/odishatv-khabar/media/media_files/2025/11/22/si-exam-scam-2025-11-22-09-00-23.jpg)
SI Exam Scam Photograph: (OTV)
ବହୁଚର୍ଚ୍ଚିତ ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ ସିବିଆଇ ଖୋଳତାଡ଼। ୪ ଜଣଙ୍କୁ ସିବିଆଇ ଅଧିକାରୀଙ୍କ ମାରାଥନ୍ ଜେରା। ୪ ଜଣଙ୍କ ମଧ୍ୟରୁ ୩ ଜଣ ହେଉଛନ୍ତି ପରୀକ୍ଷାର୍ଥୀ। ପାଖାପାଖି ସାଢେ ୮ ଘଣ୍ଟା ଜେରା ପରେ CBI କାର୍ଯ୍ୟାଳୟରୁ ବାହାରିଥିଲେ ଜେରାର ସମ୍ମୁଖୀନ ହୋଇଥିବା ପରୀକ୍ଷାର୍ଥୀ। ତେବେ ଆଉ ଜଣେ କିଏ, ତାହା ସ୍ପଷ୍ଟ ହୋଇପାରିନାହିଁ।
ମୋଟ ୧୦ ଜଣଙ୍କୁ ସମନ କରାଯାଇଥିବା ବେଳେ ୪ ଜଣଙ୍କୁ ଜେରା କରାଯାଇଛି। ରାକେଟ୍ ସମ୍ପର୍କରେ ସିବିଆଇ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ହାତେଇଛି। ୮ ଘଣ୍ଟା ଜେରା ପରେ ସିବିଆଇ ସେମାନଙ୍କୁ ଛାଡ଼ିଥିଲା। ତେବେ ସିବିଆଇ ପକ୍ଷରୁ ୧୦ ଜଣଙ୍କୁ ସମନ କରାଯାଇଥିବା ବେଳେ ୪ ଜଣ ହାଜର ହୋଇଥିଲେ।
ଆଜି ଅନ୍ୟମାନେ ସିବିଆଇରେ ହାଜର ହେବେ ବୋଲି ଜଣାପଡିଛି। CBIରେ ହାଜର ହୋଇଥିବା ପରୀକ୍ଷାର୍ଥୀ ପୂର୍ବରୁ କ୍ରାଇମବ୍ରାଞ୍ଚ ଦ୍ବାରା ଗିରଫ ହୋଇଥିଲେ।
Advertisment
Advertisment



Related Articles
Daily Horoscope 22nd November 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ
POSTED

Today Panchang 22nd November 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...
POSTED

Midday Meal Rice: ପ୍ରଧାନଶିକ୍ଷକଙ୍କ କଳା କାରନାମା , ମାଡିବସିଲେ ଗାଁ ଲୋକ
POSTED

World’s First Black Tiger Safari: ମୟୂରଭଞ୍ଜରେ ହେବ ବିଶ୍ବର ପ୍ରଥମ କଳାବାଘ ସଫାରୀ , ୧୦୦ ହେକ୍ଟରରେ ହେବ ବାଘଙ୍କ ରହଣି ସ୍ଥଳ
POSTED

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)