଛି । ମାର୍ଚ୍ଚ ଯାଏଁ ସିଙ୍ଗାପୁର ଓ ଦୁବାଇକୁ ଜାରି ରହିବ ବିମାନ ଉଡ଼ାଣ ଜାରି ରହିବାକୁ ଥିବାବେଳେ ପରବର୍ତ୍ତୀ ସମୟରେ ବିମାନ ଚାଲିବା ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ ।
ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଓ ଏରୋସ୍ପେସ୍ ସାମଗ୍ରୀ । ଏଥିପାଇଁ ୧୭ ହଜାର ୨୫୦ କୋଟି ଟଙ୍କା ନିବେଶରେ ୨୦ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ । କ୍ୟାବିନେଟରେ ମିଳିତ ବୈଷୟିକ ସେବା ନିଯୁକ୍ତି ପରୀକ୍ଷା ନିୟମାବଳୀ- ୨୦୨୨ର ସଂଶୋଧନ ମଧ୍ୟ ପାରିତ ହୋଇଛି।
୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
ରାଜ୍ୟ ସମବାୟ ନୀତି-୨୦୨୬କୁ କ୍ୟାବିନେଟରେ ମଞ୍ଜୁରୀ
ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର
ମାର୍ଚ୍ଚ ଯାଏଁ ସିଙ୍ଗାପୁର ଓ ଦୁବାଇକୁ ଜାରି ରହିବ ବିମାନ ଉଡ଼ାଣ
ପରବର୍ତ୍ତୀ ସମୟରେ ବିମାନ ଚାଲିବା ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ
ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଓ ଏରୋସ୍ପେଶ୍ ସାମଗ୍ରୀ
୧୭ ହଜାର ୨୫୦ କୋଟି ଟଙ୍କା ନିବେଶ ହେବ- ମୁଖ୍ୟ ସଚିବ
୨୦ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ମିଳିପାରିବ
ମିଳିତ ବୈଷୟିକ ସେବା ନିଯୁକ୍ତି ପରୀକ୍ଷା ନିୟମାବଳୀ- ୨୦୨୨ର ସଂଶୋଧନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/01/31/cabinet-2026-01-31-21-08-41.jpg)